Posted inଖେଳ

କୋହଲିଙ୍କ ସ୍ଥାନରେ ଏହିମାନଙ୍କୁ ମିଳିପାରେ ସୁଯୋଗ

ନୂଆଦିଲ୍ଲୀ,୨୨ା୧ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଜାନୁୟାରୀ ୨୫ରୁ ଆରମ୍ଭ ହେଉଛି। ତେବେ ପ୍ରଥମ ଦୁଇ ଟେଷ୍ଟରୁ ଓହରି ଯାଇଛନ୍ତି ଭାରତୀୟ ବ୍ୟାଟିଂ ସୁପରଷ୍ଟାର ବିରାଟ କୋହଲି। ବ୍ୟକ୍ତିଗତ କାରଣ ଦର୍ଶାଇ କୋହଲି ଓହରି ଯାଇଥିବା ନେଇ ସୋମବାର ବିସିସିଆଇ ପକ୍ଷରୁ ସ୍ପଷ୍ଟ କରାଯାଇଛି। ବିସିସିଆଇ ପକ୍ଷରୁ ଏକ ପୋଷ୍ଟ ମାଧ୍ୟମରେ ଫ୍ୟାନମାନଙ୍କୁ କୌଣସି ଅପପ୍ରଚାର ନ କରିବା ପାଇଁ ଅନୁରୋଧ କରିଛି। ବିସିସିଆଇ ସମ୍ପାଦକ ଜୟ ଶାହା କହିଛନ୍ତି ବିରାଟ ପ୍ରଥମ ଦୁଇ ଟେଷ୍ଟରୁ ଓହରିବା ପାଇଁ ଅନୁରୋଧ କରିଥିଲେ। ବିସିସିଆଇ ପକ୍ଷରୁ ଏହି ଅନୁରୋଧକୁ ମଞ୍ଜୁରୀ ପ୍ରଦାନ କରାଯାଇଛି।

କୋହଲି ନିଜ ନିଷ୍ପତ୍ତି ସମ୍ପର୍କରେ ପୂର୍ବରୁ ଅଧିନାୟକ ରୋହିତ ଶର୍ମା ଓ ଟିମ୍‌ ମ୍ୟାନେଜମେଣ୍ଟ ସହିତ ଆଲୋଚନା କରିଥିଲେ। ଦେଶର ପ୍ରତିନିଧିତ୍ୱ କରିବା ସର୍ବଦା କୋହଲିଙ୍କ ପାଇଁ ପ୍ରାଥମିକତା ରହିଥାଏ। ତେବେ କିଛି ଜରୁରୀ ପରସ୍ଥିତିରେ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଥାଏ ବୋଲି ବିସିସିଆଇ ରିଲିଜ୍‌ରେ କୁହାଯାଇଛି। ବିସିସିଆଇ ନିଜର ଷ୍ଟାର ଖେଳାଳିଙ୍କ ସହ ସର୍ବଦା ରହିଛି ବୋଲି ଏହି ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri