କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ ଫାଣ୍ଡିର ସବୁ ପୋଲିସଙ୍କ ବଦଳି ନିର୍ଦ୍ଦେଶ ଦିଆଯାଇଛି । ୩ଜଣଙ୍କୁ ନିଲମ୍ବନ କଲେ ଦକ୍ଷିଣାଞ୍ଚଳ IG ।  IPS ନିତୀଶ ମିଶ୍ରାଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କରାଯାଇଛି । ସେହିପରି SI ସମୀର ରାଉତ, ASI ବୈକୁଣ୍ଠନାଥ ଜେନା ଏବଂ କନେଷ୍ଟବଳ ସୁମନ ସାହୁଙ୍କୁ ସସପେଣ୍ଡ କରାଯାଇଛି । ଅନ୍ୟପଟେ ଡ୍ରାଇଭର କୃଷ୍ଣ ଚନ୍ଦ୍ର ପ୍ରଧାନଙ୍କୁ ଦାୟିତ୍ୱ ମୁକ୍ତ କରାଯାଇଛି ।

କହିରଖୁଛୁ କି, ଥାନା ଭିତରେ ସୁଶାନ୍ତ ସାହୁଙ୍କୁ ନିର୍ଯାତନା ଦେଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଥିଲେ । ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଥାନାରେ ନିର୍ଯାତନା ଓ ନିର୍ଧୁମ ମାଡ଼ ମାରିବା ସହ ଗରମ ପାଣି ଢାଳି ଲଙ୍କାଗୁଣ୍ଡ ପକାଇଦେଇଥିବା ନେଇ ଶାନ୍ତଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି । ଏହି ଘଟଣାରେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri