Posted inଫୁରସତ

ବିମାନ କମ୍ପାନୀ ପକ୍ଷରୁ ମହିଳାଙ୍କୁ ୧୩ ସୁଟ୍‌କେଶ

ତାଲାହାସି: ନିକଟରେ ବିମାନ ଉଡ଼ାଣ ସମୟରେ କ୍ଷତିଗ୍ରସ୍ତ ହୋଇଥିବା ଏକ ବ୍ୟାଗ୍‌ ବଦଳାଇବାରୁ ଏୟାରଲାଇନ୍ସ ପକ୍ଷରୁ ୧୩ଟି ଟ୍ରଲି ବ୍ୟାଗ୍‌ ମିଳିଥିବା ଜନୈକା ମହିଳା କହିଛନ୍ତି। ଫ୍ଲୋରିଡାର ୨୯ ବର୍ଷୀୟା ପେଟନ୍‌ ଥମସନ୍‌ ନିକଟରେ ଏକ ଭିଡିଓ ଶେୟାର କରିଛନ୍ତି, ଯେଉଁଥିରେ ସେ ବିମାନ କମ୍ପାନୀ ଭୁଲ୍‌ କରିଥିବା କହିଛନ୍ତି। ଆମେରିକାରେ ତାଙ୍କର ଟ୍ରଲି ବ୍ୟାଗ୍‌ଟିକୁ ଡେଲ୍‌ଟା ନଷ୍ଟ କରିଥିବା କହିଛନ୍ତି। ପରେ ସେ ସେଥିପାଇଁ ଏକ ଦାବିପତ୍ର ଲେଖିଥିଲେ। ସେଥିରେ ତାଙ୍କ ଟ୍ରଲିକୁ ବଦଳାଇବାକୁ କହି ତା’ର ଏକ ଫଟୋ ଶେୟାର କରିଥିଲେ। ପରେ ବିମାନ କମ୍ପାନୀ ତାଙ୍କ କଥାରେ ରାଜି ହୋଇଥିଲା। ଏହାର କିଛି ସମୟ ପରେ ସେ ଏକ ମେସେଜ୍‌ ପାଇଥିଲେ। ୧୩ଟି ବକ୍ସ ଥିବା ଏକ ଜିପ୍‌ ଦେଖିବାକୁ ପାଇଥିଲେ। ତାକୁ ଖୋଲିବା ପରେ ସେଥିରେ ୧୩ଟି ନୂଆ ସୁଟ୍‌କେଶ ଥିବା ଜାଣିବାକୁ ପାଇଥିଲେ। ସବୁ ସୁଟ୍‌କେଶର ରଙ୍ଗ ଭିନ୍ନ ହୋଇଥିବା ଦେଖି ସେ ଖୁସି ହେବା ସହ ହସିଥିଲେ। ଏହା ବିମାନ କମ୍ପାନୀର ଭୁଲ୍‌ ବୋଲି ସେ କହିଛନ୍ତି। ତେବେ ଏହି ଭିଡିଓରେ ଅନେକ ୟୁଜର୍ସ ବିଭିନ୍ନ କଥା କହି ଥଟ୍ଟା କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ…

ଏମିତି ବି ଗାଁ ଅଛି! ସବୁ ଘରେ ଚାଲୁଛି AC-କୁଲର, କିନ୍ତୁ ବିଜୁଳି ବିଲ୍‌ ଦେବାକୁ ପଡୁନି ଗୋଟିଏ ବି ଟଙ୍କା

ଆଜି ମଧ୍ୟ, ଭାରତରେ ଏପରି ଅନେକ ଗାଁ ଅଛି ଯେଉଁଠାରେ ବିଦ୍ୟୁତ ଯୋଗାଣ ଏକ ସ୍ଥାୟୀ ସମସ୍ୟା ହୋଇ ରହିଛି। ଘଣ୍ଟା ଘଣ୍ଟା ଲୋଡ ସେଡିଂ, ଅତ୍ୟଧିକ…

କେତେ ତାପମାତ୍ରାରେ ତରଳିଯାଏ ମଣିଷ ଚର୍ମ? ଜାଣନ୍ତୁ ଆମ ଶରୀର କେତେ ଗରମ ସହିପାରିବ…

ପ୍ରଚଣ୍ଡ ସୂର୍ଯ୍ୟ ଏବଂ ରେକର୍ଡ ଭାଙ୍ଗି ଯାଉଥିବା ଗରମ ସମସ୍ତଙ୍କୁ କଷ୍ଟରେ ପକାଇଛି। ଯେତେବେଳେ ପାରଦ 45 ଡିଗ୍ରୀ ସେଲସିୟସ ଅତିକ୍ରମ କରେ, ଏହା କେବଳ ଝାଳ…

ଆଁ କରିଥିଲା ୧୪ ଫୁଟ ଲମ୍ବର କୁମ୍ଭୀର, କିସ୍‌ କଲେ ଯୁବତୀ, ଭିଡିଓ ଦେଖିଲେ…

କଲେଜ ଶେଷ ହେବା ପରେ ସମସ୍ତେ ସ୍ମୃତିକୁ ସାଇତି ରଖିବା ପାଇଁ ଫଟୋଶୁଟ୍‌ କରିଥାନ୍ତି। କେତେକ ବନ୍ଧୁମାନଙ୍କ ସହିତ ସେଲ୍‌ଫି ନିଅନ୍ତି ତ ଆଉ କେତେକ ପରିବାର…

ଅଜବ ପ୍ରେମ କାହାଣୀ: ବନ୍ଧୁତା ବଜାୟ ରଖିବାକୁ ନେଲେ ୩ ସାଙ୍ଗ ନେଲେ ଏମିତି ନିଷ୍ପତ୍ତି,ଜାଣିଲେ…

ସୋସିଆଲ ମିଡିଆରେ ବର୍ତ୍ତମାନ ଏକ ବିବାହକୁ ନେଇ ଖୁବ୍‌ ଚର୍ଚ୍ଚା ଚାଲିଛି। ଯାହାକୁ ଦେଖି ୟୁଜର୍ସମାନେ କହିଛନ୍ତି ୟାକୁ ହିଁ କୁହନ୍ତି ବନ୍ଧୁତା। ଆପଣ ବନ୍ଧୁମାନଙ୍କୁ ବ୍ୟବସାୟରେ…

ଜୀବନରେ ସବୁବେଳେ ଏହି ୪ ପ୍ରକାର ଲୋକଙ୍କଠାରୁ ଦୂରେଇ ରହିବା ଉଚିତ୍‌, ନଚେତ୍‌…

ଚାଣକ୍ୟ ନୀତି ହେଉଛି ଆଚାର୍ଯ୍ୟ କୌଟିଲ୍ୟଙ୍କ କୃତୀ। ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିଗ ହେଉଛି ଏହା ଜୀବନର ନୈତିକ ଶିକ୍ଷା, ପ୍ରତ୍ୟେକଙ୍କ ପାଇଁ ଏବଂ…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

ପ୍ରବଳ ଝଡ଼ରେ ଟିଣ ସହ ଆକାଶକୁ ଉଡ଼ିଗଲେ ଯୁବକ, ସୁପରମ୍ୟାନଙ୍କ ଭିଡିଓ ଭାଇରାଲ ପରେ…

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ବରେଲିରେ ଏକ ଭୟଙ୍କର ଝଡ଼ ଲୋକଙ୍କ ନିଃଶ୍ୱାସ ହରାଇ ଦେଇଛି। ପ୍ରବଳ ଝଡ଼ବର୍ଷା ମଧ୍ୟରେ ଜଣେ ଯୁବକ ଟିଣ ସେଡ ସହିତ ଆକାଶରେ ଉଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri