ଆଜି ସର୍ବାଧିକ ୧୩ ମୁଣ୍ଡ ନେଲା କରୋନା: ଏହି ଜିଲାରୁ ଅଛନ୍ତି ୬

ଭୁବନେଶ୍ୱର,୯।୮(ବ୍ୟୁରୋ): ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି କରୋନା। ରାଜ୍ୟରେ ରବିବାର କରୋନା ସଂକ୍ରମିତ ହୋଇ ସର୍ବାଧିକ ୧୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱରର ଜଣେ ୮୧ ବର୍ଷୀୟ ବୃଦ୍ଧ, ଭୁବନେଶ୍ୱରର ଜଣେ ୫୨ ବର୍ଷୀୟ ବ୍ୟକ୍ତି, ଖୋର୍ଦ୍ଧାର ଜଣେ ୬୦ ବର୍ଷୀୟ ବୃଦ୍ଧ, କୋରାପୁଟର ଜଣେ ୬୫ ବର୍ଷୀୟ ବୃଦ୍ଧ, ବରଗଡ଼ର ୩୯ ବର୍ଷୀୟ ବ୍ୟକ୍ତି, ନୟାଗଡ଼ର ଜଣେ ୬୦ ବର୍ଷୀୟ ବୃଦ୍ଧ, ଗଞ୍ଜାମର ୬୫ ବର୍ଷୀୟ ବୃଦ୍ଧ, ୪୦ ବର୍ଷୀୟ ବ୍ୟକ୍ତି, ୬୦ ବର୍ଷୀୟ ବୃଦ୍ଧା, ୬୬ ବର୍ଷୀୟ ବୃଦ୍ଧା, ୩୭ ବର୍ଷୀୟ ବ୍ୟକ୍ତି, ୫୦ ବର୍ଷୀୟ ବ୍ୟକ୍ତି ଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପୂର୍ବାହ୍ନରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେରଗଡ଼ ସ୍ଥିତି ବିଗୁଡ଼ିଛି , ୩୦ ଗାଁରେ ୫୨ ପଜିଟିଭ୍‌

ଶେରଗଡ଼,୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ବ୍ଲକର ୩୦ ଗ୍ରାମରେ ବର୍ତ୍ତମାନ ସୁଦ୍ଧା ୫୨ଜଣ ଆକ୍ରାନ୍ତ ହେଲେଣି। ସେଥିରୁ କରୋନା...

ସ୍ତ୍ରୀଙ୍କୁ ମାଡ଼ମାରି ଗାତରେ ଫିଙ୍ଗିଦେଲେ ସ୍ବାମୀ

କାମାକ୍ଷାନଗର,୧୪ା୩(ଡି.ଏନ୍‌.ଏ): ପିଶାଚ ସ୍ବାମୀଙ୍କ ଉନ୍ମୁତ୍ତ କାଣ୍ଡ। ସ୍ତ୍ରୀକୁ ମାଡ଼ ମାରି ବାଡ଼ିପଟ ଗାତରେ ପକାଇ ଦେଇଛନ୍ତି ସ୍ବାମୀ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଶୀତଳବସା ଗାଁରେ...

ପାହାଡ଼ିଆ ଅଞ୍ଚଳରେ ସୁଧୁରିବ ଜଳ ସମସ୍ୟା

ଖଇରା, ୪।୬-ବାଲେଶ୍ୱର ଜିଲା ଖଇରା ବ୍ଲକର ଉପାନ୍ତ ପାହାଡିଆ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀଙ୍କ ପାଇଁ ଖୁସି ଖବର ା ଖୁବଶୀଘ୍ର ବର୍ଷ ବର୍ଷ ଧରି...

ତାମିଲନାଡୁ ଅକ୍ସିଜେନ ଉତ୍ପାଦନ କଲେ ଆପତ୍ତି ନାହିଁ

ନୂଆଦିଲ୍ଲୀ,୨୪ା୪: ଅକ୍ସିଜେନ ଅଭାବରୁ ଲୋକେ ମରୁଛନ୍ତି। ତାମିଲନାଡୁ ସରକାର ଅକ୍ସିଜେନ ଉତ୍ପାଦନ ପାଇଁ ବେଦାନ୍ତର ଟୁଟିକୋରିନ ପ୍ଲାଣ୍ଟକୁ କାହିଁକି ହାତକୁ ନେଇପାରିବେ ନାହିଁ ବୋଲି ଶୁକ୍ରବାର...

ଭାରତରେ ଆରମ୍ଭ ହେଲାଣି ଗୋଷ୍ଠୀ ସଂକ୍ରମଣ: ବିଶେଷଜ୍ଞ

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ସରକାରୀ ଭାବେ କୁହାଯାଉଛି ଯେ, ଦେଶରେ କରୋନାର ଗୋଷ୍ଠୀ ସଂକ୍ରମଣ ଏପର୍ଯ୍ୟନ୍ତ ହୋଇନାହିଁ। ତେବେ ପ୍ରିଭେଣ୍ଟିଭ୍‌...

୮ ଇନ୍‌ଷ୍ଟ୍ରିମ୍‌ ଷ୍ଟୋରେଜ ପ୍ରୋଜେକ୍ଟ କାର୍ଯ୍ୟକାରୀ ହେବ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ସମୁଦ୍ରକୁ ବୋହି ଯାଉଥିବା ଜଳକୁ ସଂରକ୍ଷଣ କରାଯିବ। ମହାନଦୀର ତଳମୁଣ୍ଡରେ ଚଳିତ ବର୍ଷ ୮ଟି ଇନ୍‌ଷ୍ଟ୍ରିମ ଷ୍ଟୋରେଜ ପ୍ରୋଜେକ୍ଟ କାର୍ଯ୍ୟକାରୀ ହେବ। ଆସନ୍ତା ୫...

ସୋସିଆଲ ମିଡିଆରେ ମହାପ୍ରଭୁଙ୍କ ଗୁପ୍ତ ବିଧି

ପୁରୀ ଅଫିସ,୨୯ା୭:ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ। ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଶ୍ରୀଜଗନ୍ନାଥ ମନ୍ଦିର ରହିଛି। ସେଠାରେ ଶ୍ରଦ୍ଧାଳୁମାନେ ଠାକୁରମାନଙ୍କୁ ଉପାସନା କରୁଛନ୍ତି। ଏମିତି କି ଅନେକ...

ଉଠା ଦୋକାନୀଙ୍କ ବିରୋଧ, ଆଜିଠାରୁ ଉଚ୍ଛେଦ ବନ୍ଦ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ବିଏମ୍‌ସି, ବିଡିଏ ଓ ପୋଲିସ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦକୁ ଜୋର୍‌ଦାର ବିରୋଧ କରିଛି ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ...

Advertisement
Archives

Model This Week