ଏମାନଙ୍କୁ ମିଳିବ ୧୦ ହଜାର ଟଙ୍କା: ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧।୧୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ଟଙ୍କା ମିଳିବ। ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା।

‘ସୁଭଦ୍ରା’ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଲାଗି ନଭେମ୍ବର ୧ ଶନିବାରଠାରୁ ପୋର୍ଟାଲ ଖୋଲିବ। ଏହି ପୋର୍ଟାଲ ମାଧ୍ୟମରେ ୨୦ ବର୍ଷ ପୂରି ୨୧ ଚାଲୁଥିବା ଯୁବତୀମାନେ ସୁଭଦ୍ରା ସହାୟତା ପାଇଁ ଆବେଦନ କରିପାରିବେ। ଏଥିସହ ଯେଉଁମାନେ ପୂର୍ବରୁ ଆବେଦନ କରିପାରି ନାହାନ୍ତି, ସେମାନେ ମଧ୍ୟ ସୁଯୋଗ ପାଇବେ। ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବା ନୂଆପଡ଼ା ଜିଲାକୁ ଛାଡି ଅନ୍ୟ ସମସ୍ତ ଅଞ୍ଚଳର ମହିଳା ଆବେଦନ କରିପାରିବେ।

 

Dharitri – Odisha’s No.1, Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ବିଶ୍ୱ ସାରାରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ

ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ…

ଯୁଦ୍ଧ ଭିତରେ ଖସିଲା ସୁନାଦର; ଦେଢଲକ୍ଷରୁ ତଳକୁ ଖସିଲା ଭରିଏ ସୁନାର ମୂଲ୍ୟ!

ନୂଆଦିଲ୍‌ଲୀ,୨୦।୩: ଖସିଲା ସୁନା, ରୁପା ଦର । ସପ୍ତାହକ ମଧ୍ୟରେ ୨୦ ହଜାର ଟଙ୍କା ଖସିଲାଣି ସୁନା ଦର । ଦେଢ଼ ଲକ୍ଷରୁ ତଳକୁ ଖସିଲା ଭରିଏ…

ବଢିଲା ଭାରତ-ଚାଇନା ସମେତ ଅନେକ ଦେଶର ଟେନସନ, ୫ ବର୍ଷ ପର୍ଯ୍ୟନ୍ତ ଗ୍ୟାସ ସପ୍ଲାଇ ଉପରେ ପଡ଼ିବ ପ୍ରଭାବ

ଦୋହା/ନୂଆଦିଲ୍ଲୀ,୨୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ କେବଳ ଇସ୍ରାଏଲ ଏବଂ ଆମେରିକା ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରୁନାହିଁ ବରଂ ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟ ଟାର୍ଗେଟ କରୁଛି।…

ଆଫଗାନିସ୍ତାନକୁ ଯୁଦ୍ଧରେ ସାହାଯ୍ୟ କରୁଛି ଭାରତ! ପାକିସ୍ତାନ ଆଣିଲା ସାଂଘାତିକ ଅଭିଯୋଗ…

ନୂଆଦିଲ୍‌ଲୀ,୨୦।୩: ଆଫଗାନିସ୍ତାନରେ ତାଲିବାନର ସର୍ୱୋଚ୍ଚ ନେତା ହିବାତୁଆଲ୍ଲାହ ଆଖୁନ୍ଦଜାଦା ପାକିସ୍ତାନ ସମ୍ପର୍କରେ ଏକ ଅତ୍ୟନ୍ତ କଠୋର ଏବଂ ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି। ଇଦ-ଉଲ-ଫିତର ଅବସରରେ କାନ୍ଦାହାରର ଇଦଗାହରେ…

ପ୍ରସ୍ତାବିତ ମେଗା ଷ୍ଟିଲ୍‌ପ୍ଲାଣ୍ଟ ପାଇଁ ଗ୍ରାମସଭା ଚାଲିଥିବାବେଳେ ଧସ୍ତାଧସ୍ତି, ଏକର ପିଛା ଏତିକି କୋଟି ଦାବି କରି…

ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌ ପ୍ରତିଷ୍ଠା ପାଇଁ ଶୁକ୍ରବାର ଚେମଣା ପଞ୍ଚାୟତ ଧନୁର୍ଜୟପୁର ଗ୍ରାମ ସ୍କୁଲ ପଡ଼ିଆରେ…

ବିଶ୍ୱର ସବଠୁ ଖୁସି ଦେଶ କିଏ ଜାଣନ୍ତି: ଏହି ସ୍ଥାନରେ ଅଛି ଭାରତ

ଲଣ୍ଡନ,୨୦ା୩:ଫିନ୍‌ଲାଣ୍ଡ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ଭାବେ ନିଜର ମାନ୍ୟତା ବଜାୟ ରଖିଛି। କ୍ରମାଗତ ଭାବେ ୯ମ ଥର ପାଇଁ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ସୂଚୀ…

ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ….

ଭୁବନେଶ୍ବର,୨୦।୩: ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁର ପ୍ରକୋପ ଏତେ ମାତ୍ରାରେ ରହିଛି ଯେ, ଚାରିଆଡ଼େ ଧୂଆଁମୟ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri