କ୍ୟାନସର ଦୂର କରିବ ଏହି ୪ ଜିନିଷ

କ୍ୟାନସର ଏମିତି ଏକ ରୋଗ, ଯାହାକୁ ଥରେ ଗ୍ରାସ କଲା ସେ କିଛି ମାସ ମଧ୍ୟରେ ମରିବା ଏକପ୍ରକାର ନିଶ୍ଚିତ। କିନ୍ତୁ ଆମ ଚତୁଃପାର୍ଶ୍ୱରେ ଏମିତି କିଛି ଜିନିଷ ଅଛି, ଯେଉଁଗୁଡ଼ିକ କ୍ୟାନସରଠାରୁ ଦୂରେଇ ରଖେ। ଜାଣନ୍ତୁ ଏ ସମ୍ପର୍କରେ…

ଅଁଳା:

ଏକ ଅଧ୍ୟୟନରୁ ଜଣାପଡ଼ିଛି, ଅଁଳାରେ ଭିଟାମିନ୍‌ ‘ଏ’ ଏବଂ ‘ସି’ ପ୍ରଚୁର ପରିମାଣରେ ରହିଥାଏ। ଯାହା ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ। ଏହାକୁ ପ୍ରତିଦିନ ଖାଇଲେ କ୍ୟାନସରରୁ ମୁକ୍ତି ମିଳିଥାଏ।

ଅଦା:

ସେହିପରି ଅଦା ଅତ୍ୟନ୍ତ ପ୍ରଭାବଶାଳୀ ଔଷଧ। ଯେ କୌଣସି ରୂପରେ ଏହାର ବ୍ୟବହାର ଅତ୍ୟନ୍ତ ଲାଭଦାୟକ ଅଟେ। ଅଦାକୁ କ୍ଷୀରରେ ଫୁଟାଇ ପିଇଲେ ମେଟାବେଲଜିୟମ ଭଲ ରହେ। ଏହା ରୋଗ ସହିତ ଲଢ଼ିବାରେ ସକ୍ଷମ ହୋଇଥାଏ।

ରସୁଣ:

ପ୍ରତିଦିନ ରସୁଣ ଖାଇବା ସ୍ବାସ୍ଥ୍ୟ ପକ୍ଷେ ଅତ୍ୟନ୍ତ ଲାଭଦାୟକ। ପନିପରିବାରେ ପକାଇ ଖାଇବା ଅପେକ୍ଷା କଞ୍ଚା ରସୁଣ ଚୋବାଇ ଖାଇଲେ ଅନେକ ଉପକାର ମିଳିଥାଏ। ରସୁଣରେ କ୍ୟାନସର ରୋଗ ବିରୋଧୀ ଉପାଦାନ ରହିଥାଏ। ଏହାକୁ ପ୍ରତିଦିନ ଖାଇଲେ କ୍ୟାନସର ପରି ଭୟଙ୍କର ରୋଗରୁ ରକ୍ଷା ମିଳିବ।

ହଳଦୀ:


ହଳଦୀରେ କୁକୁର୍ମିନ୍‌ ନାମକ ଏକ ଉପାଦାନ ରହିଥାଏ। ଯାହା କ୍ୟାନସର ରୋକିବା ଉପାଦାନ ଭାବରେ ବିବେଚନା କରାଯାଏ। ଏକ ଗ୍ଲାସ ଉଷୁମ କ୍ଷୀରରେ ଏକ ଚାମଚ ହଳଦୀ ମିଶାନ୍ତୁ। ଏହାକୁ ସକାଳେ କିମ୍ବା ରାତିରେ ଶୋଇବା ପୂର୍ବରୁ ଖାଇବା ଉଚିତ୍‌। ହଳଦୀରେ ଆଣ୍ଟିବ୍ୟାକ୍ଟେରିଆଲ ଏବଂ ଆଣ୍ଟିଫଙ୍ଗାଲ ଗୁଣ ରହିଛି ଯାହା ଆମ ଶରୀରକୁ ଅନେକ ରୋଗରୁ ରକ୍ଷା କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଛଟେଇ ଝଡ଼; ୨୦୨୬ରେ ବିଦା ହେଲେଣି ୧,୩୦,୦୦୦ରୁ ଅଧିକ ଚାକିରିଆ

ନୂଆଦିଲ୍ଲୀ,୪।୯: କୃତ୍ରିମ ବୁଦ୍ଧିମତ୍ତା ବା ‘ଏଆଇ’ ଏବେ ଚାକିରିଆଙ୍କ ପାଇଁ କାଳ ହୋଇଛି । ବିଶ୍ୱସ୍ତରରେ ଏଆଇର ପ୍ରଚଳନ ବଢ଼ି ଚାଲିଥିବାବେଳେ ଅନ୍ୟପଟେ ବିଭିନ୍ନ କ୍ଷେତ୍ରରୁ ଲୋକେ…

ବୟସ ଜାଲିଆତି କରି ଫସିଲେ ଏହି କ୍ରିକେଟର୍‌: ୨ ବର୍ଷ ବାସନ୍ଦ କଲା BCCI

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର୍‌ ରୋହିତ ଯାଦବଙ୍କୁ ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ଆଗାମୀ ଦିନିକିଆ ଏବଂ ବହୁ-ଦିବସୀୟ ସିରିଜ ପାଇଁ ଅଣ୍ଡର-୧୯ ଦଳରେ ଚୟନ କରାଯାଇଥିଲା। ଜୁନିଅର…

ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ…

ବର୍ଷାରେ ବି ବଢୁଛି ପର୍ଯ୍ୟଟକଙ୍କ ଭିଡ଼: ଦାରିଙ୍ଗବାଡ଼ି ପର୍ଯ୍ୟଟନ ବିକାଶ ପାଇଁ ନୂଆ ପଦକ୍ଷେପ

ଦାରିଙ୍ଗବାଡ଼ି,୪।୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିକୁ ବର୍ଷତମାମ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର କରିବା ସହ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ଓ ରୂପାନ୍ତରଣ ପାଇଁ…

ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍‌ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ

ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ…

ପମ୍ପ ଅପରେଟର ପାଇନାହାନ୍ତି ୬ ମାସର ପାରିଶ୍ରମିକ: ୭ରୁ କାର୍ଯ୍ୟବନ୍ଦ ଚେତାବନୀ

ଲୋଇସିଂହା, ୩ା୯: ଲୋଇସିଂହା ଏନ୍‌ଏସି ଅଧୀନ ଲୋଇସିଂହା ଓ ବୁର୍ଡା ଅଞ୍ଚଳରେ କାର୍ଯ୍ୟରତ ଏସିଏମ୍‌ ଓ ପାନୀୟଜଳ ପ୍ରକଳ୍ପର ପମ୍ପ ଅପରେଟରମାନେ ଦୀର୍ଘ ୬ ମାସ ଧରି…

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri