କରୁଛନ୍ତି ହାଇଡ୍ରାମା, ଲୋକଙ୍କୁ ଦେଖାଉଛନ୍ତି ଭେଳିକି : କାହିଁକି ଏମିତି କହିଲା…

ଭୁବନେଶ୍ୱର,୧୪।୯:ଗଣଶିକ୍ଷା ବିଭାଗର ମୋ ସ୍କୁଲ ଅଭିଯାନ ନାଁ ବଦଳିଲା। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି। ତେବେ ‘ମୋ ସ୍କୁଲ’ ନାମ ପରିବର୍ତ୍ତନ ନେଇ ରାଜନୀତି ତେଜିଛି। ବିଜେଡି କହିଛି, ଭାଜପା ସରକାର ହେଉଛି କେବଳ ନେମ ଚେଞ୍ଜର ସରକାର । ଅନ୍ୟପକ୍ଷେ କଂଗ୍ରେସ କହିଛି,
ସେହିପରି କଂଗ୍ରେସ କହିଛି, ନୂଆ ସରକାରରେ କିଛି ନୂତନତ୍ୱ ନାହିଁ , ବଜେଟରେ କିଛି ନୂଆ ନାହିଁ, ପୁରୁଣା ଜିନିଷକୁ ନୂଆ ନାଁ ଦେଉଛି ଭାଜପା, ସେବେ ମୋ ସ୍କୁଲ ‘ଫାଇବ ଟି’ ଥିଲା, ଏବେ ଏମାନେ କଲେ ପଞ୍ଚଶଖା, ବିଜେଡିର ‘ଫାଇବ ଟି’ରେ ପାଞ୍ଚ ଥିଲା, ଭାଜପାର ପଞ୍ଚସଖାରେ ବି ପାଞ୍ଚ ଅଛି, ଏଥିରେ ଅଧିକ କିଛି ନାହିଁ, ଖାଲି ହାଇଡ୍ରାମା କରୁଛନ୍ତି, ଲୋକଙ୍କୁ ଭେଳିକି ଦେଖାଉଛନ୍ତି, ବିଜେଡି ଯାହା କରୁଥିଲା ଭାଜପା ତାହା କରୁଛି ।
ପରେ ବିଜେଡି, କଂଗ୍ରେସ ଆକ୍ଷେପ ଉପରେ ଜବାବ ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।


Enter your email to get our daily news in your inbox.

All Right Reserved By Dharitri.Com

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri