୧୬ରୁ +୨ ପରୀକ୍ଷା, ପରୀକ୍ଷାର୍ଥୀଙ୍କ ପାଇଁ ଜାରି ହେଲା ଏହି ନିୟମାବଳୀ, ଜାଣିରଖନ୍ତୁ…

ଭୁବନେଶ୍ୱର,୧୫ା୨(ଅସମାପିକା ସାହୁ): ଆସନ୍ତାକାଲି ଅର୍ଥାତ୍‌ ଫେବୃଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଏହି ପରୀକ୍ଷା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। ଏନେଇ ପରୀକ୍ଷାର୍ଥୀଙ୍କ ପାଇଁ ନିୟମାବଳୀ ଜାରି ହୋଇଛି। ଛାତ୍ରୀଛାତ୍ର ଅଧଘଣ୍ଟା ପୂର୍ବରୁ କେନ୍ଦ୍ର ନିକଟରେ ପହଞ୍ଚିବେ, ୧୫ ମିନିଟ ପୂର୍ବରୁ ହଲ୍‌ରେ ପ୍ରବେଶ କରିବେ, ୧୦ ମିନିଟ୍‌ ପୂର୍ବରୁ ଖାତା ପାଇବେ, ୫ ମିନିଟ୍‌ ପୂର୍ବରୁ ପ୍ରଶ୍ନପତ୍ର ପାଇବେ, ଉତ୍ତରଖାତାର ସିରିୟଲ ନଂ ଏବଂ ପୃଷ୍ଠାସଂଖ୍ୟା ଭଲଭାବରେ ଦେଖିନେବେ ଏବଂ ତ୍ରୁଟି ଥିଲେ ତୁରନ୍ତ ଜଣାଇବେ, ପ୍ରଶ୍ନପତ୍ରରେ ପୃଷ୍ଠାସଂଖ୍ୟା କିମ୍ବା ଛପାଜନିତ ତ୍ରୁଟି ଥିଲେ ତୁରନ୍ତ ଜଣାଇବେ, ଅତିରିକ୍ତ ସିଟ୍‌ ଦିଆଯିବ ନାହିଁ, ପ୍ରଶ୍ନପତ୍ରରେ ରୋଲ୍‌ ନଂ ଛଡ଼ା ଦାଗ ବି ଲଗାଇବେ ନାହିଁ, ନଚେତ୍‌ ଏମ୍‌ପି ହୋଇଯିବେ, ଉତ୍ତର ଖାତାରେ ନିଜର ରୋଲ ନଂ, ରେଜିଷ୍ଟ୍ରେଶନ ନଂ ଠିକ୍‌ ଭାବରେ ଠିକ୍‌ ଜାଗାରେ ଲେଖିବେ, ପ୍ରଶ୍ନପତ୍ରର ସେଟ୍‌ କୋଡକୁ ନିର୍ଭୁଲ ଭାବରେ ଲେଖିବେ, ଉପସ୍ଥାନ ଖାତାରେ ନିଜର ରୋଲ୍‌ ନଂ ଦେଖି ଉପସ୍ଥାନ ଦେବେ, ପରୀକ୍ଷା ହଲକୁ କଳା ବଲ୍‌ ପେନ ଏବଂ ଆଡ୍‌ମିଟ୍‌ କାର୍ଡ ବ୍ୟତୀତ ଅନ୍ୟ ଜିନିଷ ବର୍ଜନୀୟ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ କେନ୍ଦ୍ର ସରକାର: ଡିଜେଲ ଉପରେ ୫ ଟଙ୍କା କମିଲା, ପେଟ୍ରୋଲରେ କେତେ? ଜାଣନ୍ତୁ ନୂଆ ହାର

ନୂଆଦିଲ୍ଲୀ,୧୭।୯: ସେପ୍ଟେମ୍ବର ୧୭ରେ ପେଟ୍ରୋଲିୟମ ଉତ୍ପାଦ ରପ୍ତାନି ଉପରେ ଲାଗୁଥିବା ୱିଣ୍ଡଫଲ ଟ୍ୟାକ୍ସରେ କେନ୍ଦ୍ର ସରକାର କଟକଣା କରିଛନ୍ତି। ପେଟ୍ରୋଲ, ଡିଜେଲ ଓ ଏଭିଏସନ ଟର୍ବାଇନ ଫ୍ୟୁଏଲ…

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ‘ନରେନ୍ଦ୍ର’ଙ୍କ ନେତୃତ୍ବରେ ହେଉଛି ନବଭାରତର ନିର୍ମାଣ

ଭୁବନେଶ୍ୱର,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶତ ଶତ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସୋସିଆଲ ମିଡିଆ…

ପ୍ରେମିକା ଘର ବାରଣ୍ଡାରେ ପ୍ରେମିକଙ୍କୁ ପିଟି ପିଟି ହତ୍ୟା, ପ୍ରମାଣ ନଷ୍ଟ ପାଇଁ ଜାଳିଦେଲେ ମୃତଦେହ

ଦେବଗଡ଼, ୧୭ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?