Posted inଖେଳ

ଫିଲ୍ମ ଷ୍ଟାଇଲ୍‌ରେ ପ୍ରେମିକାଙ୍କୁ ପ୍ରପୋଜ୍‌

ନୂଆଦିଲ୍ଲୀ,୪।୧୧: ବଲିଉଡ୍‌ ସେଲିବ୍ରିଟିମାନଙ୍କ ଭଳି ବ୍ୟକ୍ତିଗତ ଜୀବନକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି ଭାରତୀୟ ଟିମ୍‌ର କ୍ରିକେଟର। ବିଶେଷକରି ସେମାନଙ୍କ ଲଭ୍‌ ଲାଇଫ୍‌ ଖବର ଶିରୋନାମା ପାଲଟିଥାଏ। କିଛି କ୍ରିକେଟର ଖେଳ ପଡ଼ିଆରେ ତ କିଏ ବୋଟ୍‌ ଉପରେ ଜୀବନସାଥିଙ୍କୁ ପ୍ରପୋଜ୍‌ କରିଛନ୍ତି। ଦେଖିବାକୁ ଗଲେ କୌଣସି ଫିଲ୍ମର କାହାଣୀ ଠାରୁ କମ୍‌ ନୁହେଁ ସେମାନଙ୍କର ଲଭ୍‌ଷ୍ଟୋରୀ। ସେଭଳି କିଛି ଲଭ୍‌ଷ୍ଟୋରୀ ବିଷୟରେ ଆସନ୍ତୁ ଜାଣିବା…

ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପ୍ରେମିକାଙ୍କୁ ବୋଟ୍‌ ଉପରେ ପ୍ରପୋଜ କରିଥିଲେ।

ଧୋନୀ: ଭାରତୀୟ ଟିମ୍‌ରେ କ୍ୟାପ୍‌ଟେନ୍‌ କୁଲ ଭାବେ ପରିଚିତ ଧୋନୀ ସାକ୍ଷୀଙ୍କୁ ଭ୍ୟାଲେଣ୍ଟାଇନ୍‌ ଡେ’ରେ ଅଷ୍ଟ୍ରେଲିଆରେ ପ୍ରପୋଜ କରିଥିଲେ। ଏହି ସମୟରେ ସେ କହିଥିଲେ, ମୋ ଜୀବନ କ୍ରିକେଟ କିଟ୍‌ ଭଳି ଛୋଟ।

ରୋହିତ ଶର୍ମା:ଭାରତୀୟ ଦଳର ଓପନର୍‌ ରୋହିତ ଯେଉଁ କ୍ରିକେଟ ପଡ଼ିଆରୁ ଖେଳିବା ଆରମ୍ଭ କରିଥିଲେ, ସେଠାରେ ହିଁ ପ୍ରେମିକାଙ୍କୁ ପ୍ରପୋଜ କରିଥିଲେ। ବୋରିବଲି ସ୍ପୋଟ୍ସ କ୍ଲବରେ ରୀତିକା ସଜଦେହଙ୍କୁ ପ୍ରପୋଜ କରିଥିଲେ ସେ।

ଜାହିର ଖାନ୍‌: ଭାରତୀୟ ଦଳର ଦ୍ରୁତ ବୋଲର ଜାହିର ପ୍ରେମିକା ସାଗରିକାଙ୍କୁ ଆଇପିଏଲ୍‌ର ୧୦ମ ସଂସ୍କରଣ ସମୟରେ ପ୍ରପୋଜ କରିଥିଲେ। ଏପରିକି ସେ ଉକ୍ତ ସିଜନ୍‌ ଚାଲିଥିବା ବେଳେ ନିର୍ବନ୍ଧ କରିନେଇଥିଲେ।

ହରଭଜନ ସିଂହ: ଭାରତୀୟ ଦଳର ଅଭିଜ୍ଞ ସ୍ପିନର ହରଭଜନ ଆଇପିଏଲ୍‌ ସିଜିନ୍‌ ସମୟରେ ଗୀତା ବସ୍ରାଙ୍କୁ ପ୍ରପୋଜ କରିଥିଲେ। ସେ ସମୟରେ ସେ ପ୍ରେମର ମାୟାଜାଲରେ ଫସିବାକୁ ଚାହୁଁ ନ ଥିଲେ। ହେଲେ ପରେ ୮ ବର୍ଷ ଡେଟ୍‌ କରିବା ପରେ ସେମାନେ ବିବାହ କରିନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri