ଟୁଇନ୍‌ ସିଟିରେ ଘନ କୁହୁଡ଼ି, ୨୦ ମିଟର ମଧ୍ୟରେ ବି ଦେଖାଯାଉନି ରାସ୍ତା

ଭୁବନେଶ୍ୱର,୧୩।୧(ବ୍ୟୁରୋ): ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲାରେ ଘନ କୁହୁଡ଼ି ଦେଖାଦେଇଥିବା ବେଳେ ଟୁଇନ୍‌ ସିଟିରେ ବି ପ୍ରବଳ କୁହୁଡ଼ି ଦେଖିବାକୁ ମିଳିଛି। ଏପରିକି ୨୦ରୁ ୩୦ ମିଟର ମଧ୍ୟରେ ବି ମୁହଁକୁ ମୁହଁ ଦିଶୁନି। ଫଳରେ ଯାତାୟାତ ଏବଂ ଗାଡ଼ି ଚଳାଚଳରେ ସମସ୍ୟା ଉପୁଜିଛି।

ଏତଦ୍‌ବ୍ୟତୀତ ଆଜି କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ନୟାଗଡ଼ ଓ କନ୍ଧମାଳ ଜିଲାରେ ମଧ୍ୟ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି।

୪ ଦିନ ଧରି ଶୀତରେ ରାଜ୍ୟବାସୀ ଥରିବା ପରେ ପାଣିପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ରାତି ତାପମାତ୍ରା ବଢ଼ିବ ଏବଂ ଶୀତ କମିବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଖର୍ଚ୍ଚ ୫୧ ହଜାର କୋଟି

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ସତ୍ତ୍ୱେ ରାଜ୍ୟରେ ରାଜସ୍ବ ଆଦାୟ ବୃଦ୍ଧି ଘଟିଛି। ଗତବର୍ଷ ତୁଳନାରେ ୨୦୨୦ ଅକ୍ଟୋବର ଶେଷ ସୁଦ୍ଧା ୨.୨୭ ପ୍ରତିଶତ ରାଜସ୍ବ ବୃଦ୍ଧି...

ଆର୍ଦ୍ରଭୂମି ତାଲିକାରେ ତାମ୍ପରା ହ୍ରଦ ସାମିଲ

ଛତ୍ରପୁର,୨ା୨(ଡି.ଏନ୍‌.ଏ.): ଆଜି ବିଶ୍ବ ପାଳୁଛି ‘ଓ୍ବେଟଲାଣ୍ଡ ଡେ’। ଏହି ଅବସରରେ ନୂଆ କରି ରାମସର ଆର୍ଦ୍ରଭୁମି (୨୪୮୯) ତାଲିକାରେ ସାମିଲ ହୋଇଥିବା ଗଞ୍ଜାମ ଜିଲାର ତାମ୍ପରା...

୧୦ରୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ବର,୭।୧(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୦ ତାରିଖରୁ ବର୍ଷା ହେବାର ସମ୍ଭାବନା ରହିଛି। ଏକ ଘନୀଭୂତ ପଶ୍ଚିମା ଝଡ଼ ଶୁକ୍ରବାରଠାରୁ ଅଧିକ ଘନୀଭୂତ ହୋଇ...

ଚିଲିକାରେ ୭ ଲକ୍ଷ ବିଦେଶୀ ପକ୍ଷୀ

ବାଲୁଗାଁ, ୧୮ା୧୨(ଡି.ଏନ୍‌.ଏ.): ଶୀତର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ସୁଦୂର ବରଫାବୃତ୍ତ ରାଷ୍ଟ୍ରାଞ୍ଚଳରୁ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶାଗତ ପକ୍ଷୀଙ୍କ ଆଗମନ ବଢ଼ିବାରେ ଲାଗିଛି।...

ନାମାଙ୍କନ ଦାଖଲ କଲେନି ପ୍ରଦୀପ ପୁରୋହିତ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ନାହିଁ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ। ଚାଷୀଙ୍କୁ ସମର୍ଥନ ଜଣାଇ ନାମାଙ୍କନ ପତ୍ର ଭରି ନାହାନ୍ତି...

ଆଜି ରାଜ୍ୟରେ ୧୦୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୦ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ...

ସରିଲା ନିବେଶ ମହାକୁମ୍ଭ

ଭୁବନେଶ୍ୱର,୫।୧୨(ବ୍ୟୁରୋ):ଚଳିତ ବର୍ଷ ନଭେମ୍ବର ୩୦ରୁ ଆରମ୍ଭ ହୋଇଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ (ଏମ୍‌ଆଇଓସି)-୨୨ ରବିବାର ଆନୁଷ୍ଠାନିକ ଭାବେ ଶେଷ ହୋଇଛି। ଗତ ୫ ଦିନ...

ଶହୀଦ ଲକ୍ଷ୍ମଣ ନାୟକଙ୍କୁ ଭାରତରତ୍ନ ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀକାନ୍ତ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଶହୀଦ ଲକ୍ଷ୍ମଣ ନାୟକଙ୍କୁ ଭାରତରତ୍ନ ଦାବିରେ ଶୁକ୍ରବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ବିଧାନସଭାରେ ଏ ସମ୍ପର୍କିତ...

Advertisement
Archives

Model This Week