ଚନ୍ଦ୍ରରେ ଆଣବିକ ରିଆକ୍ଟର ସ୍ଥାପନ କରିବେ ଏହି ଦୁଇ ଦେଶ

ମସ୍କୋ,୬ା୩: ଆସନ୍ତା ୧୦ ବର୍ଷ ମଧ୍ୟରେ ଚନ୍ଦ୍ରରେ ଆଣବିକ ରିଆକ୍ଟର ସ୍ଥାପନ ପାଇଁ ଦୁଇ ଦେଶ ଏକ ପ୍ରକଳ୍ପ ଉପରେ ବିଚାର କରୁଛନ୍ତି। ମହାକାଶ ଉଡ଼ାଣ ଏବଂ ଅନୁସନ୍ଧାନ ପାଇଁ ରୋସ୍‌କୋସ୍ମୋର ସିଇଓ ୟୁରୀ ବୋରିସୋଭ କହିଛନ୍ତି, ଏହି ମିଶନ ସ୍ବୟଂଚାଳିତ ଭାବରେ କରାଯିବ। ଏଥିପାଇଁ ଆବଶ୍ୟକ ବୈଷୟିକ ସମାଧାନ ପ୍ରାୟ ପ୍ରସ୍ତୁତ।

ରୁଷିଆର ବୋରିସୋଭ କହିଛନ୍ତି, ୨୦୨୪ରୁ ୨୦୩୫ ମଧ୍ୟରେ ଆମର ଚାଇନା ସହଯୋଗୀଙ୍କ ସହ ମିଳିତ ଭାବରେ ଚନ୍ଦ୍ରରେ ପହଞ୍ଚିବା ଏବଂ ସେଠାରେ ଏକ ଆଣବିକ ବିଦ୍ୟୁତ ଉତ୍ପାଦନ କେନ୍ଦ୍ର ସ୍ଥାପନ କରିବାକୁ ଆମେ ଏକ ପ୍ରକଳ୍ପ ବିଷୟରେ ଗମ୍ଭୀର ଭାବରେ ବିଚାର କରୁଛୁ। ଏହାପୂର୍ବରୁ ମାର୍ଚ୍ଚ ୨୦୨୧ରେ ରୋସ୍‌କୋସ୍ମୋ ଏବଂ ଚାଇନା ଜାତୀୟ ମହାକାଶ ପ୍ରଶାସନ ଅନ୍ତର୍ଜାତୀୟ ଚନ୍ଦ୍ର ଅନୁସନ୍ଧାନ କେନ୍ଦ୍ର (ILRS) ନିର୍ମାଣ ପାଇଁ ଚୁକ୍ତି ସ୍ବାକ୍ଷର କରିଥିଲେ।

ଏହି ପ୍ରକଳ୍ପ ଅଧୀନରେ ଚାଇନା ତିନୋଟି ମିଶନ ପଠାଇବାକୁ ଯୋଜନା କରୁଛି, ଯେଉଁଥିରେ ଚାଙ୍ଗ୍‌ ଇ- ୬, ଚାଙ୍ଗ୍‌ ଇ- ୭ ଏବଂ ଚାଙ୍ଗ୍‌ ଇ- ୮ ଅନ୍ତର୍ଭୁକ୍ତ। ପ୍ରଥମ ଚନ୍ଦ୍ର ମିଶନ ପରୀକ୍ଷଣ ଏବଂ ଅନୁସନ୍ଧାନ ପାଇଁ ଏକ ରୋବୋଟିକ ଆଧାର ନିର୍ମାଣ ପାଇଁ ଏକ ରୋଡ୍‌ମ୍ୟାପ ପ୍ରସ୍ତୁତ କରିବାକୁ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ପରୀକ୍ଷା କରିବ। ଯାହା ଦୂରରୁ ପରିଚାଳିତ ହୋଇପାରିବ। ପ୍ରଥମ ଚନ୍ଦ୍ର ମିଶନ ୨୦୨୬ ପାଇଁ ଧାର୍ଯ୍ୟ କରାଯାଇଛି ଏବଂ ଏହି ପରିକଳ୍ପନା ୨୦୨୮ରେ ପୂରା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଫୋନରେ କଥା ହେଲେ ଜେଲେନସ୍କି-ମୋଦି: ହେଲା ଗୁରୁତ୍ୱପୂର୍ଣ୍ଣ ଆଲୋଚନା, ଯୁଦ୍ଧ ଶେଷ ପାଇଁ …

ନୂଆଦିଲ୍ଲୀ, ୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହି ଆଲୋଚନା ସମୟରେ ରାଷ୍ଟ୍ରପତି ଜେଲେନସ୍କି ୟୁକ୍ରେନରେ ଜାରି…

ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ଟିମ ଇଣ୍ଡିଆ ଘୋଷଣା: ଭାରତୀୟ ଦଳକୁ ଫେରିଲେ ୨ ଷ୍ଟାର ଖେଳାଳି

ନୂଆଦିଲ୍ଲୀ, ୯।୧୧: ଦକ୍ଷିଣ ଆଫ୍ରିକାରେ ହେବାକୁ ଥିବା ଗୋଟିଏ ଟେଷ୍ଟ, ୩ଟି ଦିନିକିଆ ଏବଂ ୩ଟି ଟି-୨୦ ମ୍ୟାଚ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇଛି। ସ୍ମୃତି…

ହସିନାଙ୍କ ସ୍ୱଦେଶ ଫେରିବା ଚର୍ଚ୍ଚା; ବଡ଼ କଥା କହିଲେ ବାଂଲାଦେଶ ସରକାର, ରାଜନୈତିକ…

ଢାକା,୯।୧୧: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କ ସ୍ୱଦେଶ ଫେରିବା ନେଇ ଚାଲିଥିବା ଚର୍ଚ୍ଚା ଉପରେ ପ୍ରଶ୍ନ ଉଠାଇଛନ୍ତି ସରକାର । ହସିନାଙ୍କ ସାମ୍ପ୍ରତିକ କାର୍ଯ୍ୟକଳାପ କେବଳ…

ଏମିତି ବି ଆସେ ମୃତ୍ୟୁ… କ୍ଲାସ୍‌ରୁମ୍‌ରେ ଟଳିପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ

ରାଜକନିକା,୯।୧୧(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ତ୍ରିଲୋକ୍ୟପୁର ପଞ୍ଚାୟତ ଆୟତନସ୍ଥିତ କମଳା ମଡେଲ ଆଦର୍ଶ ଉଚ୍ଚ ବାଳିକା ବିଦ୍ୟାଳୟରେ ସୋମବାର ଘଟିଛି ଏକ ଦୁଃଖଦ…

ଆଜିଠୁ ଫୁଟାଇ ପାରିବେନି ରକେଟ୍ ବାଣ, ଜାରି ହେଲା କଟକଣା

ମୁମ୍ବାଇ,୯।୧୧: ଦୀପାବଳିରେ ବାଣ ଫୁଟାଇବା ଯୋଗୁଁ ଅଗ୍ନିକାଣ୍ଡ ଘଟଣା ବଢ଼ିବା ପରେ ମୁମ୍ବାଇରେ ବଡ଼ ପଦକ୍ଷେପ ନେଇଛି ବୃହନ୍‌ମୁମ୍ବାଇ ମ୍ୟୁନିସିପାଲ୍‌ କର୍ପୋରେସନ୍‌ (BMC) । ସହରରେ ରକେଟ୍‌…

ବିବାହ ବନ୍ଧନରେ ବାନ୍ଧି ହେବେ ଏହି ଷ୍ଟାର ଯୋଡି, ସାମିଲ୍ ହେବେ ରଜନୀକାନ୍ତ

ଚେନ୍ନାଇ,୯।୧୧: ସଙ୍ଗୀତ ନିର୍ଦ୍ଦେଶକ ଅନିରୁଦ୍ଧ ରବିଚନ୍ଦର ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ସନ୍‌ରାଇଜର୍ସ ହାଇଦ୍ରାବାଦର ସିଇଓ କାବ୍ୟା ମାରନଙ୍କ ସହ ତାଙ୍କ…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ପାଖରେ ରହିଛି କୋଟି କୋଟି ଟଙ୍କାର କାର୍‌ କଲେକ୍ସନ: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୯।୧୧: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱ କ୍ରିକେଟ୍‌ର ଅନ୍ୟତମ ଚର୍ଚ୍ଚିତ ଖେଳାଳି ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଅନ୍ତର୍ଜାତୀୟ କ୍ରିକେଟ୍‌ରେ ପାଦ ଥାପିବା ପରେ ତାଙ୍କ ଲୋକପ୍ରିୟତା…

IPLରେ ସବୁଠୁ ବଡ଼ ଟ୍ରେଡ୍‌ ଡିଲ୍‌: ଜାଣନ୍ତୁ କିଏ କେଉଁ ଦଳକୁ ଯିବେ

ନୂଆଦିଲ୍ଲୀ,୯।୧୧: ଆଇପିଏଲ ୨୦୨୭ ପାଇଁ ଟ୍ରେଡ ୱିଣ୍ଡୋ ଖୋଲିବା ପରେ ଖେଳାଳିଙ୍କ ଅଦଳବଦଳ ଜୋରଦାର ହୋଇଛି। ଆଗାମୀ ସିଜିନ୍‌ର ନିଲାମୀ ପୂର୍ବରୁ ଏପର୍ଯ୍ୟନ୍ତ ୮ଟି ଟ୍ରେଡ ଡିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?