ଏମାନଙ୍କୁ ହୃଦ୍‌ଘାତ ଆଶଙ୍କା ଅଧିକ

ୟୁନିଭର୍ସିଟି ଅଫ୍‌ କାଲିଫର୍ନିଆର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଏହି ସର୍ଭେରେ ଡାଇବେଟିସ୍‌ କିମ୍ବା ଉଚ୍ଚ ରକ୍ତଚାପ ଥିବା ବ୍ୟକ୍ତିମାନେ ଅଧିକ ହୃଦ୍‌ଘାତର ଶିକାର ହୋଇଥାନ୍ତି ବୋଲି କୁହାଯାଇଛି। ଅସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ ଏବଂ ସ୍ବାସ୍ଥ୍ୟ ପ୍ରତି ସଠିକ୍‌ ଦୃଷ୍ଟି ନ ଦେବାରୁ ଏପରି ଗୁରୁତର ସମସ୍ୟା ଦେଖାଦେଇଥାଏ। ତେଣୁ ଏ ନେଇ ସତର୍କ ରହିବା ନିହାତି ଦରକାର। ଅନ୍ୟପକ୍ଷରେ କୋଲେଷ୍ଟରଲ, ରକ୍ତଚାପ ଓ ଡାଇବେଟିସ୍‌କୁ ସବୁବେଳେ ନିୟନ୍ତ୍ରଣରେ ରଖିବା ଜରୁରୀ। ମାନସିକ ଚାପଠାରୁ ନିଜକୁ ଦୂରେଇ ରଖନ୍ତୁ। ଦୈନନ୍ଦିନ ଜୀବନ ତାଲିକାରେ ବ୍ୟାୟାମ ସାମିଲ କରନ୍ତୁ। ନିଶାଦ୍ରବ୍ୟ ସେବନଠାରୁ ନିଜକୁ ଯେତେ ସମ୍ଭବ ଦୂରେଇ ରଖିବା ଉଚିତ୍‌। ଅଧିକ ମସଲା, ତେଲଯୁକ୍ତ ଖାଦ୍ୟ ଆଦୌ ଖାଆନ୍ତୁ ନାହିଁ ବୋଲି ସର୍ଭେରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?