ସଂକ୍ରମଣରୁ ମୁକ୍ତି ଦିଏ ଏସବୁ ଫଳ

ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବା ପାଇଁ ଏଣୁତେଣୁ ଖାଇବା ଉଚିତ ହୋଇ ନ ଥାଏ। ଏହା ସହ ଦୈନିକ କିଛି ଫଳ ଖାଇବା ନିହାତି ଜରୁରୀ। କାରଣ ଏହି ଫଳରେ ଥିବା ତତ୍ତ୍ୱ ସଂକ୍ରମଣ ରୋଗ ଦାଉରୁ ରକ୍ଷା ଦେଇଥାଏ। ଜାଣନ୍ତୁ ସେ ଫଳ ସମ୍ପର୍କରେ, ଯାହାକୁ ସଂକ୍ରମଣରୁ ରକ୍ଷା ପାଇଁ ଖାଇବା ଜରୁରୀ ହୋଇଥାଏ।

ଜାମୁ: ଏହି କୋଳି ସମସ୍ତେ ଖାଇବା ଉଚିତ। ମଧୁମେହ ରୋଗୀଙ୍କ ପାଇଁ ଏହା ଏକ ମହୌଷଧି। ଏଥିରେ ଆଇରନ, ପୋଟାସିୟମ ଓ ଭିଟାମିନ ରହିଛି। ଏହା ସଂକ୍ରମଣରୁ ମୁକ୍ତି ଦେଇଥାଏ।

ନାସ୍ପାତି: ଏହି ଫଳ ଖାଇବା ଅଧିକ ଲାଭଦାୟକ ହୋଇଥାଏ। ଏଥିରେ ଭରପୂର ମାତ୍ରାରେ ଭିଟାମିନ ସି ମିଳିଥାଏ। ଅନେକ ସଂକ୍ରମଣରୁ ରକ୍ଷା ଦେଇଥାଏ।

ପିଚ: ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ତତ୍ତ୍ୱ ସଂକ୍ରମଣରୁ ରକ୍ଷା କରେ।

ଡାଳିମ୍ବ: ଏହାର ଜୁସ ଅଧିକ ଫଳପ୍ରଦ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଅସରପା ହେଉଛନ୍ତି କି… ଆପଣାନ୍ତୁ ଏହି ଘରୋଇ ଉପଚାର

ଘର ଅପରିଷ୍କାର ରହିଲେ ଅସରପା ହେବାର ସମ୍ଭାବନା ଥାଏ। ବର୍ଷା ଏବଂ ଶୀତଦିନେ ଏମାନଙ୍କର ସଂଖ୍ୟା ବଢ଼ିଯାଏ। ଅସରପା ଖାଦ୍ୟ ପଦାର୍ଥରେ ବସିବାଠାରୁ ଆରମ୍ଭ କରି...

ଘିକୁଆଁରୀ ଏହି ଲୋକଙ୍କ ପାଇଁ ଲାଭଦାୟକ ନୁହେଁ

ଘିକୁଆଁରୀ ଖାଇବା ଲାଭଦାୟକକ ହୋଇଥାଏ ବୋଲି ଶୁଣିଥିବେ। ଏଥିରେ ଥିବା ଆଣ୍ଟି ଇନ୍‌ଫ୍ଲାମାଟୋରି ଗୁଣ, ଯାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏହାସହିତ ଏଥିରେ ଆଣ୍ଟି...

ଫ୍ୟୁଜନ୍‌ ଫ୍ୟାଶନ

ବିଭିନ୍ନ ଓ୍ବେଷ୍ଟର୍ନ ସହିତ ଇଣ୍ଡିଆନ୍‌ ପୋଷାକର ଫ୍ୟୁଜନ୍‌ ବର୍ତ୍ତମାନ ପାଲଟିଛି ଲାଟେଷ୍ଟ ଟ୍ରେଣ୍ଡ। ଆଉ ଏହି ଫ୍ୟାଶନକୁ ନେଇ ଏକ୍ସପେରିମେଣ୍ଟ କରିବାରେ ସବୁଠୁ ଆଗରେ ଅଛନ୍ତି ...

ବ୍ରେନ୍‌ ବୁଷ୍ଟର୍ସ

ସୁସ୍ଥ ରହିବା ପାଇଁ ପ୍ରୋଟିନ୍‌ ଯୁକ୍ତ ଖାଦ୍ୟ ଖାଇବା ଜରୁରୀ। ଏହି ଖାଦ୍ୟ ବ୍ୟକ୍ତିଙ୍କୁ ନୀରୋଗ ରଖିବା ସହ ଉଭୟ ମାନସିକ ଓ ଶାରୀରିକ ସ୍ତରରେ...

କେଶରୁ ଜାଣିହେବ ସ୍କିଜୋଫ୍ରେନିଆ ଲକ୍ଷଣ

ସ୍କିଜୋଫ୍ରେନିଆ ହେଉଛି ଏକ ମସ୍ତିଷ୍କଜନିତ ରୋଗ। ଏପରି ରୋଗ ଦ୍ୱାରା ଆକ୍ରାନ୍ତ ହେଲେ ସ୍ମରଣଶକ୍ତି ପ୍ରଭାବିତ ହୋଇଥାଏ। ମସ୍ତିଷ୍କରୁ ହାଇଡ୍ରୋଜେନ ସଲ୍‌ଫାଇଡ୍‌ ଅଧିକ କ୍ଷରଣ ହେଲେ...

ମେହେନ୍ଦିରେ ମିଶାଇ ଲଗାନ୍ତୁ ଏହି ଜିନିଷ: ଧଳା କେଶ ହେବ କଳା

ବର୍ତ୍ତମାନ ସମୟରେ କେଶ ପାଚିବା ଅଥବା ଧଳା ହେବା ଏକ ସାଧାରଣ କଥାରେ ପରିଗଣିତ ହେଲାଣି। ଏଥିରେ ପିଲାମାନଙ୍କ କ୍ଷେତ୍ରରେ ମଧ୍ୟ ଏଭଳି ସମସ୍ୟା ଦେଖାଯାଉଛି।...

ତୁଳସୀ ବି ହୋଇପାରେ କ୍ଷତିକାରକ

କରୋନା ସଂକ୍ରମଣ ସମୟରେ ତୁଳସୀ ବ୍ୟବହାର କରିବାକୁ ଆୟୁର୍ବେଦ ବିଶେଷଜ୍ଞମାନେ କହୁଛନ୍ତି। ହେଲେ ଏହି ତୁଳସୀକୁ ଯଦି ଠିକ୍‌ ଭାବେ ବ୍ୟବହାର କରା ନ ଯାଏ...

ବର୍ଷାରେ ଗର୍ଭବତୀଙ୍କ ଯତ୍ନ

ବର୍ଷାଦିନେ ଗର୍ଭବତୀଙ୍କୁ ନିଜ ସହିତ ଗର୍ଭସ୍ଥ ଶିଶୁର ସ୍ବାସ୍ଥ୍ୟରକ୍ଷା ନିମନ୍ତେ କେତେକ ଦିଗ ପ୍ରତି ସଚେତନ ରହିବା ଆବଶ୍ୟକ। ଜାଣି ରଖନ୍ତୁ ସେ ସମ୍ପର୍କରେ… ବର୍ଷାରେ...

Advertisement
Archives

Model This Week