ସମାଜରେ ସମାନତା ରହିବା ଦ୍ୱାରା ବିକାଶର ପ୍ରଥମ ପାହାଚ ପଡିଥାଏ। ସମାଜରେ ସମାନତା ରହିଲେ ପୃଥିବୀର ସାମଗ୍ରିକ ବିକାଶ ଧାରା ସହଜ ହୋଇ ପାରିଥାଏ। ଏହାକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ଡିସେମ୍ବର ୨ରେ ଅନ୍ତର୍ଜାତୀୟ ଦାସତ୍ୱ ବିଲୋପ ଦିବସ ପାଳନ କରାଯାଇଥାଏ।ଦାସତ୍ୱର ବିଲୋପ ପାଇଁ ମିଳିତ ଜାତିସଂଘର ସାଧାରଣ ସଭା ଦ୍ୱାରା ୧୯୮୬ଠାରୁ ଏହି ଦିବସ ପାଳିତ ହୋଇଆସୁଛି। ମାନବ ଚୋରା ଚାଲାଣ,ବ୍ୟଭିଚାର ଏବଂ ଶୋଷଣ ବିରୋଧରେ ୧୯୪୯ ଡିସେମ୍ବର ୨ରେ ଜାତିସଂଘର ସାଧାରଣ ସଭାରେ ଏନେଇ ଏକ ପ୍ରସ୍ତାବ ଆଗତ କରାଯାଇଥିଲା। ଦାସତ୍ୱ ବିରୁଦ୍ଧରେ ସଂଗ୍ରାମ ତଥା ଏହାର ବିଲୋପକୁ ସ୍ମରଣ କରିବା ପାଇଁ ଏହି ଦିବସ ପାଳନ ଲାଗି ଘୋଷଣା କରାଯାଇଥିଲା ।
ଦିବସ ପାଳନ ଅବସରରେ ଯୌନ ଶୋଷଣ, ଶିଶୁ ଶ୍ରମିକ, ଜୋର୍ ଜବରଦସ୍ତ ବିବାହ, ଏବଂ ସଶସ୍ତ୍ର ବିବାଦରେ ପିଲାମାନଙ୍କୁ ବାଧ୍ୟତାମୂଳକ ନିଯୁକ୍ତି ବିରୋଧରେ ସଚେତନତା ସୃଷ୍ଟି କରାଯାଇଥାଏ।
ଅଦ୍ୟାବଧି ବିଶ୍ୱ ସମସ୍ତ କ୍ଷେତ୍ରରେ ଅଗ୍ରଗତି କରିଛି ତଥାପି ବହୁ ସଂଖ୍ୟକ ଲୋକ ଦାସତ୍ୱର ଶିକାର ହେଉଛନ୍ତି। ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ) ଅନୁଯାୟୀ ବିଶ୍ୱର ୪୦ ନିୟୁତରୁ ଅଧିକ ଲୋକ ଆଧୁନିକ ଦାସତ୍ୱର ଶିକାର ହେଉଛନ୍ତି। ସେହିପରି ୧୫୦ ମିଲିୟନରୁ ଅଧିକ ଶିଶୁ ଶ୍ରମିକ ରହିଛନ୍ତି। ବିଶ୍ୱରେ ପ୍ରତି ଦଶ ପିଲାଙ୍କ ମଧ୍ୟରୁ ଜଣେ ଶିଶୁ ଶ୍ରମିକ ଭାବେ କାର୍ଯ୍ୟ କରୁଛନ୍ତି। ଏସମସ୍ତ ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ଏହି ଦିବସ ପାଳନ ଅବସରରେ ଉଦ୍ୟମ ହୋଇଥାଏ।
ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି
ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…
ସଲମାନଙ୍କ ଫଟା ଜୋତାର ଦାମ୍ ଜାଣିଲେ ଉଡିଯିବ ହୋଶ୍
ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…
ହାର୍ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍
ଓ୍ବାଶିଂଟନ୍,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍…
ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍: ଉଜୁଡିଲା ଚାଷୀଙ୍କ ଅମଳ ଆଶା
ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…
ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…
Archives

