ପୋଲିସ ବାବୁଙ୍କ ଘରେ ଚୋରି ପରେ ଚିଠି ଛାଡ଼ିଗଲା ଚୋର…

ଭୋପାଳ,୭।୭: ଜଣେ ପୋଲିସ ବାବୁଙ୍କ ଘରେ ଚୋରି କରିବା ପରେ ବିଚରା ଚୋର ଏକ ଚିଠି ଛାଡ଼ି ପଳାଇଛି। ଅସୁବିଧା ଥିବାରୁ ସେ ଚୋରି କରିଥିବା ଚିଠିରେ ଲଲ୍ଲେଖ କରିଛନ୍ତି। ଏପରି ନ କଲେ ତାଙ୍କ ସାଙ୍ଗଙ୍କର ଜୀବନ ରକ୍ଷା ସମ୍ଭବ ହେବ ନାହିଁ ବୋଲି ଚୋର ଚିଠିରେ ଲେଖିଛନ୍ତି। ଆର୍ଥିକ ଅବସ୍ଥା ସୁଧୁରିଲେ ସେ ଚୋରି କରିଥିବା ଟଙ୍କା ଫେରାଇ ଦେବାକୁ ଚିଠିରେ ପ୍ରତିଶ୍ରୁତି ଦେଇଛନ୍ତି। ବନ୍ଧୁ ଏନେଇ ମନ ଦୁଃଖ କରିବେନି ବୋଲି ବି କହିଛନ୍ତି। ମଧ୍ୟପ୍ରଦେଶର ଭିଣ୍ଡ୍‌ରେ ଏଭଳି ରୋଚକ ଘଟଣା ଘଟିଛି। ପୋଲିସ ବାବୁ ଜଣକ ଛତିଶଗଡ଼ରେ କାମ କରୁଥିବା ସ୍ଥାନୀୟ ଥାନାର ଭାରପ୍ରାପ୍ତ ଅଧିକାରୀ ସୂଚନା ଦେଇଛନ୍ତି। ଚୋର କିଛି ସୁନା ରୁପା ଅଳଙ୍କାର ଏବଂ ଟଙ୍କା ଚୋରି କରିଥିବା ସମ୍ପୃକ୍ତ ପୋଲିସ ବାବୁଙ୍କ ପରିବାର ପକ୍ଷରୁ କୁହାଯାଇଛି। ଘଟଣାର ତଦନ୍ତ ଜାରି ରହିଛି। ଏବେ ଏହି ଘଟଣା ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ…

ଭୁବନେଶ୍ୱର, ୨୨।୨: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri