Posted inଖେଳ

ବିବିସି ସ୍ପୋଟର୍‌ସ ଆଓ୍ବାର୍ଡ ଦୌଡ଼ରେ ରହିଛନ୍ତି ଭାରତର ଏହି ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨ା୨: ବିବିସି ଇଣ୍ଡିଆନ ସ୍ପୋଟର୍‌ସ ଓମ୍ୟାନ ଅଫ୍‌ ଦି ଇୟର ପୁରସ୍କାର ୨୦୨୫ ପାଇଁ ଦୌଡ଼ରେ ଯେଉଁ ଖେଳାଳିମାନେ ଅଛନ୍ତି, ସେମାନଙ୍କ ମଧ୍ୟରେ ଭାରତର ଐତିହାସିକ ୨୦୨୫ ମହିଳା ବିଶ୍ୱକପ୍‌ ସଫଳତା ପଛରେ ବିଶେଷ ଭୂମିକା ଥିବା ଅଧିନାୟକ ହରମନପ୍ରୀତ୍‌ କୌର ଓ ତାଙ୍କ ଡେପୁଟି ସ୍ମୃତି ମନ୍ଧାନା ଏବଂ ଦିବ୍ୟା ଦେଶମୁଖ ଅନ୍ୟତମ।

ଅନ୍ୟ ଦୁଇ ଖେଳାଳି ପିସ୍ତଲ ଶୁଟିଂ ସେନ୍‌ସେସନ ସୁରୁଚି ସିଂ ଓ ଟ୍ରାକ୍‌ ଆଣ୍ଡ୍‌ ଫିଲ୍ଡ ଆଥ୍‌ଲେଟ ଜ୍ୟୋତି ୟାରାଜୀଙ୍କ ନାମ ମଧ୍ୟ ଏହ ସମ୍ମାନଜନକ ବାର୍ଷିକ ପୁରସ୍କାର ପାଇଁ ସୁପାରିସ ହୋଇଛି। ସ୍ପୋଟର୍‌ସ ଏଡିଟର, ରାଇଟର୍ସ ଓ ସ୍ପେଶାଲିଷ୍ଟଙ୍କୁ ନେଇ ବିଚାରକ ମଣ୍ଡଳୀ ଗତବର୍ଷର ପ୍ରଦର୍ଶନକୁ ମୂଲ୍ୟାୟନ କରି ଏହି ଆଥ୍‌ଲେଟମାନଙ୍କ ନାମ ସୁପାରିସ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ଆଧାର କାର୍ଡ ଅପଡେଡ୍‌ କରି ରାଶନ କାର୍ଡ ପ୍ରଦାନ କଲାପରେ ପଶିଲା ଚିନ୍ତା, ମେଳିକଲା…

ପଟ୍ଟାଙ୍ଗି,୨।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଏକାଠିକରି ବୈଠକ ମାଧ୍ୟମରେ…

କଲମ୍ବୋ ଯାତ୍ରା ପୂର୍ବରୁ ପାକିସ୍ତାନ ଅଧିନାୟକଙ୍କ ବଡ଼ ବୟାନ: ନିଷ୍ପତ୍ତି ଯାହା…

କରାଚୀ,୨ା୨- ସରକାର ଏବଂ କ୍ରିକେଟ ବୋର୍ଡ ଯାହା ନିଷ୍ପତ୍ତି ନେବ, ଆମେ ତାହା ପାଳନ କରିବୁ। ପାକିସ୍ତାନ ଦଳର ଅଧିନାୟକ ସଲମାନ ଅଲୀ ଆଘା ସୋମବାର ଦଳର…

ମିଳିତ ଜନ ଅଭିଯୋଗ ଶୁଣାଣି : ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ଆଦିତ୍ୟ…

ପଇଡ଼ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ବାଲିଗୁଡା,୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ବାରଖମା ଆଉଟ ପୋଷ୍ଟ ନିକଟରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏକ ପଇଡ଼ ବୋଝେଇ ଟ୍ରକ୍‌ରୁ…

କାମସାରି ଘରକୁ ଫେରୁଥିଲେ ଶ୍ରମିକ, ରାସ୍ତାରେ ଗଲା ଜୀବନ 

କେସିଙ୍ଗା,୨।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ପେଟ୍ରୋଲ ପମ୍ପ  ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ…

‘ଚାଷୀଙ୍କ ପ୍ରତି ଉପହାସ ଚଳିବ ନାହିଁ’, ସରକାରଙ୍କୁ ଧୋଇଲେ ବିଜେଡି ବିଧାୟକ, କହିଲେ…

ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ଚଳିତ ଖରିଫ ଋ଼ତୁ ୨୦୨୫-୨୬ରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ଫେଲ୍‌ ମାରିଥିବାରୁ ଜିଲାରେ ଚାଷୀ ଭାଇମାନେ ଧାନ ବିକିବା ପାଇଁ…

ମୁକୁଳା ଡ୍ରେନ୍‌ କବଳରେ ଶିଶୁ: ବାରମ୍ବାର ପଡ଼ିଲା ପରେ ବି…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡନଂ ପାଞ୍ଚ ତ୍ରିବେଣୀ ମଠ ଛକ ସାହିଠାରେ ଜଣେ ଶିଶୁ ଖେଳୁଥିବା ବେଳେ ହଟାତ ମୁକୁଳା ଡ୍ରେନରେ ପଡି…

ରେଷ୍ଟୁରାଣ୍ଟରେ ବିକୁଥିଲେ ମଦ: ଧରାପଡ଼ିଲେ ୩ ମାଲିକ

ଭୁବନେଶ୍ୱର,୨।୨: ଅବକାରୀ ବିଭାଗ ପକ୍ଷରୁ ସୋମବାର ରାଜଧାନୀରେ ବଡ଼ ଧରଣର ଚଢାଉ କରାଯାଇଛି। ବେଆଇନ ମଦ କାରବାର ଅଭିଯୋଗରେ ଅବକାରୀ ବିଭାଗ ସୋମବାର ୩ଜଣ ରେଷ୍ଟୁରାଣ୍ଟ ମାଲିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri