ଦୋକାନୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଲକ୍ଷାଧିକ ଟଙ୍କା-ସୁନା

ଜଳେଶ୍ବର,୩।୧୦(ନବୀନ ସାହୁ): ବନ୍ଧୁକ ମୁନରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା। ଦୋକାନ ବନ୍ଦ କରି ବାଇକରେ ଘରକୁ ଫେରୁଥିବା ବେଳେ ଗହଣା ଦୋକାନୀଙ୍କୁ ଆକ୍ରମଣ କରିବା ସହ ମୁଣ୍ତ ରେ ବନ୍ଧୁକ ଲଗାଇ ଗହଣା ଏବଂ ଟଙ୍କା ଭର୍ତ୍ତି ବ୍ୟାଗ ଲୁଟି ନେଲେ ଦୁର୍ବୃତ୍ତ। ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଡେମ୍ବୁରିଆ ମାର୍କେଟରୁ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ହୋଇଛି ଏହି ଲୁଟ୍‌।
ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଡେମ୍ବୁରିଆ ମାର୍କେଟରୁ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ହୋଇଛି ଏହି ଲୁଟ୍‌। ସୂଚନା ଅନୁଯାୟୀ ଜଳେଶ୍ବର ଥାନା ନାମ୍ପୋ ଫାଣ୍ତି ଅନ୍ତର୍ଗତ ସମ୍ପତିଆ ଗ୍ରାମର ଘନଶ୍ୟାମ କାମିଳାଙ୍କ ତେମ୍ବୁରିଆ ମାର୍କେଟରେ ମିନତୀ ଜୁଏଲାର୍ସ ନାମରେ ଏକ ଗହଣା ଦୋକାନ ରହିଛି। ସବୁଦିନ ଭଳି ସେ ଦୋକାନ ବନ୍ଦ କରି ବାଇକରେ ଘରକୁ ଫେରୁଥିବାବେଳେ ନିଛାଟିଆ ରାସ୍ତାରେ ୩ ଜଣ ଦୁର୍ବୃତ୍ତ ଗାଡି ଅଟକାଇବା ସହ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରି ତାଙ୍କ ମୁଣ୍ତରେ ବନ୍ଧୁକ ଲଗାଇ ଭୟଭୀତ କରାଇଥିଲେ। ପରେ ଗହଣା ଏବଂ ଟଙ୍କା ଭର୍ତ୍ତି ବ୍ୟାଗ ଛଡାଇ ନେଇ ଏକ କଳା ରଙ୍ଗର ଆପାଚି ବାଇକରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଖବର ପାଇ ଜଳେଶ୍ବର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ବୃତ୍ତମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ କରିବା ସହ ସନ୍ଦେହରେ ଜଣକୁ ଅଟକ ରଖି ଅଧିକ ତଦନ୍ତ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri