Posted inଜାତୀୟ

କଂଗ୍ରେସ ବିନା ତୃତୀୟ ସାମ୍ମୁଖ୍ୟ ଅସମ୍ଭବ…

ନୂଆଦିଲ୍ଲୀ, ୧୩।୪ : ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପୱାର ଦେଶରେ ଏକ ତୃତୀୟ ମାମ୍ମୁଖ୍ୟ ଗଠନ ନେଇ ବୁଧବାର ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ କଂଗ୍ରେସ ବିନା ତୃତୀୟ ସାମ୍ମୁଖ୍ୟ ସମ୍ଭବ ନୁହେଁ। ତେଣୁ କଂଗ୍ରେସକୁ ସାଙ୍ଗରେ ନେବା ଆବଶ୍ୟକ।

ସେ କହିଛନ୍ତି ଯେ କଂଗ୍ରେସ ଦେଶର ଦ୍ୱିତୀୟ ବୃହତ୍ତମ ଦଳ ଏବଂ ଦେଶର ରାଜନୀତିରେ ଏହାର ମହତ୍ତ୍ୱପୂର୍ଣ୍ଣ ଅବଦାନ ରହିଛି। ଯେତେବେଳେ ଶରଦ ପାୱାରଙ୍କୁ ପଚରାଯାଇଥିଲା ଯେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ନେତୃତ୍ୱ ଉପରେ ଲୋକମାନେ ରାଗିଛନ୍ତି। ପୱାର କହିଛନ୍ତି ଯେ ସମସ୍ତଙ୍କୁ ଏକାଠି ବସି କଥା ହେବାକୁ ପଡ଼ିବ।

ଏହା ବ୍ୟତୀତ ଶରଦ ପୱାର ରାଜ ଠାକରେଙ୍କ ରାଜ୍ୟ ସରକାରଙ୍କୁ ମସଜିଦରେ ଲାଉଡ ସ୍ପିକର ବନ୍ଦ କରିବାକୁ ଚେତାବନୀ ଉପରେ ପରାମର୍ଶ ଦେଇଛନ୍ତି। ରାଜ୍ୟ ସରକାର ଏହାକୁ ଗୁରୁତର ସହ ବିଚାର କରିବା ଉଚିତ ବୋଲି ସେ କହିଛନ୍ତି। ଏବେ ମୁଦ୍ରାସ୍ଫୀତି ଏବଂ ବେକାରୀ ବିଷୟରେ କହିବାର ସମୟ ଆସିଛି। କିନ୍ତୁ ଏହା ଉପରେ କେହି କହୁ ନଥିବାରୁ ସେ କ୍ଷୋଭ ପ୍ରକାଶ କରିଛନ୍ତି।

ଏହା ପୂର୍ବରୁ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ମଧ୍ୟ ଭାରତୀୟ ଜନତା ପାର୍ଟି ବିରୋଧରେ ବିରୋଧୀ ଦଳକୁ ଏକତ୍ରିତ କରିବା ପାଇଁ ଏକ ଅଭିଯାନ ଆରମ୍ଭ କରିଛନ୍ତି। ଫେବୃଆରୀ ମାସରେ,ସେ ଉଦ୍ଧବ ଠାକରେ, ଶରଦ ପୱାରଙ୍କ ସମେତ ବହୁ ବଡ ନେତାଙ୍କୁ ଭେଟି କହିଥିଲେ ଯେ ସ୍ବାଧୀନତାର ୭୫ ବର୍ଷ ପରେ ଦେଶର ରାଜନୀତି, ବିକାଶର ଗତି, ଦେଶର ପରିସ୍ଥିତି ବିଷୟରେ ଆଲୋଚନା କରିବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri