ବୁଧଙ୍କ ବିରଳ ଗୋଚର; ବର୍ଷ ଶେଷରେ ମାଲାମାଲ ହୋଇଯିବେ ଏହି ରାଶି…

ଆସନ୍ତା ୨୯ ତାରିଖରେ ବୁଦ୍ଧିର ଦାତା ବୁଧ ଗୁରୁ ରାଶି ଧନୁରେ ପ୍ରବେଶ କରିବାକୁ ଯାଉଛନ୍ତି । ବୁଧଙ୍କ ଏହି ଗୋଚର ୨୦୨୫ ବର୍ଷ ଶେଷରେ ହେବାକୁ ଯାଉଛି । ଯାହା ଅନେକ ରାଶିର ଲୋକଙ୍କୁ ମାଲାମାଲ ଓ ଧନବାନ ବନେଇବାର ଯୋଗ ରଖିଛି । ଜ୍ୟୋତିର୍ବିଦମାନଙ୍କ ଅନୁସାରେ, ବୁଧ ଦନୁ ରାଶିରେ ପ୍ରବେଶ କରିବା କ୍ଷଣି ସୂର୍ଯ୍ୟ, ମଙ୍ଗଳ ଓ ଶୁକ୍ର ଗ୍ରହ ସହ ଯୁତି କରିବେ । ଯେଉଁଥିପାଇଁ ଧନୁରାଶିରେ ଚତୁର୍ଗ୍ରହି ଯୋଗ ବନାଇବେ ।

କନ୍ୟା ରାଶିର ଲୋକମାନଙ୍କ ପାଇଁ ବୁଧଙ୍କ ଏହି ଗୋଚର ଭାବିବାର ଶକ୍ତିକୁ ବୃଦ୍ଧି କରିବ । ଏଣୁ କାର୍ଯ୍ୟକ୍ଷେତ୍ରରେ ଦ୍ୱନ୍ଦ କମ ହେବା ସହ ଆପଣଙ୍କ ନିଷ୍ପତ୍ତି ଠିକ ରହିବ । ଚାକିରି କରୁଥିବା ଲୋକମାନଙ୍କର ଦାୟିତ୍ତ୍ୱ ବଢିପାରେ । ଯେଉଁ ଲୋକମାନେ ହିସାବ କିତାବ, ଲେଖିବା ତଥା କହିବା ସହ ଜଡିତ ରହିଛି ସେ କ୍ଷେତ୍ରରେ ଆପଣଙ୍କୁ ଭଲ ଲାବ ମିଳିବାର ସମ୍ଭାବନା ରହିଛି । ଏହାସହ କନ୍ୟା ରାଶିର ଜାତକମାନଙ୍କୁ ଅଚାନକ ଧନ କିମ୍ୱା ସମ୍ପତ୍ତି ମିଳିବାକର ମଧ୍ୟ ଯୋଗ ରହିଛି ।
କୁମ୍ଭ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଏହି ସମୟ ନିଜ କାମକାର୍ଯ୍ୟକୁ ସମ୍ଭାଳିବା ପାଇଁ ବେଷ୍ଟ ସମୟ ରହିବ  ଚାକିରି କରୁଥିବା ଲୋକମାନଙ୍କ ଉପରେ ସେମାନଙ୍କ ସିନିୟରମାନେ ଭରସା ଦେଖାଇ ପାରିବେ  ଏହାଛଡା ଆପଣଙ୍କୁ ନୂଆ ଦାୟିତ୍ତ୍ୱ ମିଳିବାର ମଧ୍ୟ ଯୋଗ ରହିଛି  ଯେଉଁଥିପାଇଁ ଆପଣଙ୍କୁ ଆଗକୁ ଯାଇ ଭଲ ଫଳ ମିଳିବାର ସମ୍ଭାବନା ରହିଛି  ଯେଉଁ ଲୋକମାନେ ଆଗକୁ ଯାଇ ଚାକିରି ବଦଳେଇବାକୁ ଚିନ୍ତା କରୁଛନ୍ତି, ସେମାନଙ୍କ ପାଇଁ ଭଲ ସଙ୍କେତ ରହିଛି 

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

ଏଡିଏମ୍‌ -ଜିଲା ଆଦିବାସୀ ନେତା ମୁହାଁମୁହିଁ: ଖବରପାଇ ପହଞ୍ଚିଲା ପୋଲିସ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ସୋମବାର ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ ବଲାଙ୍ଗୀର ଏଡିଏମ୍‌ ପବିତ୍ର ବେହେରା ଓ ଜିଲା ଆଦିବାସୀ ସଂଘ…

ପରାଜୟ ପରେ ବାହାନା କରିବା ଆରମ୍ଭ କଲେ ଋତୁରାଜ ଗାୟକୱାଡ; ଦର୍ଶାଇଲେ ଦଳର ନୈରାଶ୍ୟଜନକ ପ୍ରଦର୍ଶନର ପ୍ରମୁଖ କାରଣ

ନୂଆଦିଲ୍ଲୀ,୩୧।୩: ଗୁଆହାଟୀରେ ଖେଳାଯାଇଥିବା ଏକ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦମ ଦାର ପରାଜୟ ପରେ, ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାୟକୱାଡ ପରାଜୟର କାରଣ…

ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଲେ ୨ ଛାତ୍ରୀ: ଚାରିଆଡ଼ୁ ଶୁଭେଚ୍ଛା

ଭବାନୀପାଟଣା,୩୧ା୩(ଉତ୍ତମ କୁମାର ଦାଶ):ମାଇଁ ଭାରତ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ପାଇଁ କଳାହାଣ୍ଡି ଜିଲାରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ…

ଏପ୍ରିଲରେ ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଆସୁଛି ଭଲ ସମୟ, ମାଲାମାଲ୍ ହେବେ….

ଏପ୍ରିଲ ମାସ ଚାରୋଟି ନିର୍ଦ୍ଦିଷ୍ଟ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବାକୁ ଯାଉଛି। ଏହି ରାଶିଗୁଡ଼ିକ ପ୍ରତ୍ୟେକ ପ୍ରୟାସରେ ସଫଳତା ହାସଲ କରିବେ। ବିଶେଷକରି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri