ଏକୁଟିଆ ରହୁଥିବା ଲୋକଙ୍କଠାରେ ଦେଖାଯାଏ ଏହିସବୁ ଗୁଣ

ବଦଳୁଥିବା ଜୀବନଶୈଳୀ ଲାଗି ଲୋକଙ୍କ ମଧ୍ୟରେ ପରିବର୍ତ୍ତନ ଦେଖାଯିବା ସ୍ବାଭାବିକ। ତେବେ ଏହି ପରିବର୍ତ୍ତନ ପାଇଁ ଜଣେ ଅନ୍ୟଜଣଙ୍କଠାରୁ ଭିନ୍ନ ହୋଇଥାନ୍ତି। କାହାକୁ ପରିବାର ସହିତ ମିଶିି ରହିବାକୁ ପସନ୍ଦ ଥିବା ବେଳେ କାହାକୁ ଏକୁଟିଆ ରହିବା ପସନ୍ଦ ହୋଇଥାଏ। ତେବେ ଏକୁଟିଆ ରହୁଥିବା ଲୋକଙ୍କ ପାଖରେ ଅନେକ କିଛି ଭଲଗୁଣ ଦେଖିବାକୁ ମିଳିଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ଯେଉଁ ଲୋକ ଏକୁଟିଆ ରହିଥାନ୍ତି ସେମାନେ ନିଜକୁ ନିଜର ସବୁକିଛି ମନେ କରିଥାନ୍ତି। ତେଣୁ ସେମାନଙ୍କୁ କାହାର ଆବଶ୍ୟକତା ଦରକାର ପଡି ନ ଥାଏ।

ଏକୁଟିଆ ଲୋକ କାହା ଉପରେ ନିର୍ଭର କରି ନ ଥାନ୍ତି ବା ତାଙ୍କୁ ନିର୍ଭର କରିବା ପସନ୍ଦ ହୋଇ ନ ଥାଏ।

ଏମାନେ ସାଧୁତାର ସହ ସବୁ କାର୍ଯ୍ୟ ସମ୍ପନ୍ନ କରିବା ସହ ଭଲଭାବେ ଦାୟିତ୍ୱ ତୁଲାଇଥାନ୍ତି।

ତେବେ ଯେଉଁମାନେ ଏକୁଟିଆ ରହିବାକୁ ପସନ୍ଦ କରିଥାନ୍ତି ସେମାନେ ଖୋଲା ବିଚାରଧାରାକୁ ପସନ୍ଦ କରିଥାନ୍ତି। କୌଣସି ସମୟରେ ସେମାନେ ତାଙ୍କ ନୈତିକ ମୂଲ୍ୟବୋଧକୁ ହରାଇବାକୁ ଦେଇ ନ ଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନିଦ୍ରା ଅନ୍ତରାଳେ…

ପ୍ରତିଦିନ ଆମେ ଯଦି ଆବଶ୍ୟକ ମୁତାବକ ନ ଶୋଇବା ତେବେ ନିଦ୍ରାଜନିତ ସମସ୍ୟାର ସମ୍ମୁଖୀନ ହେବା। କେବଳ ସେତିକି ନୁହେଁ ଏହା ପରୋକ୍ଷରେ କେତେକ ରୋଗକୁ...

ସ୍ତନ କର୍କଟ: ନିରାକରଣର ଉପାୟ

ଅକ୍ଟୋବର ମାସକୁ ସ୍ତନ କର୍କଟ ସଚେତନତା ମାସଭାବେ ପାଳନ କରାଯାଏ। ସାରା ବିଶ୍ୱରେ ମହିଳାଙ୍କ କ୍ଷେତ୍ରରେ ଏହି ରୋଗ ଭୟଙ୍କର ରୂପ ଧାରଣ କରୁଛି। ଭାରତରେ...

ବରିଷ୍ଠାସନ

ବରିଷ୍ଠାସନ କରିବା ଫଳରେ ପେଟର ଚର୍ବି କମ୍‌ ହେବା ସହିତ ହାତ, ଗୋଡ଼ର ଚର୍ବି କମ୍‌ ହୁଏ ଓ ମସଲ୍ସ ଷ୍ଟ୍ରଙ୍ଗ୍‌ ହୋଇଥାଏ। – ଏହି...

ଫୁସ୍‌ଫୁସ୍‌ର କାର୍ଯ୍ୟକୁ ସ୍ବାଭାବିକ କରେ ଏହି ପାଣି…

ସକାଳେ ଗୁଡ଼ପାଣି ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଏହାକୁ ପିଇଲେ ଫୁସ୍‌ଫୁସ୍‌ର କାର୍ଯ୍ୟ ସ୍ବାଭାବିକ ହୋଇଥାଏ। ବାୟୁ ପ୍ରଦୂଷଣରେ ଏହା ଶରୀର ପାଇଁ ଏକ ସୁରକ୍ଷା...

ଦୂରହେବ ଅସରପା ସମସ୍ୟା

ଘରେ ଅସରପା ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ତେବେ ଏହାକୁ ନେଇ ବ୍ୟସ୍ତ ହେବା ପରିବର୍ତ୍ତେ କେତୋଟି ଛୋଟ ଉପାୟରେ ଆପଣଙ୍କ ଘରୁ ଏହାକୁ ଦୂରେଇ...

ବିମାନ ଯାତ୍ରା ସମୟରେ ଏସବୁ ଖାଦ୍ୟପଦାର୍ଥ ପ୍ରତି ରହିଛି ପ୍ରତିବନ୍ଧକ

ସାଧାରଣତଃ ଲୋକେ ବସ୍‌, ଟ୍ରେନ୍‌ କିମ୍ବା ବିମାନରେ ଯାତ୍ରା କରିବା ସମୟରେ ସାଙ୍ଗରେ କିଛି ଖାଦ୍ୟପଦାର୍ଥ ନେଇଥାନ୍ତି। କାରଣ ଯାତ୍ରା ଯେପରି ବୋରିଂ ନ ହେବ।...

ସ୍ତନ୍ୟପାନ କରାଉଥିଲେ ଧୂମପାନ ହାନିକାରକ

ଧୂମପାନ କରିବା ଏବଂ ଏହା ସଂସ୍ପର୍ଶରେ ରହିବା ଉଭୟ ସ୍ବାସ୍ଥ୍ୟ ପାଇଁ ହାନିକାରକ। ଏହା ସବୁଠୁ ଅଧିକ ମହିଳାଙ୍କ ପାଇଁ କ୍ଷତିକାରକ ହୋଇଥାଏ, ଯେଉଁମାନେ ନବଜାତକଙ୍କୁ...

ରିଲ୍ସ ମାନିଆ

ବର୍ତ୍ତମାନ ବିଭିନ୍ନ ସୋସିଆଲ୍‌ ମିଡିଆରେ ଟ୍ରେଣ୍ଡ କରୁଛି ରିଲ୍ସ; ଯାହାକି ନା କେବଳ ସଭିଙ୍କୁ ଯୋଗାଉଛି ଭରପୂର ମନୋରଞ୍ଜନର ଖୋରାକ ବରଂ ଅଭିନୟ ପ୍ରତି ରୁଚି...

Advertisement
Archives

Model This Week