ଶୀତ ଲହରି ନେଇ ଏହି ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୫ା୧୨(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରି ଜାରି ରହିଛି। ଶନିବାର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୦.୫ ଡିଗ୍ରୀ ସେଲସିୟସ୍‌ ରହିଥିବାବେଳେ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୭.୨ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ୧୮ରୁ ୨୦ ତାରିଖ ମଧ୍ୟରେ ୩ରୁ ୫ ଡିଗ୍ରୀ ସେଲସିୟସ୍‌ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘନ କୁହୁଡ଼ି ସହ ଶୀତ ଲହରି ଥରାଇବ। ୧୫ ତାରିଖରେ କଳାହାଣ୍ଡି ଓ କନ୍ଧମାଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ। ଏଥିପାଇଁ ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲାରେ ୧୫ ଓ ୧୬ ତାରିଖରେ ଶୀତ ଲହରି ନେଇ ୟେଲୋ ଓ୍ବାର୍ନିଂ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri