Posted inଜାତୀୟ

ପୋଲାଣ୍ଡରୁ ୨୦୮ ଭାରତୀୟଙ୍କୁ ନେଇ ଦିଲ୍ଲୀ ପହଞ୍ଚିଲା ବାୟୁସେନାର ତୃତୀୟ ବିମାନ

ନୂଆଦିଲ୍ଲୀ,୩ ।୩: ଅପରେଶନ ଗଙ୍ଗାରେ ସାମିଲ ହୋଇଥିବା ଭାରତୀୟ ବାୟୁସେନାର ସି-୧୭ ବିମାନ ଗୁରୁବାର ସକାଳୁ ପୋଲାଣ୍ଡରେ ଆଶ୍ରୟ ନେଇଥିବା ୨୦୮ ଭାରତୀୟଙ୍କୁ ନେଇ ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରିଛି । ବିମାନଟି ଭାରତୀୟ ବାୟୁସେନରା ନିଜସ୍ୱ ବେସ ହିଂଡାନ ଏୟାର ବେସରେ ଲ୍ୟାଣ୍ଡ କରିଛି । ଏଥିରେ ସ୍ୱଦେଶ ଫେରିଥିବା ଭାରତୀୟଙ୍କ ମଧ୍ୟରେ ଅଧିକାଂଶ ଛାତ୍ର ରହିଥିବା ବେଳେ ସ୍ୱଦେଶ ପହଞ୍ଚିବା ପରେ ସେମାନଙ୍କ ମୁହଁରେ ଖୁସି ଦେଖିବାକୁ ମିଳିଛି । ଭାରତୀୟ ବାୟୁସେନା ଉଦ୍ଧାର କାର୍ଯ୍ୟରେ ଲାଗିବା ପରେ ଗୋଟିଏ ଦିନରେ ପାଖାପାଖି ହଜାରେ ଭାରତୀୟଙ୍କୁ ୟୁକ୍ରେନ ସଙ୍କଟ ମଧ୍ୟରୁ ଉଦ୍ଧାର କରାଯାଇଥିବା ବେଳେ ଗୁରୁବାର ଆଉ ୫୦୦୦ ଲୋକଙ୍କୁ ଉଦ୍ଧାର କରିବାର ଯୋଜନା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….

ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର…

ଅଶୋଧିତ ତୈଳ ମୂଲ୍ୟ ହ୍ରାସ:ଆମେରିକା-ଇରାନ ଚୁକ୍ତି ପରେ ପ୍ରଥମ ଜାହାଜ ଭାବେ ହର୍ମୁଜ ଛାଡ଼ିଲା ‘ଦିଶା’

ଓ୍ବାଶିଂଟନ,୧୫।୬: ପାକିସ୍ତାନ ଏବଂ କତାର ମଧ୍ୟସ୍ଥତା ମାଧ୍ୟମରେ ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ବିବାଦ ଯୋଗୁ ମାସ ମାସ ଧରି…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri