ବଡ଼ଖବର: କାଲିଠୁ ଏମାନଙ୍କୁ ମିଳିବନି ରାଶନ

ଭୁବନେଶ୍ୱର, ୧୪।୨: ରାଶନ କାର୍ଡ ଧାରକଙ୍କ ପାଇଁ ବଡଖବର। ଆସନ୍ତାକାଲି ଅର୍ଥାତ୍‌ ଫେବୃଆରୀ ୧୫ରେ E-KYC କରିବାର ଶେଷ ତାରିଖ। ଶେଷ ତାରିଖ ସୁଦ୍ଧା E-KYC କରିନଥିଲେ ରାଶନ କାର୍ଡ ଉପଭୋକ୍ତାଙ୍କ ନାଁ କଟିଯିବ। ସରକାରଙ୍କଠାରୁ ମିଳୁଥିବା ମାଗଣା ଚାଉଳ ଏବଂ ଗହମ ଆଉ ପାଇବାକୁ ସକ୍ଷମ ହେବେ ନାହିଁ। ସରକାରଙ୍କ ପରାମର୍ଶକୁ ଅଣଦେଖା କଲେ ଆଗାମୀ ଦିନରେ ଚିହ୍ନଟ ହୋଇଥିବା ହିତାଧିକାରୀଙ୍କ ରାଶନ କାର୍ଡ କାଟିଦିଆଯିବ ।

ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର E-KYC ଅବଧି ଫେବୃଆରୀ ୧୫ ଯାଏ ବୃଦ୍ଧି କରିଥିଲେ। ପୂର୍ବରୁ ଜାନୁଆରୀ ୩୧ ଶେଷ ତାରିଖ ଥିଲା। କିଛି ଲୋକ E-KYC କରି ନ ଥିବାରୁ ବୃଦ୍ଧି ପାଇଁ ଦାବି କରିଥିଲେ। ଏହାକୁ ବିଚାର କରି ସରକାର ଏପରି ନିଷ୍ପତ୍ତି ନିଆଯାଇଥିଲା।

ସୂଚନାଯୋଗ୍ୟ, ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାଶନ ସାମଗ୍ରୀ ମିଳୁଛି, ସେମାନଙ୍କର ଯାଞ୍ଚ କରାଯାଉଛି। ପରେ E-KYC ମାଧ୍ୟମରେ ଡିଲର ଅପଡେଟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ କ୍ରିକେଟ ଇତିହାସରେ ନ୍ୟୁଜିଲ୍ୟାଣ୍ଡର ସବୁଠାରୁ କମ ସ୍କୋର; ଗୁରନୁର ବ୍ରାରଙ୍କ ଘାତକ ବୋଲିଂ

ନୂଆଦିଲ୍ଲୀ,୭।୧୧: ଟେଷ୍ଟ ମ୍ୟାଚ ଶୈଳୀରେ ବ୍ୟାଟିଂ କରି ନ୍ୟୁଜିଲ୍ୟାଣ୍ଡ ୧୩୪ ରନ ସଂଗ୍ରହ କରିଛି। ବର୍ଷା କାରଣରୁ ଖେଳ ଆରମ୍ଭ ହେବାରେ ବିଳମ୍ବ ହୋଇଥିଲା ଏବଂ ପରବର୍ତ୍ତୀ…

IND vs NZ 2nd ODI: ଭାରତୀୟ ବୋଲରଙ୍କ ଜବରଦସ୍ତ ପ୍ରତ୍ୟାବର୍ତ୍ତନ; ୧୩୪ ରନରେ ଅଲଆଉଟ ହେଲା ନ୍ୟୁଜିଲ୍ୟାଣ୍ଡ

ନୂଆଦିଲ୍ଲୀ,୭।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚରେ ଭାରତୀୟ ଦଳ ଚମତ୍କାର ବୋଲିଂ ପ୍ରଦର୍ଶନ କରି ନ୍ୟୁଜିଲ୍ୟାଣ୍ଡକୁ ମାତ୍ର ୧୩୪ ରନରେ ଅଲଆଉଟ କରିଦେଇଛି, ଫଳରେ ଭାରତକୁ…

କମାଲ୍‌ କଲେ ଗୁରନୁର: ଗୋଟିଏ ଓଭରରେ ଦେଲେ ଡବଲ ଝଟକା, ଚାପରେ ନ୍ୟୁଜିଲାଣ୍ଡ

ୱେଲିଂଟନ,୭।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଶନିବାର ଖେଳାଯାଉଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ଭାରତୀୟ ବୋଲରଙ୍କ ଦମଦାର ପ୍ରଦର୍ଶନ ଦେଖିବାକୁ ମିଳିଛି। ଅଧିନାୟକ ଶୁଭମନ ଗିଲ ଟସ…

ନ୍ୟୁଜିଲାଣ୍ଡରେ ଗୌତମ ଗମ୍ଭୀରଙ୍କ ‘ବୁଲେଟପ୍ରୁଫ’ ପ୍ଲାନ୍‌ ସଫଳ: ସମାଲୋଚକଙ୍କୁ କଡ଼ା ଜବାବ

ନୂଆଦିଲ୍ଲୀ,୭।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ରେ ଭାରତୀୟ ଦଳର ଯୁବ ପେସ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ଏବେ ଚର୍ଚ୍ଚାରେ। ଟିମ ମ୍ୟାନେଜମେଣ୍ଟର ନୂଆ ରଣନୀତି ଯୋଗୁ ଅଭିଜ୍ଞ…

କଣ୍ଟାମାଳ ବିଡିଓ ନିଲମ୍ବିତ

କଣ୍ଟାମାଳ,୭ା୧୧: ବୌଦ୍ଧ ଜିଲା କଣ୍ଟାମାଳ ବିଡିଓ ସାମି ରେଡ୍ଡୀ ଜୟଶ୍ରୀଙ୍କ ବିରୋଧରେ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ…

ସବୁଜିମା ସୃଷ୍ଟି କରି ଦାୟିତ୍ୱ ନେବା ଆବଶ୍ୟକ

୨୦୨୬ ରୁ ୨୦୩୬ ମଧ୍ୟରେ ନୂତନ ସବୁଜିମା ସୃଷ୍ଟି କରିବା ଏବଂ ତାହାର ଦାୟିତ୍ୱ ନେବା ପାଇଁ ଆମେ ସମସ୍ତେ ଆଗେଇ ଆସିବା ଦରକାର। ଗଛ ଆମକୁ…

୬ ବର୍ଷରେ ନିବେଶକଙ୍କ ସବୁଠୁ ଲାଭଦାୟକ ସପ୍ତାହ

ମୁମ୍ବାଇ,୭ା୧୧: ବୈଶ୍ୱିକ ସ୍ତରରେ ପୁଞ୍ଜିବଜାରର ମାନ୍ଦାବସ୍ଥା ସତ୍ତ୍ୱେ ଭାରତୀୟ ଶେୟାର ବଜାରର ସାମ୍ପ୍ରତିକ ସ୍ଥିତି ଉତ୍ତମ ରହିଛି। ଚଳିତ ସପ୍ତାହରେ ଉଭୟ ବିଏସ୍‌ଇ ସେନ୍‌ସେକ୍ସ ଏବଂ ନ୍ୟାଶନାଲ…

ନ୍ୟୁଜିଲାଣ୍ଡରେ ଧମାକା କଲେ ଯଶସ୍ବୀ ଜୟସ୍ବାଲ: ଲଗାତାର ଦ୍ୱିତୀୟ ଶତକ ମାରି ଫର୍ମକୁ ଫେରିଲେ ଷ୍ଟାର ଓପନର୍‌

ନୂଆଦିଲ୍ଲୀ,୭।୧୧:ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନର ଯଶସ୍ବୀ ଜୟସ୍ବାଲଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଦମ୍‌ଦାର ଶତକ। ଲଗାତାର ଦ୍ୱିତୀୟ ଅନଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?