ସବୁ ସୁଖ ପାଇଥାନ୍ତି ଏହି ୪ ରାଶିରେ ଜନ୍ମିତ ବ୍ୟକ୍ତି; ଜୀବନରେ କେବେ ବି ଧନର ଅଭାବ ରହେ ନାହିଁ

ସମସ୍ତେ ଜୀବନରେ ଖୁସି ରହିବାକୁ ଚାହିଁଥାନ୍ତି। ପାଖରେ ଧନସମ୍ପତ୍ତି ଥାଉ, ବିଳାସମୟ ଜୀବନ ନିର୍ବାହ କରିବାକୁ ସମସ୍ତେ ସ୍ବପ୍ନ ମଧ୍ୟ ଦେଖିଥାନ୍ତି। ହେଲେ ଅନେକ ଥର ପରିଶ୍ରମ କରିବା ସତ୍ତ୍ୱେ ବ୍ୟକ୍ତି ସେତେ ଧନ ଅର୍ଜନ କରିପାରେ ନାହିଁ। ଏପରିକି ତାଙ୍କୁ ଆଶା ମୁତାବକ ସଫଳତା ମିଳି ନ ଥାଏ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ଜୀବନରେ ସଫଳତା ପାଇବାକୁ ହେଲେ ଭାଗ୍ୟ ସାଥ୍‌ ଦେବା ମଧ୍ୟ ଜରୁରୀ।

ରାଶିମାନଙ୍କ ଜୀବନରେ ମହତ୍ତ୍ୱ ଅଧିକ। ଏହାଦ୍ୱାରା ବ୍ୟକ୍ତିର ସ୍ବଭାବ ବିଷୟରେ ଜଣାପଡ଼ିଥାଏ। ବିଶେଷଜ୍ଞଙ୍କ ଅନୁଯାୟୀ, ଏଭଳି ୪ ରାଶି ରହିଛି ଯେଉଁମାନେ ଭାଗ୍ୟଶାଳୀ ହୋଇଥାନ୍ତି। ତାଙ୍କୁ ଜୀବନରେ ସମସ୍ତ ସୁଖସୁବିଧା ପ୍ରାପ୍ତ ହୋଇଥାଏ। ଟିକିଏ ପରିଶ୍ରମ କଲେ ତାଙ୍କୁ ସଫଳତା ମିଳିଥାଏ। ଆସନ୍ତୁ ଜାଣିବା:

ବୃଷ ରାଶି: ଏହି ରାଶିର ସ୍ବାମୀ ଶୁକ୍ର। ଏହି ରାଶିର ଜାତକଧାରୀଙ୍କ ଉପରେ ଶୁକ୍ରଙ୍କର କୃପା ରହିଥାଏ। ଏଣୁ ସେମାନଙ୍କ ପାଖରେ ଅର୍ଥର ଅଭାବ ଦେଖାଦେଇ ନ ଥାଏ। ଧନ ମାମଲାରେ ସେମାନେ ଭାଗ୍ୟଶାଳୀ ହୋଇଥାନ୍ତି। ଯେତେ ବିପଦ ଆସୁ ନା କାହିଁକି ସେମାନେ ସବୁ ବିପଦରୁ ରକ୍ଷା ପାଇଯାଇଥାନ୍ତି।

ସିଂହ ରାଶି: ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ସିଂହ ରାଶିର ବ୍ୟକ୍ତିଙ୍କ ପାଖରେ ନେତୃତ୍ୱ ନେବାର ସମସ୍ତ କ୍ଷମତା ରହିଥାଏ। ଏହିଗୁଣ ଯୋଗୁ ସେମାନେ ସମାଜରେ ମାନସମ୍ମାନ ପାଇଥାନ୍ତି। ଚାକିରି ଏବଂ ବ୍ୟବସାୟରେ ବହୁତ ସଫଳତା ମିଳିଥାଏ। ଏହି ଲୋକମାନେ ସେମାନଙ୍କର ଜୀବନରେ ଧନସମ୍ପଦ ସହ ଉନ୍ନତି ପାଇଥାନ୍ତି।

ଧନୁ ରାଶି: ଏହି ରାଶିର ସ୍ବାମୀ ବୃହସ୍ପତି। ଏଥିଯୋଗୁ ଏମାନେ ଜ୍ଞାନୀ ଏବଂ ଶକ୍ତିଶାଳୀ ହୋଇଥାନ୍ତି। ଜ୍ଞାନ ଯୋଗୁ ଏମାନଙ୍କୁ ଜୀବନରେ ଉଚ୍ଚ ପଦ ଏବଂ ମାନସମ୍ମାନ ପ୍ରାପ୍ତ ହୋଇଥାଏ। ଏମାନେ ନିଜ କାମ ପ୍ରତି ସଚ୍ଚୋଟ ହୋଇଥାନ୍ତି। ପରିଶ୍ରମ ଏବଂ ନିଷ୍ଠା ଯୋଗୁ ଏହି ରାଶିଧାରୀ ଜୀବନରେ ସବୁକିଛି ହାସଲ କରିପାରିଥାନ୍ତି। ଏମାନଙ୍କଗୁଣ ଅନ୍ୟମାନଙ୍କୁ ବହୁତ ପ୍ରଭାବିତ କରିଥାଏ।

କୁମ୍ଭ ରାଶି: ଏହି ରାଶିର ବ୍ୟକ୍ତି ଉପରେ ଶନିଙ୍କର କୃପା ରହିଥାଏ। କାହା ସହ ଏମାନେ ଖରାପ ବ୍ୟବହାର ଏବଂ ଧୋକା ଦିଅନ୍ତି ନାହିଁ। ସମାଜକଲ୍ୟାଣ ପାଇଁ ଏମାନେ ବହୁତ କାମ କରିଥାନ୍ତି। ଏମାନଙ୍କର ଇଚ୍ଛାଶକ୍ତି ବହୁତ ମଜଭୂତ ଥାଏ। ଏମାନେ ଦୂରଦର୍ଶୀ ହୋଇଥାନ୍ତି। ଏମାନଙ୍କ ଭିତରେ ନେତୃତ୍ୱ ନେବାର ଗୁଣ ରହିଥାଏ। ଏହି ଗୁଣ ଅନ୍ୟମାନଙ୍କୁ କୁମ୍ଭ ରାଶି ଜାତକଧାରୀଙ୍କ ପ୍ରତି ଆକର୍ଷିତ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….

ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…

ଏସୀୟ କ୍ରୀଡ଼ା: ଜାପାନକୁ ହରାଇ ସେମିରେ ପହଞ୍ଚିଲା ଭାରତ

କୋରୋଗି,୧୮।୯: ଜାପାନର ନିଶିନ ସ୍ଥିତ କୋରୋଗି ସ୍ପୋର୍ଟସ ପାର୍କରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଶେଫାଲି ଏବଂ ରିଚାଙ୍କ ଦମଦାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ଜାପାନକୁ…

ବହୁ ଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ହରିଦ୍ୱାର,୧୮।୯: ବହୁଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲି ହରିଦ୍ୱାରରେ ସନ୍ଦେହଜନକ ପରିସ୍ଥିତିରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। କୋଲି ଗତ କିଛି…

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, ବର୍ତ୍ତମାନ ରଖିଲାଣି ବଡ଼ ସର୍ତ୍ତ

ଢାକା,୧୮।୯: ବାଂଲାଦେଶରେ ତାରିକ ରହମାନଙ୍କ ନେତୃତ୍ୱାଧୀନ ପ୍ରଶାସନ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବିକୁ ନେଇ ଧମକପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରିଛି। ଭାରତ ପ୍ରତି ଏକ ଆକ୍ରମଣାତ୍ମକ ମନୋଭାବ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଆସୁଛି UPIର ‘ବାପା’, ‘ଡିଜିଟାଲ ରୁପି’ (Digital Rupee), ଏହା କ’ଣ? ବ୍ୟାଙ୍କ କିମ୍ବା ଇଣ୍ଟରନେଟ ସଂଯୋଗ ବିନା କିପରି ଟଙ୍କା ସ୍ଥାନାନ୍ତର ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୯: ମୂଳ କଥା ହେଉଛି UPI ଠାରୁ ମଧ୍ୟ ଏକ ବଡ଼ ଜିନିଷ ଆସିବାକୁ ଯାଉଛି। UPI ଶୁଳ୍କ (charges) କୁ ନେଇ ଚାଲିଥିବା ହଟଚମଟ ମଧ୍ୟରେ,…

କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…

ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?