Posted inଫୁରସତ

ଚୋରି କରିବାକୁ ଆସିଥିଲେ, ରେଲିଂରେ ଫସିଗଲା ମୁଣ୍ଡ; ଆଉ ତା’ ପରେ…

ଚୋରି କରିବାକୁ ଚୋରମାନେ ବିଭିନ୍ନ ଉପାୟ ଆପଣାଇଥାନ୍ତି। ମାତ୍ର କିଛି ତରିକା ଏମିତି ଭୁଲ୍‌ ହୋଇଥାଏ, ଯାହାଦ୍ୱାରା ଚୋର ଧରା ପଡ଼ିବା ସହ ଜେଲ୍‌ ଯିବାକୁ ବି ପଡ଼ିଥାଏ। ଠିକ୍‌ ଏମିତି ଏକ ଘଟଣା ଘଟିଛି ମେକ୍ସିକୋରେ।

ଏକ ରିପୋର୍ଟ ଅନୁଯାୟୀ, ଚୋରି କରିବା ଉଦ୍ଦେଶ୍ୟରେ ଚୋର ଜଣକ ମେକ୍ସିକୋ ସହରରେ ଥିବା ଜଣେ ଲୋକଙ୍କ ଘରେ ପଶିଥିଲୋ। ମାତ୍ର ଭିତରକୁ ଯିବା ପାଇଁ ରେଲିଂରେ ମୁଣ୍ଡ ଗଳାଇବା ସମୟରେ ମୁଣ୍ଡ ଫସିଗଲା। ଫଳରେ ଦୀର୍ଘ ସମୟ ପର୍ଯ୍ୟନ୍ତ ଚେଷ୍ଟା କରି ମଧ୍ୟ ମୁଣ୍ଡ ବାହାରି କରିପାରି ନ ଥିଲେ। ପ୍ରାୟ ୩ ଘଣ୍ଟା ରେଲିଂରେ ଫସି ରହିଥିଲେ।

ନିକଟରେ ଥିବା ଲୋକେ କହିଛନ୍ତି, ଚୋର ଜଣକ ବାହାରିବା ପାଇଁ ବହୁତ ଚେଷ୍ଟା କରିଥିଲେ। ମାତ୍ର ରେଲିଂରୁ ମୁଣ୍ଡ ବାହାର କରିପାରି ନ ଥିଲେ। ଫଳରେ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଚୋରଙ୍କ ଏପରି ଅବସ୍ଥା ଦେଖି ଘାବରାଇ ଯାଇଥିଲା। ଚୋରଙ୍କ ଗୋଟିଏ ହାତ ଏବଂ ମୁଣ୍ଡ ରେଲିଂରେ ଓହଳି ରହିଥିଲା। ଏଥିପାଇଁ ପୋଲିସକୁ ବହୁତ କଷ୍ଟ କରିବାକୁ ପଡ଼ିଥିଲା। ଶେଷରେ ରେଲିଂକୁ କଟର ସାହାଯ୍ୟରେ କାଟି ମୁଣ୍ଡ ବାହାର କରି ହାତରେ ହାତକଡ଼ି ପକାଇ ଥାନାକୁ ନେଇଯାଇଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri