ଚିନ୍ତା ବଢାଇଲାଣି କରୋନାର ତୃତୀୟ ଲହର: ପୁଡୁଚେରୀରେ ୨୦ ଶିଶୁ ହସ୍ପିଟାଲରେ ଭର୍ତ୍ତି

ପୁଡୁଚେରୀ,୧୬ ।୭: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉ ନାହିଁ । ଗୋଟିଏ ପଟେ ଦ୍ୱିତୀୟ ଲହର ଏବେବି ରହିଥିବା ବେଳେ ଅନ୍ୟପଟେ ତୃତୀୟ ଲହର ପାଦ ଥାପି ସାରିଲାଣି । ବିଶେଷଜ୍ଞଙ୍କ କହିବା ଅନୁଯାୟୀ ତୃତୀୟ ଲହର ଶିଶୁମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରି ସାରିଲାଣି । ମିଳିଥିବା ସୂଚନାରୁ ଜଣାପଡିଛି କି ପୁଡୁଚେରୀରେ ଏକାଥରେ ୨୦ ଶିଶୁ ଅସୁସ୍ଥ ହୋଇ ପଡିବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ଏକାଥରେ ପିଲାମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଏବେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡିଛି । ତେବେ ସମସ୍ତ ୨୦ ଜଣ ଶିଶୁ କରୋନା ପଜିଟିଭ ହୋଇଥିବା ବେଳେ ସେମାନଙ୍କୁ ତୁରନ୍ତ କାଦିରକାମମ ସ୍ଥିତ ଇନ୍ଦିରା ଗାନ୍ଧୀ ସରକାରୀ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା । ପିଲାମାନଙ୍କ ବୟସ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା କହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସେବା ନିର୍ଦ୍ଦେଶକ ଏମ୍ ମୋହନ କୁମାର ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri