Posted inଜାତୀୟ

ତୃତୀୟ କୃଷି ବିଧେୟକକୁ ରାଜ୍ୟ ସଭାରେ ମଞ୍ଜୁରୀ

ନୂଆଦିଲ୍ଲୀ, ୨୨।୯: ନିଲମ୍ବିତ ଏମ୍‌ପିଙ୍କୁ ବିରୋଧୀ ଦଳ ସଦସ୍ୟ ମଙ୍ଗଳବାର ଗୃହତ୍ୟାଗ କରିବା ପରେ ତୃତୀୟ କୃଷି ବିଧେୟକକୁ ଧ୍ୱନି ମତରେ ମଞ୍ଜୁରୀ ମିଳିଛି। ଶାସକ ଦଳ ଏଭଳି ସୁଯୋଗକୁ ହାତଛଡ଼ା ନ କରି ଗୃହରେ ଉପସ୍ଥିତ ଥିବା ସଦସ୍ୟଙ୍କ ଦ୍ୱାରା ଆବଶ୍ୟକ ବସ୍ତୁ ବିଧେୟକ-୨୦୨୦କୁ ଅନୁମୋଦନ କରାଇ ନେଇଛି। ସେପ୍ଟେମ୍ବର ୧୫ରେ ଏହାକୁ ଲୋକ ସଭାର ମଞ୍ଜୁରୀ ମିଳି ସାରିଥିଲା। ଏହା ପୂର୍ବରୁ ୨ଟି କୃଷି ବିଧେୟକକୁ ସେପ୍ଟେମ୍ବର ୨୦ରେ ରାଜ୍ୟ ସଭାର ଅନୁମୋଦନ ମିଳି ସାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri