ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…

ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍‌ ନ ଥିବାବେଳେ ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ସବୁ ଲୁଟିନେଇଛନ୍ତି। ପ୍ରାୟ ୪୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଚୋରି କରିନେଇଛନ୍ତି। ଅଭିଯୋଗ ପାଇ ଓଡ଼ଗାଁ ଆଦର୍ଶ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି। ମନ୍ଦିର ଚୋରି ରାକେଟ କିଛି ଦିନର ନୀରବତା ପରେ ପୁଣି ସକ୍ରିୟ ହୋଇ ଉଠିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଯଜ୍ଞ କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା; ସିଜେପି (CJP)କହିଲା, ’ଆମେ ସେମାନଙ୍କଠାରୁ ଏଭଳି ନାଟକର…’

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଆୟୋଜିତ ‘୧୦୮-କୁଣ୍ଡୀୟ ଯଜ୍ଞ’ରେ ଅଂଶଗ୍ରହଣ କରିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ…

ବ୍ରେକଅପ୍‌ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଆକୃତି ଅଗ୍ରୱାଲ, ପୃଥ୍ବୀ ଶ’ଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୧୭।୯: ଟିମ୍‌ ଇଣ୍ଡିଆରୁ ଦୀର୍ଘ ସମୟ ଧରି ଦୂରେ ଥିବା ଭାରତୀୟ ଓପନର ବ୍ୟାଟର ପୃଥ୍ୱୀ ଶ’ଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।…

ମୋଦିଙ୍କ ଜନ୍ମଦିନକୁ ନେଇ କଡ଼ା ସମାଲୋଚନା କଲେ ଭାଇ ବୀରେନ୍ଦ୍ର, କହିଲେ ମୋଦି କୌଣସି ମହାପୁରୁଷ ନୁହେଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାଜପା ଦ୍ୱାରା ଆୟୋଜିତ ‘ଆଶୀର୍ବାଦ କା ଦିୟା’ (ଆଶୀର୍ବାଦର ଦୀପ) କାର୍ଯ୍ୟକ୍ରମକୁ ନେଇ ଆରଜେଡି (RJD) ବିଧାୟକ ଭାଇ…

ପାର୍ବଣ ପୂର୍ବରୁ ବଡ଼ ଖବର: ଶସ୍ତା ହେବ ଖାଇବା ତେଲ! ଆମଦାନୀ ଶୁଳ୍କ କମାଇବାକୁ ସରକାରଙ୍କ…

ନୂଆଦିଲ୍ଲୀ,୧୭।୯: ଦେଶରେ ବୃଦ୍ଧି ପାଉଥିବା ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ମଧ୍ୟରେ ସାଧାରଣ ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଆଗାମୀ ପାର୍ବଣ ଋତୁ…

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ…

ଅବସର ନେଇ ଚକିତ କରାଇଲେ ଏହି ୩୮ ବର୍ଷୀୟ ଖେଳାଳି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୭।୯: ଅଷ୍ଟ୍ରେଲିଆର ଅଭିଜ୍ଞ ୱିକେଟ୍‌କିପର-ବ୍ୟାଟର ମାଥ୍ୟୁ ୱେଡ୍ ବିଗ୍‌ ବାଶ୍‌ ଲିଗ୍‌ (BBL)ରୁ ଅବସର ଘୋଷଣା କରିଛନ୍ତି । ଏହା ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?