ବୁଧଙ୍କ ବିରଳ ଗୋଚର; ବର୍ଷ ଶେଷରେ ମାଲାମାଲ ହୋଇଯିବେ ଏହି ରାଶି…

ଆସନ୍ତା ୨୯ ତାରିଖରେ ବୁଦ୍ଧିର ଦାତା ବୁଧ ଗୁରୁ ରାଶି ଧନୁରେ ପ୍ରବେଶ କରିବାକୁ ଯାଉଛନ୍ତି । ବୁଧଙ୍କ ଏହି ଗୋଚର ୨୦୨୫ ବର୍ଷ ଶେଷରେ ହେବାକୁ ଯାଉଛି । ଯାହା ଅନେକ ରାଶିର ଲୋକଙ୍କୁ ମାଲାମାଲ ଓ ଧନବାନ ବନେଇବାର ଯୋଗ ରଖିଛି । ଜ୍ୟୋତିର୍ବିଦମାନଙ୍କ ଅନୁସାରେ, ବୁଧ ଦନୁ ରାଶିରେ ପ୍ରବେଶ କରିବା କ୍ଷଣି ସୂର୍ଯ୍ୟ, ମଙ୍ଗଳ ଓ ଶୁକ୍ର ଗ୍ରହ ସହ ଯୁତି କରିବେ । ଯେଉଁଥିପାଇଁ ଧନୁରାଶିରେ ଚତୁର୍ଗ୍ରହି ଯୋଗ ବନାଇବେ ।

କନ୍ୟା ରାଶିର ଲୋକମାନଙ୍କ ପାଇଁ ବୁଧଙ୍କ ଏହି ଗୋଚର ଭାବିବାର ଶକ୍ତିକୁ ବୃଦ୍ଧି କରିବ । ଏଣୁ କାର୍ଯ୍ୟକ୍ଷେତ୍ରରେ ଦ୍ୱନ୍ଦ କମ ହେବା ସହ ଆପଣଙ୍କ ନିଷ୍ପତ୍ତି ଠିକ ରହିବ । ଚାକିରି କରୁଥିବା ଲୋକମାନଙ୍କର ଦାୟିତ୍ତ୍ୱ ବଢିପାରେ । ଯେଉଁ ଲୋକମାନେ ହିସାବ କିତାବ, ଲେଖିବା ତଥା କହିବା ସହ ଜଡିତ ରହିଛି ସେ କ୍ଷେତ୍ରରେ ଆପଣଙ୍କୁ ଭଲ ଲାବ ମିଳିବାର ସମ୍ଭାବନା ରହିଛି । ଏହାସହ କନ୍ୟା ରାଶିର ଜାତକମାନଙ୍କୁ ଅଚାନକ ଧନ କିମ୍ୱା ସମ୍ପତ୍ତି ମିଳିବାକର ମଧ୍ୟ ଯୋଗ ରହିଛି ।
କୁମ୍ଭ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଏହି ସମୟ ନିଜ କାମକାର୍ଯ୍ୟକୁ ସମ୍ଭାଳିବା ପାଇଁ ବେଷ୍ଟ ସମୟ ରହିବ । ଚାକିରି କରୁଥିବା ଲୋକମାନଙ୍କ ଉପରେ ସେମାନଙ୍କ ସିନିୟରମାନେ ଭରସା ଦେଖାଇ ପାରିବେ । ଏହାଛଡା ଆପଣଙ୍କୁ ନୂଆ ଦାୟିତ୍ତ୍ୱ ମିଳିବାର ମଧ୍ୟ ଯୋଗ ରହିଛି । ଯେଉଁଥିପାଇଁ ଆପଣଙ୍କୁ ଆଗକୁ ଯାଇ ଭଲ ଫଳ ମିଳିବାର ସମ୍ଭାବନା ରହିଛି । ଯେଉଁ ଲୋକମାନେ ଆଗକୁ ଯାଇ ଚାକିରି ବଦଳେଇବାକୁ ଚିନ୍ତା କରୁଛନ୍ତି, ସେମାନଙ୍କ ପାଇଁ ଭଲ ସଙ୍କେତ ରହିଛି ।

Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି; ଘୁଞ୍ଚିଲା ପଞ୍ଚାୟତ ନିର୍ବାଚନ, ବିଧାନସଭା ପରେ….

ଲକ୍ଷ୍ନୌ,୧୮।୧୧: ଉତ୍ତରପ୍ରଦେଶରେ ପଞ୍ଚାୟତ ନିର୍ବାଚନକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର । ପଞ୍ଚାୟତ ନିର୍ବାଚନ କରାଇବାର ସମୟସୀମାକୁ ଆଉ ୬ ମାସ ବୃଦ୍ଧି କରାଯାଇଛି…

ରେଡ୍ ଜୋନ୍‌ରେ ଗଞ୍ଜାମ: ଅଫିସରଙ୍କ ହଜିଗଲାଣି ନିଦ, ଚିନ୍ତାରେ ଲୋକେ; ନିୟୋଜିତ ହେଲେ ୪୦ ଉଦ୍ଧାରକାରୀ ଦଳ…

ଭଞ୍ଜନଗର, ୧୮।୧୧ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ଲଗାଣ ବର୍ଷାକୁ ନେଇ ଗଞ୍ଜାମ ଜିଲାରେ ଆଶଙ୍କା ବଢ଼ିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି।…

ପ୍ଲେଇଂ ଇଲେଭେନ୍‌ରେ ସୁଯୋଗ ନମିଳିବାକୁ ରାଗିଗଲେ ଖେଳାଳି, କହିଲେ ମୋର ଆତ୍ମସମ୍ମାନ….

ନୂଆଦିଲ୍ଲୀ, ୧୮।୧୧: ଦୋହାରେ ନଭେମ୍ବର ୧୯ରୁ ଆରମ୍ଭ ହେବ ୨୦୨୬ ପୁରୁଷ ଇମର୍ଜିଂ ଏସିଆ କପ୍‌ । ଏହି ଟୁର୍ଣ୍ଣାମେଣ୍ଟରେ ଇଣ୍ଡିଆ-ଏ ପକ୍ଷରୁ ଖେଳିବେ ଭାରତୀୟ ଅଲରାଉଣ୍ଡର…

Litton Das: ପ୍ରଥମେ ଶତକ, ଏବେ ଉଇକେଟକିପିଂରେ ରଚିଲେ ଇତିହାସ, ଭାଙ୍ଗିଲେ ୪୭ ବର୍ଷ ପୁରୁଣା ବିଶ୍ୱ ରେକର୍ଡ

ଢାକା/ଜୋହାନ୍ସବର୍ଗ,୧୮।୧୧: ଟେଷ୍ଟ କ୍ରିକେଟରେ ବାଂଲାଦେଶର ଖେଳାଳିମାନେ କ୍ରମାଗତ ଭାବେ ନିଜର ଦକ୍ଷତା ପ୍ରମାଣିତ କରୁଛନ୍ତି । ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଭୂମିରେ ଚମତ୍କାର ପ୍ରଦର୍ଶନ ଜାରି…

ବାତ୍ୟା ଅକ୍ବାନ; ଉପକୂଳ ଅଞ୍ଚଳରେ ଆଲର୍ଟ ପ୍ରଶାସନ, ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ଜାରି

ମହାକାଳପଡ଼ା,୧୮ା୧୧(ପ୍ରତାପ ଚନ୍ଦ୍ର ସ୍ୱାଇଁ): ବଙ୍ଗୋସାଗର ସୃଷ୍ଟି ବାତ୍ୟା ଅକ୍ବାନ ଓଡିଶା ମୁହାଁ ହେଉଛି । ଏହା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର କେତେକ…

ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ପ୍ରଥମ ମ୍ୟାଚ୍‌ରେ ମାଲେସିଆକୁ ଭେଟିବ ଭାରତ

ଭୋପାଳ,୧୮।୧୧: ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ସିଜନରେ ଚମତ୍କାର ଫର୍ମରେ ଥିବା ଭାରତୀୟ ଦଳ ଟୁର୍ନାମେଣ୍ଟ ଜିତିବା…

ବାତ୍ୟା ଅକ୍ବାନ: ଝିପିଝିପି ବର୍ଷା ଆରମ୍ଭ, ଦୁର୍ଗମ ଅଞ୍ଚଳରୁ ଲୋକଙ୍କୁ ଉଦ୍ଧାର ଜାରି

ପାତ୍ରପୁର,୧୮ା୧୧(ଉମା ଚରଣ ନେପାକ): ସମ୍ଭାବ୍ୟ ବାତ୍ୟା ଅକ୍ବାନକୁ ନେଇ ପାତ୍ରପୁର ବ୍ଲକ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଜୋରଦାର କରାଯାଇଛି । ପାହାଡ଼ିଆ ଓ ନଦୀ ଅବବାହିକାରେ…

ହକି ଇଣ୍ଡିଆ ନିର୍ବାଚନ ସ୍ଥଗିତ: ଅନ୍ତରୀଣ ରହିତାଦେଶ ହଟାଇବାକୁ ହୋଇଥିବା ଆବେଦନ ଖାରଜ କଲେ ହାଇକୋର୍ଟ

କଟକ,୧୮।୧୧: ହକି ଇଣ୍ଡିଆ ନିର୍ବାଚନ ପ୍ରକ୍ରିୟାକୁ ସ୍ଥଗିତ ରଖିଛନ୍ତି ମାନ୍ୟବର ଓଡ଼ିଶା ହାଇକୋର୍ଟ । ନିର୍ବାଚନ ଉପରେ ପୂର୍ବରୁ ଲାଗିଥିବା ଅନ୍ତରୀଣ ରହିତାଦେଶକୁ ପ୍ରତ୍ୟାହାର କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?