ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ କାଳୀଙ୍କ ଘଟ ଓଡ଼ିଆ ଢମଣା ସାହି ସ୍ଥିତ ବାବା ରାମ ଲିଙ୍ଗେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ପରେ ମା ଭ୍ରମଣରେ ବାହାରିଛନ୍ତି ।

ପ୍ରଥମ ଦିବସରେ ନିଜ ସାହି ତଥା ଢମଣା ସାହିରେ ମଧ୍ୟରାତ୍ରରେ ରାମ ଲିଙ୍ଗେଶ୍ୱର ନାଟ୍ୟ କଳା ସାଂସଦ ଦ୍ୱାରା ମହାନ ପୌରାଣିକ ନାଟକ “କାନ୍ଦଇ ଭାଉଜ ହସେ ଦିଅର “ନାଟକ ପରିବେଷଣ ହେବ ବୋଲି ମୁଖ୍ୟ ପରିଚାଳକ ପ୍ରଭାତ ସାହୁ ସୂଚନା ଦେଇଛନ୍ତି । ମେରୁ ସଂକ୍ରାନ୍ତି ପର୍ଯ୍ୟନ୍ତ ମା ଦକ୍ଷିଣ କାଳୀ ଗାଁ ଗାଁ ବୁଲି ମାନସିକଧାରୀଙ୍କ ଦାଣ୍ଡରେ ଢହ ଢହ ଖରାରେ ଦଣ୍ଡ ଭୋଗିଗେ ଭୋକତା । ଅଧିକାରୀ ଭିମା ରେଡି, ମୁଖ୍ୟ ପରିଚାଳକ ସନ୍ତୋଷ ସାହୁ, ପ୍ରଭାତ ସାହୁ ପ୍ରମୁଖ ମା’ଙ୍କ ସହ ଗାଁ ଗାଁ ବୁଲିବେ । ମେରୁ ସଂକ୍ରାନ୍ତି ଦାମୋଦର ପୁର ଗ୍ରାମ କଲେଜ ରୋଡ଼ ଠାରେ ଅବସ୍ଥିତ ମା’ ଦକ୍ଷିଣ କାଳୀଙ୍କ ମନ୍ଦିର ନିକଟରେ ମେରୁ ଯାତ୍ରା ଅନୁଷ୍ଠିତ ହେବ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?