ହଳଦୀ ଖାଇଲେ ଭଲ ହୋଇଯିବ ଏସବୁ ରୋଗ: ଜାଣନ୍ତୁ କ’ଣ ରହିଛି ଉପକାରୀ ଗୁଣ

ହଳଦୀରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ଏଭଳି ତତ୍ତ୍ୱ ରହିଛି, ଯାହା ମସ୍ତିଷ୍କର କାର୍ଯ୍ୟଧାରାକୁ ସକ୍ରିୟ ରଖିବାରେ ସହାୟକ ହୋଇଥାଏ ବୋଲି ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି। ହଳଦୀର ଉପକାରୀ ଗୁଣ ବିଷୟରେ ଅଧିକ ତଥ୍ୟ ଜାଣିବା ପାଇଁ ସିଓଲ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ଗବେଷଣା କରି ଏକଥା ଜାଣିପାରିଛନ୍ତି। ଅନ୍ୟପକ୍ଷରେ ହଳଦୀରେ କୁର୍‌କୁମିନ୍‌ ନାମକ ଏକ ତତ୍ତ୍ୱ ଥଣ୍ଡାଜନିତ ସମସ୍ୟା କମାଇବାରେ ସାହାଯ୍ୟ କରିଥାଏ। ଶରୀରରେ ଥଣ୍ଡା ସୃଷ୍ଟି କରୁଥିବା କୋଷଗୁଡ଼ିକୁ ଏହା ନଷ୍ଟ କରିଦିଏ, ଯଦ୍ଦ୍ବାରା ଆମେ ଏଥିରୁ କେତେକାଂଶରେ ଉପଶମ ପାଇଥାଉ। ହଳଦୀ ଶରୀରରେ ଇନ୍‌ସୁଲିନ୍‌ ପ୍ରତିରୋଧ ଶକ୍ତିକୁ ବଢ଼ାଇଥାଏ। ଏହା ରକ୍ତଚାପକୁ କେତେକାଂଶରେ ସନ୍ତୁଳିତ ରଖିଥାଏ। ତା’ସହ ଶରୀରରେ ରକ୍ତ ସଞ୍ଚାଳନ ଠିକ୍‌ ଭାବେ କରିଥାଏ। ଆପଣ ଦୀର୍ଘକାଳୀନ ରୋଗରେ ପୀଡ଼ିତ କି? ଏହାକୁ ଖାଇବା ଦ୍ୱାରା ଆପଣ ଏଥିରୁ କେତେକାଂଶରେ ଉପଶମ ଲାଭ କରିପାରିବେ ବୋଲି ଉକ୍ତ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ସୂଚନା ଦେଲେ ମୋକିମ୍, ନୂଆ ଦଳର ନାଁ କଲେ ଘୋଷଣା!

କଟକ,୨୭।୧: ନୂଆ ଦଳ ଗଠନକୁ ନେଇ ମହମ୍ମଦ ମୋକିମ୍ ବଡ଼ ସୂଚନା ଦେଇଛନ୍ତି । ଗତ କିଛି ଦିନ ହେବ ତାଙ୍କ ନୂଆ ଦେଇ ଚର୍ଚ୍ଚା ଲାଗି…

ଲାଲ ବିକିନିରେ ଭାଇରାଲ ହେଲା ଡାକ୍ତରାଣୀରୁ ମଡେଲ ସାଜିଥିବା ମାନୁଷୀଙ୍କ ଫଟୋ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଏବଂ ପୂର୍ବତନ ମିସ ୱାଲର୍‌ଡ ମାନୁଷୀ ଚିଲ୍ଲର ପୁଣି ଥରେ ତାଙ୍କ ଗ୍ଲାମରସ ଷ୍ଟାଇଲ ପାଇଁ ଖବରରେ ଅଛନ୍ତି। ସମ୍ପ୍ରତି ତାଙ୍କର କିଛି…

ରାଗରେ ସ୍ତ୍ରୀକୁ କଟୁରିରେ ହାଣିଲେ ସ୍ୱାମୀ, ପରେ ବିଷ ପିଇ ଆତ୍ମହତ୍ୟା…

ପଟ୍ଟାମୁଣ୍ଡାଇ,୨୭।୧(କଳ୍ପତରୁ ନାୟକ)- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମାଳିପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସ୍ତ୍ରୀକୁ…

ଜିଲା ପ୍ରଶାସନର ଖାମଖିଆଲ ମନୋଭାବ: ଜିଲାପାଳଙ୍କ ସୋସିଆଲ ମିଡ଼ିଆ ପୋଷ୍ଟକୁ ନେଇ ବଢୁଛି ଦ୍ୱନ୍ଦ୍ୱ

ଦେବଗଡ,୨୭।୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ପ୍ରଶାସନ ପକ୍ଷରୁ ପ୍ରଶାସନିକ ଯେକୌଣସି କାର୍ଯ୍ୟକ୍ରମ ସରିଲା ପରେ ନିଜର ସୋସିଆଲ ମିଡିଆରେ ପୋଷ୍ଟ କରିଥାନ୍ତି। ଯଦ୍ୱାରା ଜନସାଧାରଣଠୁ ଆରମ୍ଭ…

ଘରକୁ ଫେରୁଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ୨ ବାଇକ୍ ଆରୋହୀ ମୃତ

ବାସୁଦେବପୁର,୨୭।୧ (ନାରାୟଣ ପ୍ରସାଦ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଧାମରା ରାସ୍ତାର ପାରପୋଖରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର ରାତି ପ୍ରାୟ…

ଖୁସିଖବର ଦେଲେ ରଣବୀର: ବହୁତ ରୋମାଞ୍ଚକର…

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ତାଙ୍କ ଆଗାମୀ ଫିଲ୍ମ ପାଇଁ ବ୍ୟସ୍ତ ଅଛନ୍ତି। ତାଙ୍କର ଅନେକ ବଡ଼ ପ୍ରୋଜେକ୍ଟ କାମ ଚାଲିଛି। ରଣବୀରଙ୍କ ଦୁଇଟି ପ୍ରମୁଖ…

ଭୀଷ୍ମଗିରି ଗାଁ ପୋଖରୀରେ ଭାସୁଛି ନବଜାତ ଶିଶୁକନ୍ୟାଙ୍କ ମୃତଦେହ, ବିଳମ୍ବିତ ରାତିରେ…

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ପୋଖରୀରେ ଭାସୁଛି ନବଜାତ କନ୍ୟାର ମୃତଦେହ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ବଡ଼ବନ୍ଧ ପୋଖରୀରେ ମଙ୍ଗଳବାର ସକାଳ ପ୍ରାୟ ୬…

ଧାନ ମଣ୍ଡିରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି, ସିସି କ୍ୟାମେରା…

ଗଜପତି,୨୭।୧(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଅଗରଖଣ୍ଡି ଠାରେ ଥିବା ଅସ୍ଥାୟୀ ଧାନ ମଣ୍ଡିରୁ ଲକ୍ଷାଧିକ ଟଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri