ରେଳ ଇଞ୍ଜିନକୁ ପଥର ଫିଙ୍ଗିଥିଲେ, ପରେ…

ବନ୍ଧମୁଣ୍ଡା,୩୧ା୩(ସୁବ୍ରତ ଦେ): ବନ୍ଧମୁଣ୍ଡା ରେଳ ସେକ୍ସନର ଡୁମେରତା ରେଳ ଷ୍ଟେଶନ ନିକଟସ୍ଥ ୨ ନମ୍ବର ରେଳ ଫାଟକ ନିକଟରେ ରେଳ ଇଞ୍ଜିନରେ ପଥର ଫିଙ୍ଗି ଇଞ୍ଜିନର କାଚ ଭାଙ୍ଗିବା ଅଭିଯୋଗରେ ବନ୍ଧମୁଣ୍ଡା ଆରପିଏଫ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ପଠାଇଛି। ଗିରଫ ଅଭିଯୁକ୍ତ ହେଲେ କପାଟାମୁଣ୍ଡା ପଞ୍ଚାୟତ ଅଧୀନ ବିରକେରା ଅଞ୍ଚଳର ବାସିନ୍ଦା ଦେବା କେରକେଟ୍ଟା (୪୪)। ଜାମିନ ନ ମିଳିବାରୁ ତାଙ୍କୁ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତ କେରକେଟ୍ଟା ଆରପିଏଫକୁ ବୟାନ ଦେଇ କହିଛନ୍ତି, ଦୀର୍ଘ ସମୟ ଧରି ରେଳ ଫାଟକ ବନ୍ଦ ଥିବା ଯୋଗୁ ସେ ଉତ୍ତେଜିତ ହୋଇ ଏଭଳି କାମ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନରେ ଶୁଭେ, ହେଲେ ରାତିରେ କାହିଁକି ଶୁଣାଯାଏ ନାହିଁ AeroPlaneର ଶବ୍ଦ? କାରଣ ଜାଣିଲେ…

ପ୍ଲେନ ବା ଉଡାଜାହାଜ ଦିନ ଭଳି ରାତିରେ ମଧ୍ୟ ଉଡାଣ ଭରିଥାଏ। ଦିନରେ ଏହା ଉଡିବା ସମୟରେ ପ୍ରଚଣ୍ଡ ଶବ୍ଦ ଶୁଭିଥାଏ। ହେଲେ ରାତିରେ ସେଭଳି...

ଓଡ଼ିଶାରେ ପ୍ରତିଷ୍ଠା ହେବ ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମାର ଶାଖା

ନୂଆଦିଲ୍ଲୀ,୧୩।୧: ଓଡ଼ିଶାରେ ପ୍ରତିଷ୍ଠା ହେବ ଅଭିନେତା ତିଆରି କାରଖାନା। ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମା (NSD) ର ଏକ ରାଜ୍ୟସ୍ତରୀୟ ଶାଖା କେନ୍ଦୁଝର ଜିଲାରେ ପ୍ରତିଷ୍ଠା...

ସହର ଉପକଣ୍ଠରେ ନକଲି ଘିଅ ପ୍ରସ୍ତୁତି, ଅତର୍କିତ ଚଢ଼ାଉ କରି ପ୍ଲାଣ୍ଟ ସିଲ କଲା…

ବରଗଡ,୧୩।୧(ପ୍ରେମାନନ୍ଦ ଖମାରୀ)- ବରଗଡ ସହର ଉପକଣ୍ଠ ବରାହଗୋଡା ଛକ ନିକଟରେ ନକଲି ଘିଅ ପ୍ରସ୍ତୁତି ଅଭିଯୋଗ ପାଇ ପୋଲିସ, ପ୍ରଶାସନ ମଙ୍ଗଳବାର ଅତର୍କିତ ଚଢାଉ କରିଛି...

ସ୍ତ୍ରୀଙ୍କୁ ଲୁଚାଇ ଲିଙ୍ଗ ପରିବର୍ତ୍ତନ କରିଦେଇଥିଲେ ଦୁଇ ସନ୍ତାନର ବାପା; ୨ ବର୍ଷ ପରେ ସାମ୍ନାକୁ ଆସିଲା ସତ, ତା’ ପରେ…

ଲକ୍ଷ୍ନୌ,୧୩।୧: ଉତ୍ତର ପ୍ରଦେଶର ଗୋରଖପୁରରୁ ଏକ ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଓ ହୃଦୟବିଦାରକ ମାମଲା ସାମ୍ନାକୁ ଆସିଛି। ଏଠାରେ ଦୁଇ ସନ୍ତାନର ପିତା ଗୁପ୍ତରେ ଲିଙ୍ଗ ପରିବର୍ତ୍ତନ...

୩୫ ଲିଟର ଦେଶୀମଦ ଜବତ: ୨ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୩|୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ମହୁରୀ କାଳୁଆ ନିକଟ କୁମ୍ଭଝରି ଗ୍ରାମର ପ୍ରଭାକର ମଲ୍ଲିକଙ୍କୁ ଗିରଫ କରି ବ୍ରହ୍ମପୁର ଏସଡିଜେଏମ...

ସୂର୍ଯ୍ୟ-ଶନିଙ୍କ ବିରଳ ଯୋଗ; ଲାଭବାନ ହେବେ କେଉଁ ରାଶି?

ବୈଦିକ ଜ୍ୟୋତିଷ ଅନୁସାରେ, ସୂର୍ଯ୍ୟ ଆତ୍ମବିଶ୍ୱାସ, ଶକ୍ତି ଏବଂ ଅହଂକାରକୁ ପ୍ରତିନିଧିତ୍ୱ କରନ୍ତି, ଯେତେବେଳେ ଶନି କାର୍ଯ୍ୟ, ଶୃଙ୍ଖଳା ଏବଂ ନ୍ୟାୟକୁ ପ୍ରତିନିଧିତ୍ୱ କରନ୍ତି। ପୌରାଣିକ...

ଶିଶୁକନ୍ୟାଙ୍କୁ କରିଥିଲେ ହତ୍ୟା: ସାବତ ମା’, ବାପାଙ୍କୁ ଏହି ଦଣ୍ଡରେ ଦଣ୍ଡିତ କଲେ କୋର୍ଟ

ବ୍ରହ୍ମପୁର,୧୩ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲାଜଜ୍‌-୩ ବିବସ୍ବତ ଗୌତମ ମଙ୍ଗଳବାର ଏକ ଶିଶୁକନ୍ୟା ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ହତ୍ୟାରେ ସମ୍ପୃକ୍ତ ଶିଶୁକନ୍ୟାଙ୍କ...

୩୫ ଭରଣ ଜମିର ଧାନ ଜଳିଯିବା ଘଟଣା: ପହଞ୍ଚିଲେ ବିଧାୟକ, ତହସିଲଦାର 

ଗଞ୍ଜାମ,୧୩।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମର ଖଳାରେ ମଙ୍ଗଳବାର ଅପରାହ୍ନରେ ହଟାତ ନିଆଁ ଲାଗିଯାଇଥିଲା । ଖଳାରେ ଅମଳ ହେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri