ଏହି ଛାତ୍ରୀଛାତ୍ରଙ୍କୁ ମିଳିବ କେଜିରୁ ପିଜି ମାଗଣା ଶିକ୍ଷା; ଜାରି ହେଲା ଯୋଗ୍ୟତା ସର୍ତ୍ତ

ଭୁବନେଶ୍ୱର,୧୪।୭: କେଜିରୁ ପିଜି ମାଗଣା ପାଠପଢ଼ା ପ୍ରସଙ୍ଗ ଉପରେ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଯୋଗ୍ୟତା ସର୍ତ୍ତ ଜାରି କରାଯାଇଛି। ସୂଚନାନୁସାରେ ଶ୍ରେଣୀଗୃହରେ ୭୫% ଉପସ୍ଥାନ ବାଧ୍ୟତାମୂଳକ ରହିଛି। ସର୍ବନିମ୍ନ ଉପସ୍ଥାନ ୬୫% ରୁ କମ୍‌ ହେଲେ ଏହି ସୁବିଧା ମିଳିବନି। ଏହା ସହ SAMSରେ ଯୋଗ୍ୟ ଶିକ୍ଷାନୁଷ୍ଠାନରେ ନାମ ଲେଖାଇବା ଆବଶ୍ୟକ। ଯୋଗ୍ୟତା ପୂରଣ କଲେ ହିଁ ଯୋଜନାର ଲାଭ ମିଳିବ ବୋଲି କୁହାଯାଇଛି।

ସେପଟେ ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ SOP ଘୋଷଣା କରିଛନ୍ତି । ମଙ୍ଗଳବାର ଏକ ପ୍ରେସମିଟ ଜରିଆରେ ସେ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ସରକାର ସ୍ବତନ୍ତ୍ର SOP ଜାରି କରିଛନ୍ତି। ଆର୍ଥିକ ଅନଗ୍ରସର ଯେପରି ଉଚ୍ଚଶିକ୍ଷାରୁ ବଞ୍ଚିତ ନ ହେବେ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି। ଗୁଣାତ୍ମକ ଶିକ୍ଷା ସମସ୍ତଙ୍କ ପାଖରେ ପହଞ୍ଚାଇବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ତେବେ କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାରେ ପ୍ରଫେସନାଲ କୋର୍ସକୁ ବାଦ୍‌ ଦିଆଯାଇଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ…

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି…

ବିପର୍ଯ୍ୟୟ ପରେ ଚାଇନା ଉପରେ ନେପାଳର ବଡ଼ ଅଭିଯୋଗ

କାଠମାଣ୍ଡୁ,୩୧।୮: ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଏବେ ବି 3,000 ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବନ୍ୟା ସମ୍ପର୍କିତ ତଥ୍ୟ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ

ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉନି କମ୍ପାନୀ, ଆନ୍ଦୋଳନ ପାଇଁ ସଜବାଜ ଯୁବ ଗୋଷ୍ଠୀ

ଗଞ୍ଜାମ,୩୧।୮,(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରେ ଅବସ୍ଥିତ ଗ୍ରାସୀମ କମ୍ପାନୀ ସ୍ଥାନୀୟ ଅଞ୍ଚଳ ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉ ନଥିବା ଅଭିଯୋଗ ହୋଇଛି। ରାଜ୍ୟ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri