ରବିବାରଠାରୁ କରୋନା ଟିକାର ତୃତୀୟ ଡୋଜ୍‌…

ନୂଆଦିଲ୍ଲୀ, ୯।୪ : ଦେଶରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ କରୋନା ଟିକାର ତୃତୀୟ ଡୋଜ୍‌ ପ୍ରଦାନ ଆରମ୍ଭ ହେବ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାକୁ ପ୍ରତିଷେଧକ ଡୋଜ୍‌( ପ୍ରିକ୍ୱେଶନ ଡୋଜ୍‌) ଭାବେ ନାମିତ କରାଯାଇଛି।

ସ୍ବାସ୍ଥ୍ୟକର୍ମୀ ଏବଂ ୬୦ ବୟସରୁ ଅଧିକ ବୟସ୍କଙ୍କୁ ଏହା ମାଗଣାରେ ଦିଆଯିବ। ମାତ୍ର ଅନ୍ୟମାନଙ୍କୁ ଏଥିପାଇଁ ଆବଶ୍ୟକ ଦେୟ ପୈଠ କରିବାକୁ ପଡ଼ିବ। ଏହା ଘରୋଇ ହସ୍ପିଟାଲରେ ଦିଆଯିବ। ୧୮ ବୟସରୁ ଅଧିକ ବୟସ୍କ ଯେଉଁମାନେ ୯ ମାସ ତଳେ ଦ୍ୱିତୀୟ ଡୋଜ୍‌ ନେଇଛନ୍ତି ସେମାନଙ୍କୁ ତୃତୀୟ ଡୋଜ୍‌ ଦିଆଯିବ।

ଉଭୟ କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌ ପ୍ରତିଷେଧକ ଡୋଜ୍‌ ବା ବୁଷ୍ଟର ଡୋଜ୍‌ ଦାମ ଘରୋଇ ହସ୍ପିଟାଲରେ ୨୨୫ ଟଙ୍କାରେ ମିଳିବ। ଏହା ଉପରେ ୧୫୦ ଟଙ୍କାର ସର୍ଭିସ୍‌ ଚାର୍ଜ ମଧ୍ୟ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବୟଫ୍ରେଣ୍ଡଙ୍କ ଆକୁଳ ନିବେଦନ: ମୁଖ୍ୟମନ୍ତ୍ରୀ ମହାଶୟ ବିବାହ ବନ୍ଦ କରିଦିଅନ୍ତୁ, ମୋ ଗର୍ଲଫ୍ରେଣ୍ଡ…

ଜୟପୁର,୯।୫: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ କରୋନା ମହାମାରୀ ଯୋଗୁ ବିବାହ ନ କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଥିଲେ। ଏବେ ଜଣେ ଯୁବକ ମୁଖ୍ୟମନ୍ତ୍ରୀଙ୍କୁ ବିବାହ...

ଭାଜପା ବିରୋଧୀଙ୍କୁ ଏକତ୍ରିତ ହେବାକୁ ଚିଠି ଲେଖିଲେ ମମତା

ନୂଆଦିଲ୍ଲୀ, ୩୧।୩ : ନନ୍ଦିଗ୍ରାମରେ ଶୁଭେନ୍ଦୁ ଅଧିକାରୀଙ୍କ ସହ ହେବାକୁ ଯାଉଥିବା ନିର୍ବାଚନୀ ଯୁଦ୍ଧ ଅବସରରେ ଭାଜପାର ବିରୋଧୀ ଦଳର ନେତାଙ୍କୁ ଚିଠି ଲେଖିଛନ୍ତି ପଶ୍ଚିମବଙ୍ଗ...

ମିଳିତ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର, ୬।୧୨: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କ ଉପରେ ରବିବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଜଣେ ଯବାନ ଏବଂ ଜଣେ ସାଧାରଣ ଲୋକ ଆହତ ହୋଇଛନ୍ତି।...

ଆମେରିକାରେ ନ ଥିବେ ଡୋନାଲ୍ଡ ଟ୍ରମ୍ପଙ୍କ ଏମିତି ପ୍ରଶଂସକ!

ହାଇଦ୍ରାବାଦ୍‌,୧୮।୨: ଫେବୃୟାରୀ ୨୪ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଅହମଦାବାଦ ଯିବେ। ତାଙ୍କୁ ସ୍ବାଗତ କରିବା ପାଇଁ...

ଜେଇଇ ଆଡଭାନ୍ସଡ୍‌ ସ୍ଥଗିତ

ନୂଆଦିଲ୍ଲୀ, ୨୭।୫: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜୁଲାଇ ୩ରେ ଅନୁଷ୍ଠିତ ହେବାକୁ ଥିବା ଚଳିତ ବର୍ଷର ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ୍‌କୁ...

କେରଳରେ ଲାଗୁ ହେବ ନାହିଁ ସିଏଏ

ନୂଆଦିଲ୍ଲୀ,୧୪ ।୨: କେରଳରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ରାଜନୈତିକ ଉଷ୍ମତା ଆରମ୍ଭ ହୋଇଗଲାଣି । ଗୋଟିଏ ପଟେ ସ୍ୱରାଷ୍ଟ୍ରମନ୍ତ୍ରୀ...

କୋଭିଡ୍‌-୧୯ରୁ ସୁସ୍ଥ ହେଲେ ମୋର୍ତ୍ତାଜା

ଢାକା,୧୬।୭(ପି.ଟି.): ବାଂଲାଦେଶ ପୂର୍ବତନ ଅଧିନାୟକ ମଶ୍ରାଫି ମୋର୍ତ୍ତାଜା କରୋନା ଭାଇରସ୍‌ ସଂକ୍ରମଣରୁ ମୁକ୍ତ ହୋଇଛନ୍ତି। ଜୁନ୍‌ ୨୦ ତାରିଖରୁ ସେ ଘରେ ରହି ଚିକିତ୍ସିତ ହୋଇ...

ଟିକେଟ ଟଙ୍କା ଫେରାଇବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨।୧୦:ଦେଶରେ କରୋନା ମହାମାରୀ ସଂକ୍ରମଣ ଲାଗି ଲକ୍‌ଡାଉନ୍‌ ଜାରି କରାଯାଇଥିଲା। ଏହି ସମୟରେ ବିମାନ ଯାତ୍ରାକୁ ବାତିଲ କରାଯାଇଥିଲା। ତେବେ ଯାତ୍ରୀଙ୍କ ଟିକେଟ ବୁକିଂ...

Advertisement
Archives

Model This Week