ଅଖରୋଟ୍‌ ଖାଇଲେ ମିଳେ ଏସବୁ ଫାଇଦା

ଅଖରୋଟ୍‌ ଏପରି ଏକ ଶୁଖିଲା ଫଳ, ଯାହା ଏହାକୁ ଖାଇବା ଦ୍ୱାରା ଆପଣଙ୍କ ସ୍ବାସ୍ଥ୍ୟ ପାଇଁ ଅନେକ ଲାଭ ମିଳିବ। ନିକଟରେ ହୋଇଥିବା ଏକ ଅଧ୍ୟୟନ ଅନୁଯାୟୀ, ଯେଉଁମାନେ ପ୍ରତିଦିନ ଅଖରୋଟ୍‌ ଖାଉଛନ୍ତି। ସେମାନଙ୍କର ହୃଦ୍‌ଘାତ ଜନିତ ରୋଗ ହେବାର ଆଶଙ୍କା କମ ଥାଏ। ଏଥିରେ ଥିବା କ୍ୟାଲ୍‌ସିୟମ, ଭିଟାମିନ୍‌, ମିନେରାଲ୍ସ ଏବଂ ପ୍ରୋଟିନ ଆମ ଶରୀରକୁ ସୁସ୍ଥ କରିଥାଏ। ଏହି ଶୁଖିଲା ଫଳ ଖାଇବା ଦ୍ୱାରା ଆପଣଙ୍କ ଶରୀରକୁ କ’ଣ ଲାଭ ମିଳିଥାଏ ଜାଣନ୍ତୁ…

ହାଡ଼ରେ ସବୁବେଳେ ଯନ୍ତ୍ରଣା ହେଉଥିଲେ ଖାଲି ପେଟରେ ପ୍ରତିଦିନ ସକାଳେ ଭିଜାଇଥିବା ଅଖରୋଟ୍‌ ଖାଆନ୍ତୁ।

ଅଖରୋଟ୍‌ରେ ଥିବା ଆଣ୍ଟିଅକ୍ସିଡାଣ୍ଟ୍‌ ଏବଂ ଭିଟାମିନ ବି-୬ ଆପଣଙ୍କ ଚର୍ମର ସ୍ବାସ୍ଥ୍ୟ ପାଇଁ ପ୍ରଭାବଶାଳୀ। ଏହା ଆପଣଙ୍କ ତ୍ୱଚାରେ ଚମକ ଆଣେ।

ଯେଉଁମାନଙ୍କର ସବୁକିଛି ଭୁଲିଯିବାର ଅଭ୍ୟାସ ଅଛି, ଏହି ଶୁଖିଲା ଫଳକୁ ସେମାନଙ୍କ ଖାଦ୍ୟରେ ସାମିଲ କରିବା ଉଚିତ୍‌। ଏଥିରେ ଥିବା ଓମେଗା-୩ ଫ୍ୟାଟି ଏସିଡ୍‌ ଏବଂ ଭିଟାମିନ ଇ ପରି ପୁଷ୍ଟିକର ଖାଦ୍ୟ ଆପଣଙ୍କ ମସ୍ତିଷ୍କକୁ ସୁସ୍ଥ ରଖିଥାଏ। ଅଖରୋଟ୍‌ ଖାଇବା ଦ୍ୱାରା ମସ୍ତିଷ୍କରେ ରକ୍ତ ସଞ୍ଚାଳନ ବଢ଼ିଥାଏ, ଯେଉଁ କାରଣରୁ ଅମ୍ଳଜାନ ସହଜରେ ମସ୍ତିଷ୍କରେ ପହଞ୍ଚେ।

ମଧୁମେହ ରୋଗୀଙ୍କ ପାଇଁ ଅଖରୋଟ୍‌ ଅତ୍ୟନ୍ତ ଲାଭଦାୟକ ବୋଲି ପ୍ରମାଣିତ ହୁଏ। ବାସ୍ତବରେ ଅଖରୋଟ୍‌ ରକ୍ତରେ ଥିବା ଶର୍କରା ସ୍ତରକୁ ନିୟନ୍ତ୍ରଣ କରିଥାଏ, ଯାହା ଟାଇପ-୨ ମଧୁମେହର ଆଶଙ୍କା ହ୍ରାସ କରିଥାଏ।

ଦିନସାରା ସକ୍ରିୟ ରହିବାକୁ ପ୍ରତିଦିନ ସକାଳେ ଖାଲି ପେଟରେ ୫-୬ ଭିଜାଇଥିବା ଅଖରୋଟ୍‌ ଖାଆନ୍ତୁ। ଏହା ଆପଣଙ୍କ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ ସେତୁ ୨.୦ ଆପ୍‌ର ଶୁଭାରମ୍ଭ କଲେ ଜେ.ପି. ନଡ୍ଡା

ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍‌ ଏବଂ ୟୁନିଫାଏଡ୍‌ ହେଲ୍‌ଥ ଇଣ୍ଟରଫେସ୍‌ (ୟୁଏଚ୍‌ଆଇ) ଲଞ୍ଚ୍‌ କରିଛନ୍ତି। କୋଭିଡ୍‌ ସମୟରୁ ଆରମ୍ଭ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri