୨ ମନ୍ଦିରରୁ ଅଳଙ୍କାର, ଦାନବାକ୍ସ ନେଇଗଲେ

ଭଦ୍ରକ,୧୮ା୧୨(ସନାତନ ରାଉତ): ଭଦ୍ରକ ପୁରୁଣାବଜାର ଥାନା ଅଧୀନ ସନ୍ଥିଆ ଗ୍ରାମର ୨ ମନ୍ଦିରରୁ ରବିବାର ରାତିରେ ଦୁର୍ବୃତ୍ତମାନେ ଦାନବାକ୍ସ ସହ ଠାକୁରଙ୍କ ଅଳଙ୍କାର ଚୋରି କରି ନେଇଛନ୍ତି।

ପୋଲିସ ସାଇଣ୍ଟିଫିକ ଟିମ୍‌ ସହ ସନ୍ଧାନୀ କୁକୁର ସହାୟତାରେ ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ଗ୍ରାମର ଜଣଙ୍କୁ ଥାନାରେ ଅଟକ ରଖିଛି ପଚରାଉଚରା କରୁଛି। ସନ୍ଥିଆସ୍ଥିତ ରାଧାଗୋବିନ୍ଦଜୀଉ ଓ ମଦନମୋହନ ମନ୍ଦିରରୁ ଦୁର୍ବୃତ୍ତମାନେ ଦାନବାକ୍ସ ଚୋରି କରିନେବା ପରେ ସେଥିରୁ ଟଙ୍କା ନେଇ ବାକ୍ସକୁ ମନ୍ଦିରଠାରୁ କିଛି ଦୂର ହୋରିପଦାଠାରେ ପକାଇଛନ୍ତି।

ଖବରପାଇ ସିଟି ଡିଏସ୍‌ପି ଅଂଶୁମାନ ଦ୍ୱିବେଦୀ ଓ ପୁରୁଣାବଜାର ଆଇଆଇସି ନିରୋଜ ସାମଲ ସଦଳବଳ ପହଞ୍ଚି ତଦନ୍ତ କରିଛନ୍ତି। ମନ୍ଦିର ଓ ପାଖ ଲୋକଙ୍କ ଘରେ ଲାଗିଥିବା ସିସିଟିଭି ଫୁଟେଜକୁ ଯାଞ୍ଚ କରାଯାଉଛି। ୪ଜଣ ଦୁର୍ବୃତ୍ତ ମନ୍ଦିର ଭିତରକୁ ପଶିଥିବା ଓ ଦାନବାକ୍ସ ଧରି ବାହାରିଥିବାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ଏନେଇ ରାଧାଗୋବିନ୍ଦ ମନ୍ଦିର କମିଟି ସଭାପତି କେଦାରନାଥ ଭଟ୍ଟାଚାର୍ଯ୍ୟ ଓ ମଦନମୋହନ ମନ୍ଦିର ମହନ୍ତ ଆଶିଷ ଦେବ ଗୋସ୍ବାମୀ ପୃଥକ୍‌ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri