ସୁସ୍ଥ ହେଲେ ଓଡ୍ରାଫ୍‌ର ୧୩ କର୍ମଚାରୀ

ଛତ୍ରପୁର,୫ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠରେ ଥିବା ଅଷ୍ଟମ ବାଟାଲିୟନ ଅଧୀନ ଓଡ୍ରାଫ୍‌ ଓଡ଼ିଶା ବିପର୍ଯ୍ୟୟ ରାପିଡ୍‌ ଆକ୍ସନ ଫୋର୍ସର ୧୩ କର୍ମଚାରୀ କରୋନାରୁ ସୁସ୍ଥ ହୋଇଛନ୍ତି। ଏମାନେ ଭୁବନେଶ୍ୱରସ୍ଥିତ କୋଭିଡ୍‌ ହସ୍ପିଟାଲରୁ ଫେରି ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି।
ମିଳିଥିବା ସୂଚନାନୁଯାୟୀ, ଅଷ୍ଟମ ବାଟାଲିୟନ ଅଧୀନରେ ଥିବା ଓଡ୍ରାଫ୍‌ ଟିମ୍‌ ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ପାଇଁ ପଶ୍ଚିମବଙ୍ଗ ଯାଇଥିଲେ। ସେଠାରୁ କରୋନା ସଂକ୍ରମିତ ହୋଇ ଉକ୍ତ ୧୩ କର୍ମଚାରୀ ଓଡ଼ିଶା ଫେରିଥିଲେ। କୋଭିଡ୍‌ ଟେଷ୍ଟ ପରେ ଏମାନେ ପଜିଟିଭ୍‌ ଚି଼ହ୍ନଟ ହୋଇ ଭୁବନେଶ୍ୱରସ୍ଥିତ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ ନିୟମ ନ ମାନି ଅମାନିଆ ଗଣିଲେ ୮୦୦୦ ଜରିମାନା

ବୁଗୁଡ଼ା,୨୯ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ସହରରେ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌ ନିୟମ ମାନି ଚଳିବାକୁ ବାରମ୍ବାର ସଚେତନ...

ବାଲେଶ୍ୱରରେ ‘ମିଶନ ଶକ୍ତି କାଫେ’

ବାଲେଶ୍ୱର ଅଫିସ, ୨୮ା୧୨ ବାଲେଶ୍ୱର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ରାଜ୍ୟ ସରକାରଙ୍କ ଭିନ୍ନକ୍ଷମ ସାମାଜିକ ନିରାପତ୍ତା ଓ ସଶକ୍ତୀକରଣ ବିଭାଗ ସହାୟତା ତଥା ମିଶନ...

ଦଳ ଉପରେ ଚଢ଼ି ଯାଉଛନ୍ତି ପର୍ଯ୍ୟଟକ

ବାରଙ୍ଗ,୨୪।୧(ଡି.ଏନ୍‌.ଏ.):ନନ୍ଦନକାନନର ବିକାଶ ପାଇଁ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଆସୁଛି। ହେଲେ କର୍ତ୍ତୃପକ୍ଷ ଏହାକୁ ଠିକ୍‌ ଭାବେ ବ୍ୟବହାର କରିପାରୁ...

ପୁଅର ଚିକିତ୍ସା ପାଇଁ ଭତ୍ତା କାର୍ଡ ବନ୍ଧକ ରଖିଛନ୍ତି ମା’

ତେନ୍ତୁଳିଖୁଣ୍ଟି, ୨।୯(ଡି.ଏନ୍‌.ଏ.):ଜୀବନର ଶେଷ ବେଳେ ସାହାରା ହେବ। ତାରି କାନ୍ଧରେ ବୁହା ହୋଇ ମଶାଣୀକୁ ଯିବି। ସମସ୍ତଙ୍କ ଭଳି ପୁଅକୁ ନେଇ ଏଭଳି ସ୍ବପ୍ନ ଦେଖିଥିଲେ...

ଶ୍ରୀ ନୀଳମାଧବଙ୍କ ସିଂହଦ୍ୱାରକୁ ଲାଗି ଶୌଚାଳୟ :ପରମ୍ପରା ବିରୋଧ ନେଇ ଅସନ୍ତୋଷ, ନିର୍ମାଣ ବନ୍ଦ ଦାବି

ଖଣ୍ଡପଡ଼ା,୫ା୮(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବେ ପରିଚିତ କଣ୍ଟିଲୋ ଶ୍ରୀ ନୀଳମାଧବ ଜୀଉଙ୍କ ମନ୍ଦିର ପୂର୍ବ ଦ୍ୱାର ତଥା ସିଂହଦ୍ୱାରକୁ ଲାଗି ୨ଟି ପାଇଖାନା...

ସାମାନ୍ୟ ବଚସା ନେଲା ଜୀବନ: ଗ୍ରାମ ସଭାପତିଙ୍କ ଗୁଳିମାଡ଼ରେ କନଷ୍ଟେବଳ ମୃତ

ଢେଙ୍କାନାଳ ଅଫିସ, ୧୪।୩: ଢେଙ୍କାନାଳ ଜିଲା ସଦର ଥାନା ଚାଉଳିଆ ଗ୍ରାମରେ ଦୋଳମେଳଣ ଚାଲିଥିବା ବେଳେ ଶୁକ୍ରବାର ରାତିରେ ସାମାନ୍ୟ ବଚସାରୁ ଗୁଳିମାଡ ଘଟିଛି। ଏଥିରେ...

ଆଖି ବୁଜିଲେ ବଳାତ୍କାର ଶିକାର ନାବାଳିକା

ବାରିପଦା ଅଫିସ, ୩ା୫: ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ବଳାତ୍କାର ପୀଡିତାଙ୍କ ଚିକିତ୍ସାଧୀନ ଅବସ୍ଥାରେ ସୋମବାର...

ରାଜ୍ୟର ୧୪ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୫୫କୁ ବୃଦ୍ଧି

ଭୁବନେଶ୍ୱର,୧ା୫(ବ୍ୟୁରୋ): ରାଜ୍ୟରେ ୧୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ଜଣାଯାଇଛି।...

Advertisement
Archives

Model This Week