ଆଜି ସର୍ବାଧିକ ୧୩ ମୁଣ୍ଡ ନେଲା କରୋନା: ଏହି ଜିଲାରୁ ଅଛନ୍ତି ୬

ଭୁବନେଶ୍ୱର,୯।୮(ବ୍ୟୁରୋ): ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି କରୋନା। ରାଜ୍ୟରେ ରବିବାର କରୋନା ସଂକ୍ରମିତ ହୋଇ ସର୍ବାଧିକ ୧୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱରର ଜଣେ ୮୧ ବର୍ଷୀୟ ବୃଦ୍ଧ, ଭୁବନେଶ୍ୱରର ଜଣେ ୫୨ ବର୍ଷୀୟ ବ୍ୟକ୍ତି, ଖୋର୍ଦ୍ଧାର ଜଣେ ୬୦ ବର୍ଷୀୟ ବୃଦ୍ଧ, କୋରାପୁଟର ଜଣେ ୬୫ ବର୍ଷୀୟ ବୃଦ୍ଧ, ବରଗଡ଼ର ୩୯ ବର୍ଷୀୟ ବ୍ୟକ୍ତି, ନୟାଗଡ଼ର ଜଣେ ୬୦ ବର୍ଷୀୟ ବୃଦ୍ଧ, ଗଞ୍ଜାମର ୬୫ ବର୍ଷୀୟ ବୃଦ୍ଧ, ୪୦ ବର୍ଷୀୟ ବ୍ୟକ୍ତି, ୬୦ ବର୍ଷୀୟ ବୃଦ୍ଧା, ୬୬ ବର୍ଷୀୟ ବୃଦ୍ଧା, ୩୭ ବର୍ଷୀୟ ବ୍ୟକ୍ତି, ୫୦ ବର୍ଷୀୟ ବ୍ୟକ୍ତି ଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପୂର୍ବାହ୍ନରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri