ଏହି ଅଭିନେତ୍ରୀଙ୍କ ନାଁରେ ପ୍ରେମସମ୍ପର୍କକୁ ନେଇ ଅଧିକ ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ର କିଛି ଅଭିନେତ୍ରୀଙ୍କ ନାଁରେ ପ୍ରେମସମ୍ପର୍କକୁ ନେଇ ଅଧିକ ଚର୍ଚ୍ଚା ହୋଇଥାଏ। ଅର୍ଥାତ୍‌ ସେମାନଙ୍କର ଅନେକ ପ୍ରେମିକ ଥିଲେ। କିଛି ଅଭିନେତ୍ରୀ ବିବାହ ପରେ ଏଥିରୁ ଦୂରେଇ ଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଅନୁଷ୍କା ଶର୍ମା, ଆଲିଆ ଭଟ୍ଟ, କରୀନା କପୁର, ପ୍ରିୟଙ୍କା ଚୋପ୍ରା, ଦୀପିକା ପାଦୁକୋନ, ବିପାଶା ବସୁଙ୍କ ନାଁ ରହିଛି।

Anushka Sharma - Wikipedia

କ୍ରିକେଟର ବିରାଟ କୋହଲିଙ୍କୁ ବିବାହ କରିବା ପୂର୍ବରୁ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସହ ରଣବୀର ସିଂ, ଶାହିଦ କପୁର, ଅର୍ଜୁନ କପୁର, ସୁରେଶ ରୈନା, ଜୋହେବ ୟ୍ୟୁସୁବ୍‌ ଏବଂ ରଣବୀର କପୁରଙ୍କ ନାଁ ଯୋଡ଼ି ହୋଇଥିଲା।

Why is Alia Bhatt becoming a popular target for trolls? - Why is Alia Bhatt  becoming a popular target for trolls? -

ସେହିପରି ଆଲିଆ ଭଟ୍ଟଙ୍କ ନାଁରେ ବରୁଣ ଧାଓ୍ବନ, ଅର୍ଜୁନ କପୁର, ସିଦ୍ଧାର୍ଥ ମାଲହୋତ୍ରା, କୁଇନ୍‌ ମିତ୍ତଲଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ଅଧିକ ଚର୍ଚ୍ଚା ହୋଇଥିଲା।

Priyanka Chopra Left Her Education Midway After Winning Miss India

ପ୍ରିୟଙ୍କା ଚୋପ୍ରା: ନିକ୍‌ ଜୋନାସଙ୍କୁ ବିବାହ କରିବା ପୂର୍ବରୁ ପ୍ରିୟଙ୍କା ନାଁ ଶାହାରୁଖ୍‌ ଖାନ, ଅକ୍ଷୟ କୁମାର, ଶାହିଦ କପୁର, ଅସିମ ମର୍ଚ୍ଚାଣ୍ଟ, ହରମନ୍‌ ବାବେଜା, ଟମ୍‌ ହିଡ୍‌ଲସନ୍‌ଙ୍କ ସହ ପ୍ରେମ ସମ୍ପର୍କ ଥିଲା ବୋଲି ଚର୍ଚ୍ଚା ହେଉଥିଲା।

Deepika Padukone Health Update: Deepika Padukone rushed to Hyderabad  hospital after increased heart rate, resumes shoot after treatment - The  Economic Times

ଦୀପିକା ପାଦୁକୋନଙ୍କ ନାଁ ନିହାର ପାଣ୍ଡ୍ୟା, ଉପେନ ପଟେଲ, ରଣବୀର କପୁର, ସିଦ୍ଧାର୍ଥ ମାଲ୍ୟା, ମୁଜ୍‌ମିଲ ଇମ୍ରାହିମ୍‌, କ୍ରିକେଟର ଏମ୍‌ଏସ୍‌ ଧୋନୀ, ଯୁବରାଜ ସିଂ ଏବଂ ରବି ଚୌହାନଙ୍କ ସହ ତାଙ୍କର ପ୍ରେମସମ୍ପର୍କକୁ ନେଇ ଖୁବ୍‌ ଚର୍ଚ୍ଚା ହୋଇଥିଲା।

kareena: Kareena Kapoor Khan working on producer Rhea Kapoor's upcoming  project - The Economic Times

କରୀନା କପୁରଙ୍କ ସହ ହ୍ରିତିକ୍‌ ରୋଶନ, ଶାହିଦ କପୁର, ଫରଦିନ ଖାନଙ୍କ ନାଁ ଚର୍ଚ୍ଚା ହେବା ପରେ କରୀନା ସୈଫ୍‌ ଅଲ୍ଲୀ ଖାନ୍‌ଙ୍କୁ ବିବାହ କରିନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?