ଢେଙ୍କାନାଳ,୧୭ା୯(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ଆରଦା ଗ୍ରାମରେ ରବିବାର ମଧ୍ୟାହ୍ନରେ ବଜ୍ରପାତ ଘଟି ୧୩ଟି ଗୋରୁଙ୍କ ମୃତ୍ୟୁ ହୋଇଛି। ବର୍ଷା ହେଉଥିବା ବେଳେ ଗୋରୁପଲ ଏକ ପଡ଼ିଆ ନିକଟରେ ଥିବା ଗଛ ତଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ବଜ୍ରପାତ ହେବାରୁ ୧୩ ଗୋରୁଙ୍କ ଜୀବନ ଚାଲିଯାଇଛି।
ଢେଙ୍କାନାଳ,୧୭ା୯(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ଆରଦା ଗ୍ରାମରେ ରବିବାର ମଧ୍ୟାହ୍ନରେ ବଜ୍ରପାତ ଘଟି ୧୩ଟି ଗୋରୁଙ୍କ ମୃତ୍ୟୁ ହୋଇଛି। ବର୍ଷା ହେଉଥିବା ବେଳେ ଗୋରୁପଲ ଏକ ପଡ଼ିଆ ନିକଟରେ ଥିବା ଗଛ ତଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ବଜ୍ରପାତ ହେବାରୁ ୧୩ ଗୋରୁଙ୍କ ଜୀବନ ଚାଲିଯାଇଛି।
ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…
କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍ରେ ହଠାତ ନିଆଁ ଲାଗିଯିବା…
ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…
ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…
ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…
ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…
ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…
ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…