ଲେଖାଶ୍ରୀଙ୍କୁ ସ୍ମୃତିଙ୍କ ଏହି ୩ ବଡ଼ ପ୍ରଶ୍ନ

ରେମୁଣା,୨୫ା୫: ବାଲେଶ୍ୱର ଜିଲା ରେମୁଣାଠାରେ ଆୟୋଜିତ ଭାଜପାର ଦଳୀୟ ସଭାରେ ବିଜେଡିର ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ୩ଟି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ସ୍ମତି ପ୍ରଶ୍ନ କରିଛନ୍ତି ଯେ, ‘୩୨ ହଜାର କୋଟିର ଚିଟ୍‌ଫଣ୍ଡ ଘୋଟାଲା ହେଲା, ଟଙ୍କା କୁଆଡ଼େ ଗଲା’। ୬୦ ହଜାର କୋଟିର ଖଣି ଦୁର୍ନୀତି। ଉକ୍ତ ଟଙ୍କା କୁଆଡ଼େ ଗଲା’। ରତ୍ନଭଣ୍ଡାର ଚାବି କୁଆଡ଼େ ବୋଲି ସ୍ମୃତି ଲେଖାଶ୍ରୀଙ୍କୁ ପ୍ରଶ୍ନ କରିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଥମଥର ପ୍ରଚାର କରିବାକୁ ଶନିବାର କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

ସିଆଇଡି ଆଗରେ ହାଜର ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ, ନାବାଳିକାଙ୍କୁ…

ନୂଆଦିଲ୍ଲୀ, ୧୭।୬: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ବିଏସ୍‌ ୟେଦୁରପ୍ପା ଆଜି ଜାତୀୟ ତଦନ୍ତକାରୀ ବିଭାଗ (ସିଆଇଡି) ନିକଟରେ...

ଜନ୍ମଦିନ ଭୋଜି ଖାଇ ଫେରିବା ବେଳେ ଟ୍ରାକ୍ଟରକୁ ଧକ୍କା ଦେଲା କାର୍‌, ୪ ସାଙ୍ଗ ମୃତ

ଖଡ଼ିଆଲ,୧୭ା୬(ମକାରୁ ବେମାଲ): ଭବାନୀପାଟଣା ଲଛିପୁର ଛକ ୧୬ ନମ୍ବର ରାଜ୍ୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଚାରି ଜଣ ପ୍ରାଣ ହରାଇଛନ୍ତି। ଟ୍ରାକ୍ଟରକୁ କାର୍‌ ଧକ୍କା...

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା...

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର  ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ...

ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ...

ଦାୟିତ୍ୱ ଗ୍ରହଣ ପରେ ବିଭାଗର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୧୭।୬(ସୁନିତ୍‌ ମିଶ୍ର): ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ସ୍ବାର୍ଥ ରକ୍ଷାକୁ ସର୍ବଦା ଗୁରୁତ୍ୱ ଦିଆଯିବ। ବାତ୍ୟା, ବର୍ଷା, ବନ୍ୟା ଏବଂ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା...

ଗଜାମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା,୧୭ା୬ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ଆସିବାରେ ବିଳମ୍ବ ହୋଇଥିବା ପାଣିପାଗ ବିଶେଷଜ୍ଞ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri