ସଂକ୍ରମଣରୁ ମୁକ୍ତି ଦିଏ ଏସବୁ ଫଳ

ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବା ପାଇଁ ଏଣୁତେଣୁ ଖାଇବା ଉଚିତ ହୋଇ ନ ଥାଏ। ଏହା ସହ ଦୈନିକ କିଛି ଫଳ ଖାଇବା ନିହାତି ଜରୁରୀ। କାରଣ ଏହି ଫଳରେ ଥିବା ତତ୍ତ୍ୱ ସଂକ୍ରମଣ ରୋଗ ଦାଉରୁ ରକ୍ଷା ଦେଇଥାଏ। ଜାଣନ୍ତୁ ସେ ଫଳ ସମ୍ପର୍କରେ, ଯାହାକୁ ସଂକ୍ରମଣରୁ ରକ୍ଷା ପାଇଁ ଖାଇବା ଜରୁରୀ ହୋଇଥାଏ।

ଜାମୁ: ଏହି କୋଳି ସମସ୍ତେ ଖାଇବା ଉଚିତ। ମଧୁମେହ ରୋଗୀଙ୍କ ପାଇଁ ଏହା ଏକ ମହୌଷଧି। ଏଥିରେ ଆଇରନ, ପୋଟାସିୟମ ଓ ଭିଟାମିନ ରହିଛି। ଏହା ସଂକ୍ରମଣରୁ ମୁକ୍ତି ଦେଇଥାଏ।

ନାସ୍ପାତି: ଏହି ଫଳ ଖାଇବା ଅଧିକ ଲାଭଦାୟକ ହୋଇଥାଏ। ଏଥିରେ ଭରପୂର ମାତ୍ରାରେ ଭିଟାମିନ ସି ମିଳିଥାଏ। ଅନେକ ସଂକ୍ରମଣରୁ ରକ୍ଷା ଦେଇଥାଏ।

ପିଚ: ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ତତ୍ତ୍ୱ ସଂକ୍ରମଣରୁ ରକ୍ଷା କରେ।

ଡାଳିମ୍ବ: ଏହାର ଜୁସ ଅଧିକ ଫଳପ୍ରଦ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣକାରୀ ତୁଳସୀ

ତୁଳସୀ ଚଉରା ପ୍ରତ୍ୟେକଙ୍କର ଘର ଅଗଣାରେ ରହିଥାଏ। କାରଣ ଏହା ଘର ପରିବେଶକୁ ପବିତ୍ର କରିବା ସହ ଗୃହରେ ସକାରାତ୍ମକ ଉର୍ଜ୍ଜା ଉତ୍ପନ୍ନ କରାଇଥାଏ। କୌଣସି...

ପୃଥିବୀରେ ଏହି ୩ଟି ଜିନିଷ ସବୁଠୁ ମୂଲ୍ୟବାନ: ପାଖରେ ଥିଲେ ଶତ୍ରୁକୁ କରିପାରିବେ ଜୟ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରର ଏକ ଶ୍ଳୋକରେ ପୃଥିବୀର ତିନୋଟି ମୂଲ୍ୟବାନ ରତ୍ନ ବିଷୟରେ କହିଛନ୍ତି। ସେ କହିଛନ୍ତି ଯେ, ହୀରା, ମୋତି, ଜମି ଏବଂ...

ବିଷାକ୍ତ ଷ୍ଟାଇରିନ୍‌ ଗ୍ୟାସ୍‌

ଚଳିତମାସ ୭ ତାରିଖ ରାତିରେ ବିଶାଖାପାଟଣାର ଏକ ରାସାୟନିକ କାରଖାନାରୁ ଷ୍ଟାଇରିନ୍‌ ଗ୍ୟାସ୍‌ ଲିକ୍‌ ହୋଇ ୧୧ ଜଣ ମୃତ୍ୟୁବରଣ କରିଛନ୍ତି ଏବଂ ପ୍ରାୟ ଏକ...

ଶୀଘ୍ର ବିଛଣା ଛାଡ଼ିଲେ ଦୂର ହୁଏ ଏସବୁ ସମସ୍ୟା

ଆଜିକାଲି ଦୈନନ୍ଦିନ ଜୀବନଶୈଳୀ ବଦଳିଗଲାଣି। ଏଇ ଯେମିତି କିଛି ଲୋକଙ୍କର ବିଳମ୍ବରେ ଶୋଇବା, ବିଳମ୍ବରେ ଉଠିବା ଅଭ୍ୟାସରେ ପରିଣତ ହୋଇଗଲାଣି । କିନ୍ତୁ ବିଳମ୍ବରେ ଉଠିଲେ...

ମେଦ ବୃଦ୍ଧି କରେ ମୃଦୁ ପାନୀୟ

ବର୍ତ୍ତମାନ ପରିସ୍ଥିତିରେ ମେଦବହୁଳତା ପ୍ରାୟ ଅନେକଙ୍କର ଚିନ୍ତାର କାରଣ ସାଜିଛି। ସାଧାରଣତଃ ଆବଶ୍ୟକତାଠାରୁ ଅଧିକ ଖାଇବା ଏବଂ କୌଣସି କାମ ନ କରି ବସି ରହିବା...

ଏହି ୪ ରାଶିର ଲୋକ ହୋଇଥାନ୍ତି ଅଦ୍ଭୁତ ଶକ୍ତିର ମାଲିକ; ଜାଣନ୍ତୁ କେତେ ଭାଗ୍ୟଶାଳୀ ଆପଣ

ମନୁଷ୍ୟ ଜୀବନରେ ରାଶିର ମହତ୍ତ୍ୱ ଅଧିକ। ରାଶି ଅନୁଯାୟୀ ବ୍ୟକ୍ତିର ସ୍ବଭାବ ଏବଂ ଆଚରଣ ହୋଇଥାଏ। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ୧୨ ରାଶିରୁ ୪ ରାଶି...

ବୁନା ପନିର୍‌

ହୋଟେଲ ହେଉ ଅବା ରେସ୍ତୋରାଁ ଯେଉଁଠି ସୁସ୍ବାଦୁ ଖାଦ୍ୟ ମିଳେ ସେଇଠି ପର୍ଯ୍ୟଟକଙ୍କ ଗହଳି ଲାଗେ। ତେଣୁ ପର୍ଯ୍ୟଟକଙ୍କୁ ଦୃଷ୍ଟିରେ ରଖି ପୁରୀର ବିଭିନ୍ନ ହୋଟେଲ...

ସଫଳ ଦାମ୍ପତ୍ୟ ଜୀବନ ପାଇଁ ଚାଣକ୍ୟ କହିଛନ୍ତି ଏପରି

ଆଚାର୍ଯ୍ୟ ଚାଣକ୍ୟ ଧନ, ପ୍ରଗତି ଏବଂ ବୈବାହିକ ଜୀବନ ସମେତ ସମସ୍ତ ଦିଗ ଉପରେ ଗଭୀର ଅଧ୍ୟୟନ କରିଛନ୍ତି। ତାହା ସହ ଜଡିତ ସମସ୍ୟାର ସମାଧାନ...

Advertisement
Archives

Model This Week