ଲୁଟିବାକୁ ଆସି ନେଲେ ଖାଲି ବ୍ୟାଗ

ଝାରସୁଗୁଡ଼ା ଅଫିସ,୨୨ା୧୦: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ବନ୍ଧବାହାଲ ଏମ୍‌ସିଏଲ୍‌ ମାର୍କେଟ୍‌ କମ୍ପ୍ଲେକ୍ସରେ ଶୁକ୍ରବାର ରାତି ପ୍ରାୟ ସାଢେ ୮ଟାରେ ଦୁର୍ବୃତ୍ତମାନେ ଗୁଳି ଫୁଟାଇ ଜଣେ ସୁନା ଦୋକାନୀଙ୍କ ନିକଟରୁ ଏକ ବ୍ୟାଗ୍‌ ଲୁଟ୍‌ ଫେରାର ହୋଇଯାଇଛନ୍ତି। ଖବରପାଇ ବ୍ରଜରାଜନଗର ଏସ୍‌ଡିପିଓ ଦିଲୀପ ଦାସ ଓ ବନହରପାଲି ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ତଦନ୍ତରୁ ଜଣାପଡିଛି ବନ୍ଧବାହାଲରେ ଓଡ଼ିଶା ଅଳଙ୍କାରର ୨ଟି ଦୋକାନ ରହିଛି। ଉଭୟ ଦୋକାନ ବନ୍ଦକରି ୨ ଭାଇ ବାଇକ୍‌ରେ ଯାଉଥିବା ବେଳେ ୩ଜଣ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ୩ ରାଉଣ୍ଡ ଗୁଳି କରିି ଗୋଟିଏ ବ୍ୟାଗ୍‌ ଲୁଟିନେଇଥିଲେ। ଲୁଟ୍‌ବେଳେ ସେମାନେ ହେଲ୍‌ମେଟ୍‌ ପିନ୍ଧିଥିଲେ। ଲୁଟ୍‌ ବ୍ୟାଗ୍‌ରେ କଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ଦୋକାନ ଚାବି ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଣାପ୍ରତାପଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ପୁଅ ତଥା ବାୟୁସେନା ଅଧିକାରୀ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱର ବିମାନ...

ଆଶା ଆଶଙ୍କାରେ ବହୁ ହେଭିୱେଟ୍‌

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ପ୍ରତୀକ୍ଷାର ଅନ୍ତଘଟାଇ ଗୁରୁବାର ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ନିର୍ବାଚନ ମଇଦାନରେ ଥିବା ସବୁ ଦଳର ହେଭିୱେଟ୍‌ଙ୍କ ରାଜନୈତିକ ଭାଗ୍ୟ ସଂକ୍ରାନ୍ତ...

‘କରୋନାରୁ ମୁକ୍ତ ପରେ ବି ନିୟମ ମାନନ୍ତୁ’

ଭୁବନେଶ୍ୱର, ୭ା୧୦(ବ୍ୟୁରୋ):କରୋନାରୁ ମୁକ୍ତ ହେବା ପରେ ମଧ୍ୟ ଆକ୍ରାନ୍ତ ବ୍ୟକ୍ତି ସତର୍କ ରହିବା ଦରକାର। ନିୟମିତ ହାତ ଧୋଇବା, ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତା...

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

ନବବଧୂଙ୍କୁ ହତ୍ୟା ଅଭିଯୋଗ

ପାପଡାହାଣ୍ଡି,୧୨।୮(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ବାଙ୍କସର୍ଗି ଗ୍ରାମରେ ନବବଧୂ ମେନକା ସୌରାଙ୍କୁ ହତ୍ୟା କରାଯାଇଥିବା ନେଇ ସୋମବାର ଥାନାରେ ଅଭିଯୋଗ ହୋଇଛି ।...

ଛାତ୍ରୀଛାତ୍ରଙ୍କୁ ମାର୍କ କମ୍‌ ମିଳିଥିବା ନେଇ ଅଭିଭାବକ ଫୋରମର ଅଭିଯୋଗ

ବାରିପଦା ଅଫିସ,୨ା୬ : ରାଇରଙ୍ଗପୁର ମହାବିଦ୍ୟାଳୟର ଯୁକ୍ତ ତିନି ଶେଷବର୍ଷର ଚତୁର୍ଥ ସେମିଷ୍ଟାର ଇଣ୍ଟରନାଲ ପରୀକ୍ଷାରେ କମ୍‌ ମାର୍କ ମିଳିଥିବା ନେଇ ଅଭିଯୋଗ ହୋଇଛି। ଏହି...

ଗୁପ୍‌ଚୁପ୍‌ ଖାଇ ଟଙ୍କା ନ ଦେବାରୁ ତଣ୍ଟି କାଟିଦେଲେ ଦୋକାନୀ

ପରଜଙ୍ଗ, ୯।୬(ଡି.ଏନ୍‌.ଏ.): ଗୁପ୍‌ଚୁପ୍‌ ଖାଇ ଟଙ୍କା ନ ଦେବାରୁ ପିଆଜକଟା ଛୁରିରେ ଗ୍ରାହକଙ୍କ ତଣ୍ଟି କାଟିଦେଲେ ଦୋକାନୀ। ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ପଞ୍ଚାୟତ...

ନୂଆ ରୂପରେ ଶୋଭା ପାଇବ ତାଳସାରୀ-ଉଦୟପୁର ବେଳାଭୂମି

ଭୋଗରାଇ,୧୧।୨: ପର୍ଯ୍ୟଟନସ୍ଥଳୀ ତାଳସାରୀ-ଉଦୟପୁର ଏବେ ନୂଆ ରୂପରେ ଶୋଭା ପାଇବ। ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ଏହି ଦୁଇ ବେଳାଭୂମିକୁ ବିଶ୍ୱମାନର...

Advertisement
Archives

Model This Week