ଅଭିଯୁକ୍ତଙ୍କୁ ଖସାଇ ନେବାକୁ ପୋଲିସକୁ କରିଥିଲେ ଢେଲା ମାଡ: ପରେ ଜଣଙ୍କ ପରେ ଜଣଙ୍କୁ…

ବାଲେଶ୍ୱର,୧୦।୧(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେଖୁଣ୍ଟା ଥାନା ପୋଲିସ ପକ୍ଷରୁ ଶୁକ୍ରବାର ଅରଡବଜାର ଗଉଡ଼ସାହି ନିକଟରେ ଚଢ଼ାଉ କରାଯାଇ ଦମ୍ପତି ବ୍ରାଉନସୁଗର ବେପାରୀଙ୍କୁ ଗିରଫ କରାଯାଇଥିଲା । ସେମାନଙ୍କ ଠାରୁ ୬୮ ଗ୍ରାମ ବ୍ରାଉନସୁଗର, ବୁଲେଟ ମୋଟରସାଇକେଲ, ମୋବାଇଲ ଜବତ ହୋଇଥିଲା l ଗିରଫ ଅଭିଯୁକ୍ତ ହେଲେ ଗଳାପୋଲ ଅଞ୍ଚଳର ସେକ ସାହିଦ ଓ ସ୍ତ୍ରୀ ମମତା ସୋରେନ ।ଚଢ଼ାଉ ବେଳେ ବ୍ରାଉନସୁଗର ବେପାରୀଙ୍କୁ ଖସାଇନେବାକୁ ଉଦ୍ୟମ କରି ସେଠାକାର ମହିଳା, ପୁରୁଷ ପୋଲିସ ଉପରକୁ ଟେକା, ଢେଲା ମାଡ କରିଥିଲେ । ଫଳରେ ୩ ପୋଲିସ କର୍ମଚାରୀ ଆହତ ହୋଇଥିଲେ। ପୋଲିସଙ୍କୁ ଆକ୍ରମଣ ଘଟଣାରେ ଏକ ମାମଲା ନଂ ୧୬/୨୬ ରୁଜୁ ହୋଇ ତଦନ୍ତ ଜାରି ରହିଥିଲା । ଆକ୍ରମଣ ଘଟଣାକୁ ନେଇ ପୋଲିସ ପକ୍ଷରୁ ତୁରନ୍ତ ଆକ୍ସନ ନିଆଯାଇଛି l ଏସପି ପ୍ରତ୍ୟୁଷ ଦିବାକରଙ୍କ ନିର୍ଦ୍ଦେଶକ୍ରମେ ଆଇଆଇସି ବିରଞ୍ଚି ସାହୁ, ଏସଆଇ ଅରବିନ୍ଦ ପାଣିଗ୍ରାହୀ ଓ ଅଭିଷେକ ସାମନ୍ତରାୟ ପ୍ରମୁଖ ଶନିବାର ସଦଳବଳେ ଉକ୍ତ ବସ୍ତି ନିକଟରେ ଚଢ଼ାଉ କରି ୩୦ରୁ ଊର୍ଦ୍ଧ୍ୱ ମହିଳା, ପୁରୁଷଙ୍କୁ ଉଠାଇଆଣି ଥାନାରେ ଅଟକ ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

ସହକାରୀ ଶିକ୍ଷକରୁ ପ୍ରଧାନଶିକ୍ଷକ ଭାବେ ବଦଳି ହେଲେ ପଦ୍ମନ ଶବର, ଭାବବିହ୍ବଳ ହୋଇ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ପଦ୍ମନ ଶବରଙ୍କୁ ବୁଧବାର ବିଦ୍ୟାଳୟ ପକ୍ଷରୁ ବଦଳିକାଳୀନ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଆସନ୍ତା ୩ ଦିନ ଯାଏ ରାଜ୍ୟରେ…

ଭୁବନେଶ୍ୱର, ୩୦।୭: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ନାହିଁ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ…

ହଠାତ୍‌ ମୋଦି ସରକାରଙ୍କୁ ପ୍ରଶଂସା କଲେ ୱାଙ୍ଗଚୁକ, କହିଦେଲେ ଏମିତି…

ନୂଆଦିଲ୍ଲୀ, ୩୦।୭: ବିଖ୍ୟାତ ଶିକ୍ଷାବିତ୍‌ ଏବଂ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ଏକ ଭିଡିଓ ଶେୟାର କରି ଭାରତୀୟ ରେଲୱେର ପ୍ରଶଂସା କରିଛନ୍ତି। ଏଥିସହ ସେ ଏହା…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri