ତୃତୀୟ ଲହର ଆତଙ୍କ: ରିପୋର୍ଟ ନେଗେଟିଭ୍‌ ଥିଲେ ବି ଫୁସ୍‌ଫୁସ୍‌ର ୯୦ ପ୍ରତିଶତ ସଂକ୍ରମିତ…

ପାଟନା,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ବିହାରରେ ତୃତୀୟ ଲହର ନେଇ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ରାଜ୍ୟରେ ୬୦୦ରୁ ଅଧିକ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ରାଜଧାନୀ ପାଟନାର ଆଇଜିଆଇଏମ୍‌ଏସ୍‌ ହସ୍ପିଟାଲରେ ଏବେ ଜଣେ ୮ ବର୍ଷ ବୟସ୍କ ଶିଶୁଙ୍କୁ ନେଇ ଡାକ୍ତରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସମ୍ପୃକ୍ତ ଶିଶୁଙ୍କଠାରେ କୌଣସି କରୋନା ସଂକ୍ରମଣ ପ୍ରକାଶ ପାଇ ନ ଥିଲେ ବି ତାଙ୍କର ଫୁସ୍‌ଫୁସ୍‌ର ୯୦ ପ୍ରତିଶତ ସଂକ୍ରମିତ ହୋଇ ସାରିଛି। ଏହା ଯୋଗୁ ତୃତୀୟ ଲହରର ଭୟାବହତା ନେଇ ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଛି। ସମ୍ପୃକ୍ତ ଶିଶୁଙ୍କର ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ୍‌ ଏବଂ ଆର୍‌ଟି-ପିସିଆର୍‌ ଟେଷ୍ଟ୍‌ ନେଗେଟିଭ୍‌ ଆସିଥିଲା। ମାତ୍ର ଶିଶୁଙ୍କର ଫୁସ୍‌ଫୁସ୍‌ ସହିତ ଲିଭର ଏବଂ କିଡ୍‌ନୀରେ କରୋନା ସଂକ୍ରମଣ ଦେଖାଯାଇଛି। ଶିଶୁଙ୍କର ପରିବାର ସଦସ୍ୟଙ୍କ ମଧ୍ୟରୁ କେହି କରୋନାରେ ଆକ୍ରାନ୍ତ ହୋଇ ନ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ଶିଶୁଙ୍କ ଜ୍ୱର ଏବଂ ନିଶ୍ୱାସ ନେବାରେ କଷ୍ଟ ହେବାରୁ ତାଙ୍କୁ ମେ‘ ୨୨ରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri