ଏକୁଟିଆ ରହୁଥିବା ଲୋକଙ୍କଠାରେ ଦେଖାଯାଏ ଏହିସବୁ ଗୁଣ

ବଦଳୁଥିବା ଜୀବନଶୈଳୀ ଲାଗି ଲୋକଙ୍କ ମଧ୍ୟରେ ପରିବର୍ତ୍ତନ ଦେଖାଯିବା ସ୍ବାଭାବିକ। ତେବେ ଏହି ପରିବର୍ତ୍ତନ ପାଇଁ ଜଣେ ଅନ୍ୟଜଣଙ୍କଠାରୁ ଭିନ୍ନ ହୋଇଥାନ୍ତି। କାହାକୁ ପରିବାର ସହିତ ମିଶିି ରହିବାକୁ ପସନ୍ଦ ଥିବା ବେଳେ କାହାକୁ ଏକୁଟିଆ ରହିବା ପସନ୍ଦ ହୋଇଥାଏ। ତେବେ ଏକୁଟିଆ ରହୁଥିବା ଲୋକଙ୍କ ପାଖରେ ଅନେକ କିଛି ଭଲଗୁଣ ଦେଖିବାକୁ ମିଳିଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ଯେଉଁ ଲୋକ ଏକୁଟିଆ ରହିଥାନ୍ତି ସେମାନେ ନିଜକୁ ନିଜର ସବୁକିଛି ମନେ କରିଥାନ୍ତି। ତେଣୁ ସେମାନଙ୍କୁ କାହାର ଆବଶ୍ୟକତା ଦରକାର ପଡି ନ ଥାଏ।

ଏକୁଟିଆ ଲୋକ କାହା ଉପରେ ନିର୍ଭର କରି ନ ଥାନ୍ତି ବା ତାଙ୍କୁ ନିର୍ଭର କରିବା ପସନ୍ଦ ହୋଇ ନ ଥାଏ।

ଏମାନେ ସାଧୁତାର ସହ ସବୁ କାର୍ଯ୍ୟ ସମ୍ପନ୍ନ କରିବା ସହ ଭଲଭାବେ ଦାୟିତ୍ୱ ତୁଲାଇଥାନ୍ତି।

ତେବେ ଯେଉଁମାନେ ଏକୁଟିଆ ରହିବାକୁ ପସନ୍ଦ କରିଥାନ୍ତି ସେମାନେ ଖୋଲା ବିଚାରଧାରାକୁ ପସନ୍ଦ କରିଥାନ୍ତି। କୌଣସି ସମୟରେ ସେମାନେ ତାଙ୍କ ନୈତିକ ମୂଲ୍ୟବୋଧକୁ ହରାଇବାକୁ ଦେଇ ନ ଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଟ ଆଟାକ୍‌ ଆଶଙ୍କା ଦୂର କରେ ଏହି ପାଣି…

ପ୍ରତିଦିନ ସକାଳେ ଅଭ୍ୟାସ କରି ଅଧଗ୍ଲାସେ ହଳଦୀ ପାଣି ପିଇଲେ ଅନେକ ଉପକାର ମିଳିଥାଏ। ଫାଳେ ଲେମ୍ବୁ, ଗୋଟେ ଚାମଚର ଏକ ଚତୁର୍ଥାଂଶ ହଳଦୀ, ଗୋଟେ...

ଏସବୁ ସମସ୍ୟା ଦୂର କରେ ସର୍ବାଙ୍ଗାସନ

ଯୋଗ ସ୍ବାସ୍ଥ୍ୟ ପାଇଁ ସବୁଠୁ ମହତ୍ତ୍ୱପୂର୍ଣ୍ଣ। କାରଣ ଏହାଦ୍ୱାରା ଇମିନ୍ୟୁ ସିଷ୍ଟମ ମଜଭୁତ ହେବା ସହ ଯେକୌଣସି ବ୍ୟାକ୍ଟେରିଆଲ ଇନ୍‌ଫେକ୍ସନ ଦୂର ହୁଏ। ବିଶେଷକରି ଶୀତଦିନରେ...

ଜିମ୍‌ ଯିବା ପୂର୍ବରୁ ପିଉଛନ୍ତି କି ଏହି ୫ ପାନୀୟ

ବର୍ତ୍ତମାନ ସମୟରେ ଯୁବପିଢ଼ି ଫିଟ ରହିବା ପାଇଁ ଜିମ୍‌ ଯାଉଛନ୍ତି। ଏ ନେଇ ସେମାନେ ଖାଦ୍ୟପେୟ ଉପରେ ଅଧିକ ଧ୍ୟାନ ଦେଉଛନ୍ତି। ଜିମ୍‌ ଯିବା ପୂର୍ବରୁ...

ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ଆଲୁମିନିୟମ ଫୋଏଲ୍‌

ଆଜିକାଲି ଖାଦ୍ୟପଦାର୍ଥକୁ ପ୍ୟାକ୍‌ କରିବା ପାଇଁ ଆଲୁମିନିୟମ ଫୋଏଲ୍‌ ବ୍ୟବହାର କରାଯାଉଛି। କିନ୍ତୁ ଏହା ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି ସତର୍କ କରାଇ ଦେଇଛନ୍ତି ୟୁନିଭର୍ସିଟି...

ହୃଦ୍‌ଘାତ ଆଶଙ୍କା କମାଏ ଭିଟାମିନ୍‌ ‘ସି’

ଆମେ ସମ୍ମୁଖୀନ ହେଉଥିବା ଜଟିଳ ସ୍ବାସ୍ଥ୍ୟ ସମସ୍ୟାଗୁଡିକ ମଧ୍ୟରୁ ହୃଦ୍‌ଘାତ ଅନ୍ୟତମ। ଅବଶ୍ୟ ଆଜିକାଲି ଏହାର ଉପଚାର ସମ୍ଭବ ହେଲାଣି। ହେଲେ ଯଦି ପରିସ୍ଥିତି ଜଟିଳ...

କିଡ୍‌ନୀ ଖରାପ ହେଲେ ଦେଖାଦେଇଥାଏ ଏସବୁ ଲକ୍ଷଣ

କିଡ୍‌ନୀ ସୁସ୍ଥ ରଖିବାକୁ ହେଲେ ସାବଧାନ ହେବା ନିହାତି ଜରୁରୀ। ପ୍ରାରମ୍ଭିକ ସ୍ତରରେ କିଡ୍‌ନୀ ଖରାପ ହେଲେ ଜଣାପଡ଼ି ନ ଥାଏ। ମାତ୍ର ଯେତେବେଳେ ଜଣାପଡ଼େ...

ଘରେ ଏହି ୫ ଜିନିଷ ରଖିବା ଅଶୁଭ: ଗୋଟିଏ ସ୍ଥାନରେ ଅଟକିଯିବ ଜୀବନ

ଘରେ ସୁଖ ଶାନ୍ତି ପାଇଁ ବାସ୍ତୁକୁ ଗୁରତ୍ୱପୂର୍ଣ୍ଣ ବିବେଚନା କରାଯାଇଛି। ବାସ୍ତୁଶାସ୍ତ୍ର ଅନୁଯାୟୀ ଯଦି ଘରେ ସବୁ ଜିନିଷ ଠିକ୍‌ ସ୍ଥାନରେ ରହେ ନକାରାତ୍ମକଶକ୍ତି ଦୂର...

କମ୍‌ ନିଦରେ ଶୋଉଥିବା ଶିଶୁଙ୍କୁ ହୋଇଥାଏ…

ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏକ ଗବେଷଣା କରି କହିଛନ୍ତି, ଶିଶୁମାନେ ରାତିରେ ଅତି କମ୍‌ରେ ୯ ଘଣ୍ଟା ଶୋଇବା ଉଚିତ୍‌। ଯେପର୍ଯ୍ୟନ୍ତ ୧୬ ବର୍ଷ ନ ହୋଇଛି...

Advertisement

BGU

Archives

Model This Week

Why Dharitri