୧୩ ଜିଲାକୁ କାଳବୈଶାଖୀ, ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ସୋମବାର ୧୩ ଜିଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମଟର ବହିବ। ଏଥିସହ ପ୍ରବଳ ବିଜୁଳି ଘଡ଼ଘଡ଼ି ମାରିବ। ଏହି ସମୟରେ କେହି ବାହାରକୁ ନ ବାହାରିବା ପାଇଁ ସତର୍କ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?