ଘରର ଛାତ ଉପରେ ରଖନ୍ତୁନି ଏପରି ଜିନିଷ: ହୋଇପାରେ ବଡ଼ କ୍ଷତି

ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ଛାତ ଉପରେ କିଛି ଜିନିଷ ରଖିବା ବର୍ଜିତ। କାହିଁକି ନା ଏହାଦ୍ୱାରା ବାସ୍ତୁଦୋଷ ଲାଗିଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ ଅନାବଶ୍ୟକ ସାମଗ୍ରୀ ରଖିବା ଦ୍ୱାରା ଘରେ ନକାରାତ୍ମକ ପ୍ରଭାବ ବଢ଼ିଥାଏ। ଏହାଦ୍ୱାରା ଘରର ଅନ୍ୟ ସଦସ୍ୟଙ୍କ ପ୍ରଭାବ ପଡ଼ିଥାଏ। ଏଥିପାଇଁ ଘରର ଛାତ ଉପରକୁ ସବୁବେଳେ ସଫାସୁତୁରା ରଖିବା ଆବଶ୍ୟକ…
ଭାଙ୍ଗିଯାଇଥିବା ବାସନ
ଘରର ଛାତ ଉପରେ ଭଙ୍ଗା ବାସନ ରଖିବା ଦ୍ୱାରା ଅଶୁଭ ମନାଯାଏ। ଏହାଦ୍ୱାରା ଘରେ ନକାରାତ୍ମକ ଶକ୍ତିର ପ୍ରବେଶ ଘଟେ। ଫଳରେ ଘରେ ରହୁଥିବା ସଦସ୍ୟଙ୍କଠାରେ ଅନେକ ସମସ୍ୟା ଦେଖିବାକୁ ମିଳିଥାଏ।
ପୁରୁଣା ଜୋତା
ଘରର ଛାତ ଉପରେ ପୁରୁଣା ଜୋତା ରଖିବା ଦ୍ୱାରା ଅଶୁଭ ହୋଇଥାଏ। ପୁରୁଣା ଜୋତା ରଖିବା ଦ୍ୱାରା ଘରର ସଦସ୍ୟଙ୍କ ପ୍ରଗତି ଏବଂ ସଫଳତାରେ ବାଧା ଦେଖିବାକୁ ମିଳିଥାଏ।
କବାଟ
ଘରର ଛାତ ଉପରେ ଭଙ୍ଗା କବାଟ ରଖିବା ବି ବାସ୍ତୁଦୋଷର କାରଣ ହୋଇଥାଏ। ଏହାଦ୍ୱାରା ଘରେ ସ୍ବାସ୍ଥ୍ୟ ସମସ୍ୟା ସମୃଦ୍ଧିରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ।
କଣ୍ଟାଗଛ
ଛାତ ଉପରେ କଣ୍ଟା ଜାତୀୟ ଗଛ ରଖିବା ଅଶୁଭ। ଏହାକୁ ରଖିବା ଦ୍ୱାରା ଘର ସଦସ୍ୟଙ୍କ ସମ୍ପର୍କରେ ତିକ୍ତତା ଦେଖିବାକୁ ମିଳିଥାଏ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri