କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ। ହେଲେ, ଦୈନନ୍ଦିନ ଜୀବନରେ ଆମେ ଏହାକୁ ଅବହେଳା କରି ଏହାର ଦାୟିତ୍ୱ ନେବାକୁ ଭୁଲିଯାଉ। ତେବେ ଏଥିରେ କିଛି ସମସ୍ୟା ଦେଖାଗଲେ ଆମେ କିପରି ଜାଣିବା ଓ ଏହାର ନିରାକରଣ ପାଇଁ କରିବା ସେ ବିଷୟରେ କିଛି ଜ୍ଞାନ ରହିବା ଆବଶ୍ୟକ। କିଡ୍‌ନୀ କାର୍ଯ୍ୟ ବାଧାପ୍ରାପ୍ତ ହେଲେ ହାତଗୋଡ଼ ଫୁଲିଯାଏ। ଶରୀରର ଯୋଡ଼ା ଅଂଶଗୁଡ଼ିକରେ ଦରଜ ଅନୁଭୂତ ହୁଏ। ରକ୍ତଚାପ ଅସନ୍ତୁଳିତ ରହେ। ଦୁର୍ବଳ ଲାଗେ। ବାନ୍ତି ଉଠାଏ। ଶ୍ୱାସକ୍ରିୟାରେ ବାଧା ମଧ୍ୟ ଉପୁଜେ। ତେଣୁ କିଡ୍‌ନୀକୁ ସୁସ୍ଥ ରଖିବା ପାଇଁ ପ୍ରଚୁର ପରିମାଣର ପାଣି ପିଇବା ଆବଶ୍ୟକ। କିଡ୍‌ନୀଜନିତ ରୋଗ ଦେଖାଗଲେ ଶରୀରରେ ୟୁରିଆ ତତ୍ତ୍ୱ ବଢ଼ିଯାଏ। ସେଥିପାଇଁ ଏହାକୁ ସନ୍ତୁଳିତ ରଖିବା ପାଇଁ ପ୍ରୋଟିନ୍‌ଯୁକ୍ତ ଖାଦ୍ୟ ମଧ୍ୟ ଅଧିକ ଖାଆନ୍ତୁ। ଘିଅ, କ୍ଷୀର, ମାଛ, ମାଂସ, ପନିର, ସୋୟାବିନ୍‌ ଆଦିିରେ ପ୍ରୋଟିନ୍‌ ଅଧିକ ଥାଏ। ଏହାକୁ ପ୍ରତିଦିନ ଖାଦ୍ୟରେ ସାମିଲ୍‌ କରନ୍ତୁ। ଦୈନିକ ୫ଗ୍ରାମ୍‌ ଲୁଣ ମଧ୍ୟ ଖାଆନ୍ତୁ। ଯଦି ନିଶାଦ୍ରବ୍ୟ ସେବନ କରୁଛନ୍ତି, ତେବେ ଏହାକୁ ତୁରନ୍ତ ଛାଡ଼ନ୍ତୁ, କାରଣ ଏହା ସ୍ବାସ୍ଥ୍ୟ ତଥା କିଡ୍‌ନୀ ପ୍ରତି ବେଶି କ୍ଷତିକାରକ। ଆଉ ମଧ୍ୟ ଆପଣ ଯଦି କୌଣସି କିଡ୍‌ନୀଜନିତ ରୋଗର ଶିକାର ହୁଅନ୍ତି, ତେବେ ଯଥାଶୀଘ୍ର ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?