ରାତି ଅଧରେ ବେଆଇନ ଭାବେ ବିକ୍ରି କରୁଥିଲେ ମଦ, ଅଚାନକ ପହଞ୍ଚିଗଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୨।୧୧(ଅଶେଷ ନାଥ ମିଶ୍ର) : ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଏନ.ବିଦେଶୀ ପାତ୍ରଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ଶନିବାର ରାତି ପ୍ରାୟ ୧୦ ଟାରେ ଗାଁରେ ବେଆଇନ ଭାବେ ମଦ ବିକ୍ରି କରୁଥିବାବେଳେ ସେ ଧରା ପଡ଼ିଥିଲେ। ତାଙ୍କ ନିକଟରୁ ବିଭିନ୍ନ ନାମୀ ଦାମୀ କମ୍ପାନୀ ପ୍ରସ୍ତୁତ ବୋତଲରେ ଥିବା ୪୬.୭୪୦ ଲିଟର ବିଦେଶୀ ମଦ ଜବତ କରାଯାଇଥିଲା। ତଦନ୍ତକାରୀ ଅଧିକାରୀ ଏସଆଇ ରାଜ କିଶୋର ପାତ୍ର ଥାନା ମାମଲା ନଂ.୩୯୫/୨୫ ଅନୁଯାୟୀ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଥିଲେ। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

୭୧ତମ ବାଦି ପାଲା ମହୋତ୍ସବ: କଳାକାର ସମ୍ବର୍ଦ୍ଧିତ

ପାଟଣା,୬।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଶାସନରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ୭୧ତମ ବାଦି ପାଲା ମହୋତ୍ସବ ଉଦଯାପିତ ହୋଇଛି। ଆୟୋଜିତ ସମ୍ବର୍ଦ୍ଧନା ସଭା…

ବାପାଙ୍କ ହାତ ଛାଡ଼ିଦେଲେ ଥଲାପତି ବିଜୟଙ୍କ ପୁଅ! ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୫: ଚଳଚ୍ଚିତ୍ର ଶିଳ୍ପରୁ ରାଜନୀତିରେ ପ୍ରବେଶ କରିଥିବା ଅଭିନେତା ଥଲାପତି ବିଜୟ ତାଙ୍କର ପ୍ରଥମ ନିର୍ବାଚନରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ତାମିଲନାଡୁ ବିଧାନସଭା ନିର୍ବାଚନରେ…

ଇସ୍ତଫା ଦେଲେ ହିମନ୍ତ ବିଶ୍ୱଶର୍ମା

ଦିଶପୁର,୬ା୫: ଇସ୍ତଫା ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ସେ ରାଜ୍ୟପାଳଙ୍କୁ ଭେଟି ତାଙ୍କର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ରାଜଭବନରେ ଲକ୍ଷ୍ମଣ ଆଚାର୍ଯ୍ୟଙ୍କୁ ଭେଟି ସେ ଇସ୍ତଫାପତ୍ର…

ଥାଲାପତିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, ପ୍ରଶଂସକ କାବା!

ଚେନ୍ନାଇ, ୬।୫: ଦକ୍ଷିଣ ଭାରତୀୟ ସିନେମା ଜଗତର ‘ଥଲାପତି’ ବିଜୟ ଏବଂ ଗ୍ଲାମର କୁଇନ୍ ତ୍ରିଷା କୃଷ୍ଣନଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି…

ଭାଗ୍ୟ ହେବ ତ ବିଜୟଙ୍କ ଭଳି: ପ୍ରଥମେ TVKକୁ ଜିତାଇଲେ, ଆଉ ଏବେ ମିଳିଲା ପୁଣି ଖୁସିଖବର

ଚେନ୍ନାଇ,୬।୫: ସତରେ, ଯଦି ଭାଗ୍ୟ ହେବ ଥଲାପଥି ବିଜୟଙ୍କ ଭଳି। ସିନେମାରୁ ରାଜନୀତିରେ ନୂତନ ଭାବରେ ପ୍ରବେଶ କରିଥିବା ଜଣେ ବ୍ୟକ୍ତି, ସେ ତାମିଲନାଡୁରେ ରାଜନୈତିକ ଦଳ…

ତାମିଲନାଡୁ ରାଜନୀତି ସରଗରମ: AIADMK ୨ ଫାଳ, ବିଜୟଙ୍କ ସମର୍ଥନରେ…

ଚେନ୍ନାଇ,୬।୫: ତାମିଲନାଡୁ ରାଜନୀତିରେ ଏଥର ଏକ ବଡ଼ ପରିବର୍ତ୍ତନ ଦେଖାଦେଇଛି। ବିଧାନସଭା ନିର୍ବାଚନରେ ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ନେତୃତ୍ୱରେ ଦଳ ଟିଭିକେ ୧୦୮ଟି ଆସନ ପାଇ…

୮,୦୦୦ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍‌ ଯୋଗାଣରେ ଉନ୍ନତୀକରଣ

ଭୁବନେଶ୍ୱର,୬।୫(ଅନୁରାଧା ମହାରଣା): ଟିପି ସେଣ୍ଟ୍ର୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ) ପକ୍ଷରୁ ବିସିଡିଡି-୨ ଡିଭିଜନ ଅନ୍ତର୍ଗତ ଭରତପୁର ପିଏସ୍‌ଏସ୍‌ଠାରେ ଏକ ୨୫ ଏମ୍‌ଭିଏ ପାୱାର ଟ୍ରାନ୍ସଫର୍ମର କାର୍ଯ୍ୟକ୍ଷମ…

ବାରଣ୍ଡାରେ ଶୋଇଥିବାବେଳେ ଯୁବକଙ୍କ ଗଳା କାଟିଦେଲେ…

ଝାରସୁଗୁଡା, ୬।୫(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ଲଖନପୁର ଥାନା ଅନ୍ତର୍ଗତ ସୁଲଦିଆ ଲାଲୁମୁଣ୍ଡାରେ ଜଣେ ଯୁବକ ବାରଣ୍ଡାରେ ଶୋଇଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri